ଭୁବନେଶ୍ବର: ନୀଳଗିରିର ବିଜେପି ବିଧାୟକଙ୍କ ବିରୋଧରେ ଗର୍ଜ୍ଜିଲେ ବିଜେଡି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର। ସେତିକି ନୁହେଁ ସେ ଏ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପାଖରେ ଫେରାଦ ମଧ୍ୟ ହୋଇଛନ୍ତି। ସେ ସାମାଜିକ ଗଣମାଧ୍ୟମରେ ନୀଳଗିରି ବିଧାୟକ ସନ୍ତୋଷ ଖଟୁଆ କିପରି […]
The Samikhsya Desk: ଘରେ ଚଳିବା ପାଇଁ ପଇସା ନ ଥିଲା। ତେଣୁ ପୁଅ ହିସାବରେ କିଛି ରୋଜଗାର କରିବା ପାଇଁ ଇଚ୍ଛା ହେଲା। କିନ୍ତୁ ଭାଗ୍ୟ ଖରାପ କିଛି ମିଳିଲା ନାହିଁ। ଫଳରେ ସେ ବାଧ୍ୟ ହୋଇ ଡେଲିଭରୀ ବଏ […]
ଭୁବନେଶ୍ବର: ଆଜି ରାଜ୍ୟ ଯୁବ କଂଗ୍ରେସ ସଭାପତି ଶ୍ରୀ ରଣଜିତ ପାତ୍ରଙ୍କ ନେତୃତ୍ୱରେ ଯୁବ କଂଗ୍ରେସ କର୍ମୀମାନେ ଏଜି ଛକଠାରୁ ଏକ ବିକ୍ଷୋଭ ଶୋଭାଯାତ୍ରାରେ ଯାଇ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ପୁରୀ ରଥଯାତ୍ରା ପରିଚାଳନରେ ମହା […]
ଭୁବନେଶ୍ବର: ଆଉ ଦିନକ ପରେ ମିଳିବ ଓଡିଶା ବିଜେପିକୁ ନୂଆ ସଭାପତି। ଏହି ସୂଚନା ଦେଇଛନ୍ତି ଦଳିୟ ନିର୍ବାଚନ ଅଧିକାରୀ ତଥା ସାଂସଦ ପ୍ରତାପ ଷଡଙ୍ଗୀ। ସେ କହିଛନ୍ତି ଯେ, ବର୍ତ୍ତମାନ ରାଜ୍ୟର ବିଭିନ୍ନ ମଣ୍ଡଳ ସଭାପତି ତଥା ଜିଲ୍ଲା ସଭାପତି […]
ଭୁବନେଶ୍ବର: ପୁରୀରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ବିଶ୍ଵ ପ୍ରସିଦ୍ଧ। ଶରଧାବାଲିରେ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତ ଅତ୍ୟନ୍ତ ଆଗ୍ରହ ଓ ଉତ୍କଣ୍ଠାର ସହ ଆସିଥାନ୍ତି। ସେହି ଉତ୍କଣ୍ଠା ଜନିତ ବ୍ୟଗ୍ରତା ଓ ଭିଡ କାରଣରୁ ତିନି […]
ଭୁବନେଶ୍ବର: ପୁରୀ ଶରଧାବାଲିରେ ଘଟିଯାଇଥିବା ଦଳଚକଟା ଘଟଣାକୁ ନେଇ ତୀବ୍ର ନିନ୍ଦା କରିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ। ନିଜ ସାମାଜିକ ଗଣମାଧ୍ୟମରେ ସେ କହିଛନ୍ତି ଯେ, “ ପୁରୀ ଶରଧାବାଲିରେ ମହାପ୍ରଭୁଙ୍କ ସକାଳ ଦର୍ଶନ ସମୟରେ ଭୀଷଣ ଦଳାଚକଟା […]
ଭୁବନେଶ୍ବର: ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ‘ଶିଶୁ ସେବିକା’ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୀତିଗତ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ଶିଶୁ ସେବିକାମାନେ ଶିଶୁବାଟିକାର ଛୋଟ ପିଲାମାନଙ୍କୁ ସହାୟତା ଯୋଗାଇଦେବା ସହିତ ଶିକ୍ଷକମାନଙ୍କ ଉପରେ […]
