Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନୁରାଗଙ୍କ ମୁସ୍କିଲ୍‌ ବଢିବାରେ ଲାଗିଛି : ସମନ ପଠାଇବ ମୁମ୍ବାଇ ପୋଲିସ୍‌
ଆଜିର ଖବର

ଅନୁରାଗଙ୍କ ମୁସ୍କିଲ୍‌ ବଢିବାରେ ଲାଗିଛି : ସମନ ପଠାଇବ ମୁମ୍ବାଇ ପୋଲିସ୍‌

September 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ବଲିଉଡ୍‌ରେ ପୁଣିଥରେ ମିଠୁ ବିବାଦ ଦେଖାଦେଇଛି । ଲୋକପ୍ରିୟ ନିର୍ଦ୍ଦେଶକ ଅନୁରାଗ କାଶ୍ୟପଙ୍କ ବିରୋଧରେ ଅଭିନେତ୍ରୀ ପାଏଲ୍‌ ଘୋଷ ମିଠୁ ଅଭିଯୋଗ ଆଣିଛନ୍ତି । ଯୌନଶୋଷଣ ବିବାଦରେ ଛନ୍ଦି ହୋଇପଡିଥିବା ବଲିଉଡ୍‌ ନିର୍ଦ୍ଦେଶକ ଅନୁରାଗ କାଶ୍ୟପଙ୍କ ମୁସ୍କିଲ୍‌ ବଢିବାରେ ଲାଗିଛି । ମିଳିଥିବା ସୂଚନା ଅନୁସାରେ ଅନୁରାଗ କାଶ୍ୟପଙ୍କୁ ମୁମ୍ବାଇ ପୋଲିସ୍‌ ସମନ ପଠାଇବାର ସମ୍ଭାବନା ରହିଛି ।

ଅଭିନେତ୍ରୀ ପାୟଲ ଘୋଷ ଅନୁରାଗ କାଶ୍ୟପଙ୍କୁ ବିରୋଧରେ ମୁମ୍ବାଇର ବାର୍ସୋବ ପୋଲିସ୍‌ ଥାନାରେ ଯୌନଶୋଷଣ ଓ ଦୁଷ୍କର୍ମ ମାମଲା ଦାଏର ହୋଇଛି । ଅନୁରାଗ କାଶ୍ୟପଙ୍କ ବିରୋଧରେ ଆଇପିସି ଧାରା 376, 354, 341 ଓ 342 ଆଧାରରରେ ଏଫଆଇଆର ଦାଏର ରହିଛି । କିନ୍ତୁ ଏପର୍ଯ୍ୟନ୍ତ ମୁମ୍ବାଇ ପୋଲିସ୍‌ କୌଣସି ଆକ୍ସନ ଗ୍ରହଣ କରିନାହିଁ । ଏହାକୁ ନେଇ ଅଭିନେତ୍ରୀ ପାଏଲ୍‌ ମଧ୍ୟ ନାରାଜ ରହିଛନ୍ତି । ଯଦି ପୋଲିସ୍‌ ଅନୁରାଗଙ୍କ ବିରୋଧର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରନ୍ତି, ତେବେ ସେ ଆମରଣ ଅନଶନ କରିବେ । ରାମଦାସ ଅଠାଓ୍ବଲେ ପାୟଲଙ୍କୁ ସପୋର୍ଟ କରିବା ସହିତ ଏହି ମାମଲାରେ କେନ୍ଦ୍ରୀୟ ମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଚିଠି ଲେଖିବେ ବୋଲି ସୂଚନା ରହିଛି । (ଏଜେନ୍ସି)

anuragkashyap metoo
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମୁଖ୍ୟମନ୍ତ୍ରୀ କଲେ ସାକ୍ଷାତ

March 17, 2026

ମିଳିମିଳା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

March 17, 2026

ମହଙ୍ଗା ପଡ଼ିଲା ଗଙ୍ଗା ନଦୀ ମଝିରେ ଚିକେନ୍ ବିରିୟାନି ଖାଇ ହାଡ଼ ଫିଙ୍ଗିବା: ୧୪ ଗିରଫ

March 17, 2026

ରାଜ୍ୟସଭା ନିର୍ବାଚନ: ଅଧିକ ଶକ୍ତିଶାଳୀ ହେଲା ଏନଡିଏ, ଜାଣନ୍ତୁ ଇଣ୍ଡି ମେଣ୍ଟର ସ୍ଥିତି

March 17, 2026
Latest News

ଭୁବନେଶ୍ବରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମୁଖ୍ୟମନ୍ତ୍ରୀ କଲେ ସାକ୍ଷାତ

March 17, 2026

ମିଳିମିଳା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

March 17, 2026

ମହଙ୍ଗା ପଡ଼ିଲା ଗଙ୍ଗା ନଦୀ ମଝିରେ ଚିକେନ୍ ବିରିୟାନି ଖାଇ ହାଡ଼ ଫିଙ୍ଗିବା: ୧୪ ଗିରଫ

March 17, 2026

ରାଜ୍ୟସଭା ନିର୍ବାଚନ: ଅଧିକ ଶକ୍ତିଶାଳୀ ହେଲା ଏନଡିଏ, ଜାଣନ୍ତୁ ଇଣ୍ଡି ମେଣ୍ଟର ସ୍ଥିତି

March 17, 2026

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.