Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଗଷ୍ଟ 7ରୁ ଆରମ୍ଭ ହେବ ପ୍ରଥମ ଅନ୍‌ଲାଇନ୍‌ ଦେଶାତ୍ମବୋଧ ଚଳଚ୍ଚିତ୍ର ଉତ୍ସବ
ଆଜିର ଖବର

ଅଗଷ୍ଟ 7ରୁ ଆରମ୍ଭ ହେବ ପ୍ରଥମ ଅନ୍‌ଲାଇନ୍‌ ଦେଶାତ୍ମବୋଧ ଚଳଚ୍ଚିତ୍ର ଉତ୍ସବ

August 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
This year we bring India to you on http://cinemasofindia.com. Celebrating Patriotic Classics_Independence Week 2020! We have put together a glorious collection of Indian films in various languages, just for you. Streaming from 7-21 August 2020

ନୂଆଦିଲ୍ଲୀ, ଜାତୀୟ ଚଳଚ୍ଚିତ୍ର ଉନ୍ନୟନ ନିଗମ ପ୍ରଥମ ଥର ପାଇଁ ଏକ ଅନ୍‌ଲାଇନ ଦେଶାତ୍ମବୋଧକ ଚଳଚ୍ଚିତ୍ର ଉତ୍ସବ ଆୟୋଜନ କରୁଛି। ଆସନ୍ତାକାଲିଠାରୁ ଏହା ଆରମ୍ଭ ହେବ। ଚଳିତବର୍ଷର ସ୍ୱାଧୀନତା ଦିବସ ପାଳନର ଏହା ଏକ ଅଂଶବିଶେଷ । ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଆନୁକୂଲ୍ୟରେ ଏହା ଆୟୋଜିତ ହେଉଛି। ଅଗଷ୍ଟ ୭ରୁ ଆରମ୍ଭ ହୋଇ ଏହା ୩ ସପ୍ତାହ ଚାଲିବ ଏବଂ ଅଗଷ୍ଟ ୨୧ରେ ଉଦ୍‌ଯାପିତ ହେବ।

ଏଥିରେ ଭାରତୀୟ ଇତିହାସରେ ସ୍ୱାଧୀନତା ସଂଗ୍ରାମୀମାନଙ୍କର ବୀରତ୍ୱର କାହାଣୀ ପ୍ରଦର୍ଶିତ ହେବା ସହିତ ସମଗ୍ର ବିଶ୍ୱରେ ଥିବା ଭାରତୀୟଙ୍କ ମଧ୍ୟରେ ଏକ ଦେଶାତ୍ମବୋଧକ ଓ ଉତ୍ସବଜନିତ ଭାବନା ସୃଷ୍ଟି କରିବାକୁ ଉଦ୍ୟମ କରାଯାଉଛି । ଦୈନିକ ଏଥିରେ ଅତି ଉଚ୍ଚମାନର ଦେଶାତ୍ମବୋଧ ଓ ସ୍ୱାଧୀନତା ଦିବସ ସଂକ୍ରାନ୍ତ ବାର୍ତ୍ତା ଥିବା ଚଳଚ୍ଚିତ୍ରମାନ ହିଁ ପ୍ରଦର୍ଶିତ ହେବ।

ଏହାକୁ ବିନା ମୂଲ୍ୟରେ www.cinemasofindia.comଦେଖିହେବ। ହିନ୍ଦୀ, ମରାଠି, ତେଲୁଗୁ, ତାମିଲ, ବାଂଲା, ଗୁଜରାଟୀ, ମାଲାୟଲମ ସମେତ ବିଭିନ୍ନ ଭାରତୀୟ ଭାଷାରେ ନିର୍ମିତ ଉଚ୍ଚମାନର ଦେଶାତ୍ମବୋଧ ଚଳଚ୍ଚିତ୍ର ଏଥିରେ ସ୍ଥାନ ପାଇବ । ଜାତୀୟ ଚଳଚ୍ଚିତ୍ର ଉନ୍ନୟନ ନିଗମ, ଭାରତୀୟ ଜାତୀୟ ଚଳଚ୍ଚିତ୍ର ଅଭିଲେଖ, ଭାରତୀୟ ଶିଶୁ ଚଳଚ୍ଚିତ୍ର ସୋସାଇଟି ଏବଂ ଫିଲ୍ମ ଡିଭିଜନ ଆଦିରୁ ଏଥିପାଇଁ ଉତ୍ତମ ମାନର ଚଳଚ୍ଚିତ୍ରମାନ ବଛାଯାଇଛି।

