Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରିୟାଙ୍କ ପାଇଁ ଅଡୁଆ ବଢୁଛି : ଜାମିନ ଆବେଦନ ଖାରଜ
ଆଜିର ଖବର

ରିୟାଙ୍କ ପାଇଁ ଅଡୁଆ ବଢୁଛି : ଜାମିନ ଆବେଦନ ଖାରଜ

September 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ବଲିଉଡ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ଜାମିନ ଆବେଦନ ଖାରଜ ହୋଇଛି । ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ଏବଂ ଡ୍ରଗ୍ସ ଲିଙ୍କ ମାମଲାରେ ଏନସିବି ଦ୍ୱାରା ଗିରଫ ହୋଇଥିବା ରିୟାଙ୍କ ଜାମିନ ପାଇଁ ଆବେଦନ କରାଯାଇଥିଲା । ତେବେ କୋର୍ଟ ଜାମିନ ଆବେଦନକୁ ଖାରଜ କରିବା ସହିତ ରିୟା ଜେଲରେ ରହିବା ସ୍ପଷ୍ଟ ହୋଇଛି । ରିୟାଙ୍କ ବ୍ୟତୀତ ଅନ୍ୟ ପାଞ୍ଚ ଜଣ ଅଭିଯୁକ୍ତଙ୍କ ଜାମିନ ମଧ୍ୟ ନାମଞ୍ଜୁର କରିଛନ୍ତି ସେସନ୍ସ କୋର୍ଟ ।

ପୂର୍ବରୁ ନିଶା କାରବାରରେ ସମ୍ପୃକ୍ତି ନେଇ ରିୟା ସ୍ୱୀକାର କରିଥିଲେ ମଧ୍ୟ ପରବର୍ତ୍ତୀ ସମୟରେ ବୟାନ ବଦଳାଇବା ସହିତ ଏପରି ବୟାନ ଦେବା ପାଇଁ ତାଙ୍କ ଉପରେ ଚାପ ପକାଯାଇଥିଲା ବୋଲି ମତ ଦେଇଥିଲେ । ରିୟାଙ୍କ ଭାଇ ସୌଭିକ ମଧ୍ୟ ରିୟାଙ୍କ ସପକ୍ଷରେ ବୟାନ ଦେଇଥିଲେ । ତେବେ କୋର୍ଟ ଜାମିନ ଅଗ୍ରାହ୍ୟ କରିବା ପରେ ସମସ୍ତ ଅଭିଯୁକ୍ତ ହାଜତ ମଧ୍ୟରେ ନ୍ୟାୟିକ ପ୍ରକ୍ରିୟାର ସମ୍ମୁଖୀନ ହେବେ ବୋଲି ଜଣାପଡିଛି । (ଏଜେନ୍ସି)

ncb riya sushantsinghrajput
Share. Facebook Twitter LinkedIn Email WhatsApp Copy Link

Related Posts

ହୋଲିରେ ମଦ୍ୟପାନ କରି ଗାଡି ଚଲାଉଥିଲେ ହୋଇଯା’ନ୍ତୁ ସାବଧାନ!: କାର୍ଯ୍ୟାନୁଷ୍ଠାନ ନେବ ପୋଲିସ

March 4, 2026

ଆଜି ମାର୍ଚ୍ଚ ୪ ତାରିଖ ବୁଧବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

March 4, 2026

ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

March 3, 2026

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 3, 2026
Latest News

ହୋଲିରେ ମଦ୍ୟପାନ କରି ଗାଡି ଚଲାଉଥିଲେ ହୋଇଯା’ନ୍ତୁ ସାବଧାନ!: କାର୍ଯ୍ୟାନୁଷ୍ଠାନ ନେବ ପୋଲିସ

March 4, 2026

ଆଜି ମାର୍ଚ୍ଚ ୪ ତାରିଖ ବୁଧବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

March 4, 2026

ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

March 3, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.