ଭୁବନେଶ୍ବର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଅସୁସ୍ଥ୍ୟ। ବର୍ତ୍ତମାନ ସେ ମୁମ୍ବାଇସ୍ଥିତ କୋକିଳାବେନ ଧୀରୁଭାଇ ଆମ୍ବାନୀ ହସପିଟାଲରେ ଚିକିତ୍ସିତ ହେଉଛନ୍ତି। ଆଉ କିଛିଦିନ ପରେ ସେ ସେଠାରୁ ଡିସଚାର୍ଯ୍ୟ ହେବେ। ତେବେ ନବୀନ ପଟ୍ଟନାୟକଙ୍କ ସଂପୂର୍ଣ୍ଣ ସ୍ବାସ୍ଥ୍ୟ କଥା ବୁଝୁଛନ୍ତି ଭି […]
ଭୁବନେଶ୍ବର: ବିଶିଷ୍ଟ ଶିଳ୍ପପତି ତଥା ଆଦାନୀ ଗ୍ରୁପର ଅଧ୍ୟକ୍ଷ ଶ୍ରୀ ଗୌତମ ଆଦାନୀ ଆଜି ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ଉଭୟଙ୍କ ମଧ୍ୟରେ ରାଜ୍ୟର […]
ଭୁବନେଶ୍ୱର : ୫୩ ବର୍ଷ ପରେ ସଂଯୋଗ ଜୁଟିଥିଲା । ଏକା ଦିନରେ ଗତକାଲି ନବ ଯୌବନ ଦର୍ଶନ, ନେତ୍ର ଉତ୍ସବ ଓ ଶ୍ରୀ ଗୁଣ୍ଡିଚା ଯାତ୍ରା ପଡ଼ିଥିଲା । ଗତକାଲି କାଦୁଆ ଗୁଣ୍ଡିଚା-ପାଗ ମଧ୍ୟ ଭଲଥିଲା । ପ୍ରଶାସନ ପକ୍ଷରୁ […]
ଭୁବନେଶ୍ବର: ଗତକାଲି ରଥଯାତ୍ରାରେ ଯେପରି ବିଭ୍ରାଟ ହେଲା ତାହାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ। ସେ ବର୍ତ୍ତମାନ ମୁମ୍ବାଇର ଏକ ହସପିଟାଲରେ ଚିକିତ୍ସିତ ହେଉଛନ୍ତି। ହେଲେ ଗତକାଲି ନନ୍ଦିଘୋଷ ରଥଟଣାକୁ ନେଇ ସେ କ୍ଷୋଭ […]
ପୁରୀ: ଗତକାଲି ବଳଭଦ୍ରଙ୍କ ତାଳଧ୍ବଜ ରଥ ଟାଣିବା ବେଳେ ବାରମ୍ବାର ମୋଡ ନେଇଥିଲା। ଫଳରେ ପୁରା ରଥ ଟଣା କାର୍ଯ୍ୟରେ ବିଳମ୍ବ ଘଟିଲା। ତେବେ ଏଥର ବଳଭଦ୍ରଙ୍କ ରଥ କାହିଁକି ମୋଡ ନେଲା ତାହାକୁ ନେଇ ବିଭିନ୍ନ ମହଲରେ ପ୍ରଶ୍ନ ଉଠିଛି। […]
ପୁରୀ: ଆଜି ତିନି ରଥ ଗୁଣ୍ଡିଚା ମନ୍ଦିରରେ ଲାଗିପାରିଲେ ନାହିଁ। ଏପରିକି ପ୍ରଭୃ ଜଗନ୍ନାଥ ସଂଧ୍ୟା ପର୍ଯ୍ୟନ୍ତ ସିଂହଦ୍ବାରରୁ ହଟିଲେ ନାହିଁ। ଫଳରେ କଣ ହେବ କେମିତି ରଥଟଣା ହେବ ସେ ନେଇ ସୃଷ୍ଟି ହେଲା ଦ୍ବନ୍ଦ। ରଥ ଟଣା ନ […]
ଭୁବନେଶ୍ବର, ପୁରୀ ଶ୍ରୀକ୍ଷେତ୍ରରେ ରଥଯାତ୍ରାର ପରଂପରା କାହିଁ କେଉଁ କାଳରୁ ପାଳିତ ହୋଇ ଆସୁଛି। ଏହାର ପ୍ରମାଣ ବିଭିନ୍ନ ସମୟରେ ଐତିହାସିକମାନେ ବର୍ଣ୍ଣନା କରିଛନ୍ତି। ସେହିପରି ବହୁ ପ୍ରାଚୀନ ପୁରାଣରେ ମଧ୍ୟ ପ୍ରଭୃ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ବର୍ଣ୍ଣନା ମଧ୍ୟ ରହିଛି। ସେଗୁଡିକ ମଧ୍ୟରେ […]
ଭୁବନେଶ୍ବର: ଓଡ଼ିଶା ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନିର୍ଦ୍ଦେଶରେ ରାଜ୍ଯରେ ବ୍ୟାପିଥିବା ହଇଜା ଅନୁଧ୍ୟାନ ପାଇଁ ଏକ ତଥ୍ୟ ଅନୁସନ୍ଧାନ କମିଟି ଗଠନ କରିଥିଲେ। ପ୍ରଦେଶ କଂଗ୍ରେସ କାର୍ଯ୍ଯାଳୟରେ ତଥ୍ୟ ଅନୁସନ୍ଧାନ କମିଟିର ଅଧ୍ୟକ୍ଷ ତଥା କଂଗ୍ରେସ ବିଧାୟକ ଡାକ୍ତର […]