ଆହୁରି ମଧ୍ୟ ପ୍ରଥମଥର ପାଇଁ ୧୯୮୨ରେ ସାର୍ ରିଚାର୍ଡ ଆଟେନ୍‌ବରୋଙ୍କ ଦ୍ୱାରା ନିର୍ମିତ ଗାନ୍ଧୀ ଚଳଚ୍ଚିତ୍ର ଏଥିରେ ପ୍ରଦର୍ଶିତ ହେବ। ଦୃଶ୍ୟ ଓ ଶ୍ରବଣ ବାଧିତ ଲୋକମାନେ ମଧ୍ୟ ଏହି ଚଳଚ୍ଚିତ୍ର ଉପଭୋଗ କରିବାର ସୁବିଧା କରାଯାଇଛି।

ଏଥିପାଇଁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ୱେବସାଇଟ (mib.gov.in)ରେ ଏ ସଂକ୍ରାନ୍ତ ଲିଙ୍କ୍ ପ୍ରଦାନ କରାଯିବ।ଏହାଛଡା ପିଆଇବି ଦ୍ୱାରା ପରିଚାଳିତ ସୋସିଆଲ ମିଡିଆ ଓ ମାଇ ଗଭ୍‌ରେ ମଧ୍ୟ ଉପଲବ୍‌ଧ ହେବ।ଏହାଛଡା ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏହି ଲିଙ୍କକୁ ବିଭିନ୍ନ ଦେଶରେ ଥିବା ଭାରତୀୟ ଦୂତାବାସକୁ ଯୋଗାଇ ଦିଆଯିବ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ହେଉଛି ଧନୁ ସଂକ୍ରାନ୍ତି, ଜାଣନ୍ତୁ କେତେ ସମୟ ପର୍ଯ୍ୟନ୍ତ ରହିଛି ପୂଜା ମୂହୁର୍ତ୍ତ

December 16, 2025

ଲୋକସଭାରେ ବିକଶିତ ଭାରତ ଶିକ୍ଷା ଅଧିଷ୍ଠାନ ବିଲ୍, 2025 ଉପସ୍ଥାପନ କଲେ ଧର୍ମେନ୍ଦ୍ର ପ୍ରଧାନ

December 16, 2025

ଓଡିଶା ପୁଲିସର “ଅପରେସନ୍ ଧରପଗଡ” ଅଭିଯାନ: ୪୦ ଅଭିଯୁକ୍ତ ଗିରଫ

December 16, 2025

ଐତିହାସିକ ମାଇଲଖୁଣ୍ଟ ହାସଲ: ୧୫,୦୦୦ ତମ କୋଚ୍ ନିର୍ମାଣ କଲା ଏମସିଏଫ୍

December 16, 2025
Latest News

ଆଜି ହେଉଛି ଧନୁ ସଂକ୍ରାନ୍ତି, ଜାଣନ୍ତୁ କେତେ ସମୟ ପର୍ଯ୍ୟନ୍ତ ରହିଛି ପୂଜା ମୂହୁର୍ତ୍ତ

December 16, 2025

ଲୋକସଭାରେ ବିକଶିତ ଭାରତ ଶିକ୍ଷା ଅଧିଷ୍ଠାନ ବିଲ୍, 2025 ଉପସ୍ଥାପନ କଲେ ଧର୍ମେନ୍ଦ୍ର ପ୍ରଧାନ

December 16, 2025

ଓଡିଶା ପୁଲିସର “ଅପରେସନ୍ ଧରପଗଡ” ଅଭିଯାନ: ୪୦ ଅଭିଯୁକ୍ତ ଗିରଫ

December 16, 2025

ଐତିହାସିକ ମାଇଲଖୁଣ୍ଟ ହାସଲ: ୧୫,୦୦୦ ତମ କୋଚ୍ ନିର୍ମାଣ କଲା ଏମସିଏଫ୍

December 16, 2025

ଏପ୍ରିଲ ୨୦୨୫ ପରଠାରୁ ସର୍ବନିମ୍ନ ସ୍ତରରେ ବେକାରୀ ହାର

December 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.