Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ମୁକାବିଲା ପାଇଁ ୧.୨୫ କୋଟି ପ୍ରଦାନ କଲେ ପିତା-ପୁତ୍ର ଯୋଡି
ଆଜିର ଖବର

କରୋନା ମୁକାବିଲା ପାଇଁ ୧.୨୫ କୋଟି ପ୍ରଦାନ କଲେ ପିତା-ପୁତ୍ର ଯୋଡି

March 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହାଇଦ୍ରାବାଦ : ସୁପରଷ୍ଟାର ତେଲୁଗୁ ଅଭିନେତା ତଥା ପିତା ପୁତ୍ର ଯୋଡି ନାର୍ଗାଜୁନ-ନାଗାଚୈତନ୍ୟ କରୋନା ଭାଇରସ୍ ମୁକାବିଲା ପାଇଁ ୧.୨୫ କୋଟି ଟଙ୍କା ପ୍ରଦାନ କରିଛନ୍ତି । ଉଭୟ ଏହି ଅର୍ଥରାଶିକୁ ବିିଭିନ୍ନ ସିନେମା ଇଣ୍ଡଷ୍ଟ୍ରୀର ଦିନ ମଜୁରିଆଙ୍କ ନିମନ୍ତେ ବ୍ୟବହାର କରିବେ । ନାଗାର୍ଜୁନ ୧ କୋଟି ଟଙ୍କାର ସହାୟତା ପ୍ରଦାନ କରିଥିବା ବେଳେ ନାଗା ଚୈତନ୍ୟ ୨୫ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ତାମିଲ ଅଭିନେତା ବିଜୟ ସେଥୁପତି, ସୂର୍ଯ୍ୟା, କର୍ଥି ଏବଂ ଶିବକୁମାର ପ୍ରତ୍ୟେକ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି । ପୂର୍ବରୁ ପାୱାର ଷ୍ଟାର ପୱନ୍ କଲ୍ୟାଣ ୨ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରିଥିଲେ ।

covid19
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.