ଭୁବନେଶ୍ବର: ଭାରତରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା ହେବାର ୫୦ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ସରକାରଙ୍କର ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସମ୍ବିଧାନ ହତ୍ୟା ଦିବସ ୨୦୨୫ ସ୍ଥାନୀୟ ରେଳ ଅଡିଟୋରିଅମ ଠାରେ ପାଳିତ ହୋଇଯାଇଛି। ଏହି […]
ଭୁବନେଶ୍ବର: ବାତ୍ୟା, ବନ୍ୟା ଆଦି ବିପର୍ଯ୍ୟୟ ପରିଚାଳନାରେ ଓଡିଶା ଖୁବ ସଫଳ। ଗତ ବର୍ଷ ହୋଇଥିବା ବାତ୍ୟା ‘ଦାନା’ ସମୟରେ ଆମେ ଜିରୋ କାଜୁଆଲ୍ଟି ଲକ୍ଷ୍ୟ ହାସଲ କରିଥିଲୁ। ଆମର ବିପର୍ଯ୍ୟୟ ପରିଚାଳନାରେ ଆମ ଦକ୍ଷତା ଉପରେ ସାରା ବିଶ୍ୱର ନଜର […]
ଭୁବନେଶ୍ଵର: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଜେସ୍ଥଳୀ ପବିତ୍ର ଶ୍ରୀକ୍ଷେତ୍ର ପୁରୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତ ହୋଇସାରିଛି। ଶ୍ରୀଗୁଣ୍ଡିଚା ଯାତ୍ରା ହେଉଛି ସାରା ବିଶ୍ୱରୁ ଆସୁଥିବା ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ପାଇଁ ଆସ୍ଥାର ଏକ ଯାତ୍ରା। ଏହି ତୀର୍ଥଯାତ୍ରୀମାନଙ୍କ ସେବାରେ ଭାରତୀୟ […]
ଭୁବନେଶ୍ବର: ଶେଷରେ ମୁହଁ ଖୋଲିଛନ୍ତି ଝାରସୁଗୁଡାର ପୂର୍ବତନ ବିଧାୟିକା ଦୀପାଳି ଦାସ। ସେ ବିଜେପିରେ ଯୋଗଦେବା ନେଇ ଚାଲିଥିବା ଚର୍ଚ୍ଚା ଉପରେ ନିଜେ ମତ ରଖିଛନ୍ତି। ସେ ତାଙ୍କର ସାମାଜିକ ଗଣମାଧ୍ୟମ ନିଜର ମତାମତ ଦେଇଛନ୍ତି। କାରଣ ତାଙ୍କ ଉପରେ କେନ୍ଦ୍ର […]
ନୂଆଦିଲ୍ଲୀ: ଭାରତ ୨୫ ଜୁନ ୧୯୭୫ରୁ ୨୧ ମାର୍ଚ୍ଚ ୧୯୭୭ ପର୍ଯ୍ୟନ୍ତ ସମ୍ବିଧାନର ୩୫୨ ଧାରା ଅନୁସାରେ ଏକ ଜରୁରୀକାଳୀନ ପରିସ୍ଥିତି ଅଧିନରେ ରହିଥିଲା। ଜରୁରୀକାଳୀନ ପରିସ୍ଥିତି ପୂର୍ବ ଘଟଣାକ୍ରମ: ସତୁରୀ ଦଶକର ପ୍ରାରମ୍ଭରେ, ତତକାଳୀନ ସରକାରଙ୍କ ବିରୋଧରେ ବିରୋଧ ତୀବ୍ର ହୋଇଥିଲା। ଜୟପ୍ରକାଶ ନାରାୟଣଙ୍କ […]
ଭୁବନେଶ୍ବର: ଝାରସୁଗୁଡାର ପୂର୍ବତନ ବିଧାୟିକା ତଥା ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ଝିଅ ଏଥର ବିଜେପିରେ ଯୋଗ ଦେବେ। କାରଣ ହେଲା ତାଙ୍କ ଉପରେ କେନ୍ଦ୍ର ସରକାର ଯେପରି ବାରମ୍ବାର ଆକ୍ରମଣ କରିବାରେ ଲାଗିଛନ୍ତି ସେ ଆଉ ସମ୍ଭାଳିପାରିବେ ନାହିଁ। […]