Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏନସିବିରେ ହାଜର ହେଲେ ଶ୍ରଦ୍ଧା କପୁର
ଆଜିର ଖବର

ଏନସିବିରେ ହାଜର ହେଲେ ଶ୍ରଦ୍ଧା କପୁର

September 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ଦୀପିକାଙ୍କ ପରେ ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ବା ଏନସିବିରେ ହାଜର ହେଲେ ଅଭିନେତ୍ରୀ ଶ୍ରଦ୍ଧା କପୁର । ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାର ଡ୍ରଗ୍ସ ଲିଙ୍କରେ ତାଙ୍କୁ ହାଜର ହେବାକୁ ସମନ୍ ହୋଇଥିଲା। ଏହି ମାମଲାରେ ତାଙ୍କୁ ପଚରାଉଚରା କରୁଛି ଏନସିବି ଟିମ୍ ।ହାଜର ହେବାକୁ ଗତ 23 ତାରିଖରେ ଶ୍ରଦ୍ଧା କପୁରଙ୍କୁ ସମନ୍ ହୋଇଥିଲା । ଏହାପରେ ଆଜି ସେ କଡ଼ା ସୁରକ୍ଷା ଭିତରେ ଏନସିବି ଜୋନାଲ୍ ଅଫିସରେ ପହଞ୍ଚିଛନ୍ତି । ଡ୍ରଗ୍ସ ଲିଙ୍କରେ ଆଉ କିଛି ସମୟ ଭିତରେ ଏନସିବିରେ ହାଜର ହୋଇପାରନ୍ତି ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍ । ତାଙ୍କୁ ବି ସମନ୍ ହୋଇଥିଲା ।

Shraddha Kapoor crosses 50 million Instagram followers, joins Deepika  Padukone, Virat Kohli, Priyanka Chopra - News Rush

ସୂଚନାଯୋଗ୍ୟ, ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କ ଆସିବା ପରେ ବଲିଉଡ୍‌ର କେତେଜଣ ନାମୀଦାମୀ ବ୍ୟକ୍ତି ବିଶେଷ ଏବେ ନାର୍କୋଟିକ୍ସ କଣ୍ଟ୍ରୋଲ୍ ବ୍ୟୁରୋ(ଏନ୍‌ସିବିବି) ରାଡାରରେ ରହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅଗଷ୍ଟ ୧୯ ତାରିଖ, ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର, ପଢନ୍ତୁ ରାଶିଫଳ

August 19, 2025

ରାଜ୍ୟରେ ଖୁବ ଶୀଘ୍ର ୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ ନିଯୁକ୍ତି

August 18, 2025

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

August 18, 2025

ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ସିପି ରାଧାକୃଷ୍ଣନଙ୍କ ମନୋନୟନକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

August 18, 2025
Latest News

ଆଜି ଅଗଷ୍ଟ ୧୯ ତାରିଖ, ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର, ପଢନ୍ତୁ ରାଶିଫଳ

August 19, 2025

ରାଜ୍ୟରେ ଖୁବ ଶୀଘ୍ର ୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ ନିଯୁକ୍ତି

August 18, 2025

ଶାହାଙ୍କୁ ଭେଟିଲେ ସାମଲ, ଭେଟଘାଟକୁ ନେଇ ବଢିଲା ଚର୍ଚ୍ଚା

August 18, 2025

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

August 18, 2025

ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ସିପି ରାଧାକୃଷ୍ଣନଙ୍କ ମନୋନୟନକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

August 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.