ଭୁବନେଶ୍ବର: ଏଥର ଯୋଡି ଶଙ୍ଖ। ଗୋଟିଏ ଏମପି ପାଇଁ ଗୋଟିଏ ଏମଏଲଏ ପାଇଁ। ଆପଣମାନେ ଆର୍ଶିବାଦ କରନ୍ତୁ। ଧନ୍ୟବାଦ। ଏହା କହି ହାତରେ ଧରିଥିବା ଦୁଇଟି ଶଙ୍ଖ ଚିତ୍ରକୁ ଉପରକୁ ଟେକି ଦେଖାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିର୍ବାଚନ ପାଖେଇ ଆସିବା […]
ଭୁବନେଶ୍ବର: ଆଜି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। ତେବେ ଏହି ପ୍ରାର୍ଥୀଙ୍କ ମଧ୍ୟରୁ ନବୀନ ୪ ଜଣ ବିଧାୟକଙ୍କ ଟିକେଟ କାଟିବା ସହିତ ୫ ଜଣ ନୂଆ ପ୍ରାର୍ଥୀଙ୍କୁ […]
ସମ୍ବଲପୁର: ସମ୍ବଲପୁର ଲୋକସଭା କ୍ଷେତ୍ର ଅର୍ନ୍ତଗତ କୁଚିଣ୍ଡା ବିଧାନସଭା ମଣ୍ଡଳୀ ବିଜେଡି ପକ୍ଷରୁ କର୍ମୀ ସମ୍ମିଳନୀ ସ୍ଥାନୀୟ ସିନେମା ହଲ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସମ୍ୱଲପୁର ଲୋକସଭା ପ୍ରାର୍ଥୀ ତଥା ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଯୋଗଦେଇ […]
ଭୁବନେଶ୍ବର: ସରପଞ୍ଚରୁ ସିଧା ବିଧାୟକ ପ୍ରାର୍ଥୀ। ତାହା ପୁଣି ବିଜୁ ଜନତା ଦଳର। ଏପରି ସୁଯୋଗ କେବଳ ଭାଗ୍ୟରେ ଥିଲେ ମିଳେ। ଆଜି ବିଜୁ ଜନତା ଦଳ ତରଫରୁ ଘୋଷଣା ହୋଇଥିବା ନଅ ଜଣିଆ ପ୍ରାର୍ଥୀ ତାଲିକାରେ ଜଣଙ୍କର ନାମ ରହିଛି। […]
ଭୁବନେଶ୍ବର: ଆଜି ବିଜେଡିର ଘୋଷଣା ହୋଇଥିବା ନଅ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ଦଳ ଛଅ ଜଣଙ୍କର ଟିକେଟ କାଟିଛି। ସେହିପରି ଏହି ପ୍ରାର୍ଥୀ ତାଲିକାରେ ଦଳ ଚାରି ଜଣ ମହିଳାଙ୍କୁ ପ୍ରାର୍ଥୀ କରିଛି। ଆଜି ଘୋଷିତ ପ୍ରାର୍ଥୀ ତାଲିକାରେ ଯେଉଁ ବିଧାୟକଙ୍କର […]
ଭୁବନେଶ୍ବର: ଝାରସୁଗୁଡା ଜିଲ୍ଲା ଲଖନପୁରର ଶରଧାରେ ମହାନଦୀରେ ଏକ ନୌକା ଦୁର୍ଘଟଣାରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ […]
ଭୁବନେଶ୍ବର: ଅଳ୍ପ କିଛି ଆସନ ଛାଡି ଦେଲେ ବର୍ତ୍ତମାନ ସବୁ ଦଳ ପ୍ରାୟ ପ୍ରାର୍ଥୀ ଦେଇସାରିଲେଣି। ବର୍ତ୍ତମାନ ଘୋଷିତ ହୋଇଥିବା ଆସନ ଅନୁସାରେ କଂଗ୍ରେସ ସର୍ବାଧିକ ଆସନରେ ପ୍ରାର୍ଥି ଦେବ। ହିସାବ ଅନୁସାରେ ବର୍ତ୍ତମାନ ବିଜେଡି ୨୧ ଟି ଆସନରେ, ବିଜେପି […]
ନୂଆଦିଲ୍ଲୀ: ଗଣତନ୍ତ୍ରର ସବୁଠାରୁ ବଡ଼ ପର୍ବରେ ଭୋଟରଙ୍କୁ ସ୍ୱାଗତ କରିବା ପାଇଁ ନିର୍ବାଚନ ଆୟୋଗ ସମସ୍ତ ପ୍ରସ୍ତୁତି କରିଛନ୍ତି। ଆଜି ଠାରୁ ୪ଟି ରାଜ୍ୟରେ ଅଷ୍ଟାଦଶ ଲୋକସଭା ଓ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ସହିତ ଗଣତନ୍ତ୍ରର ଏହି ପର୍ବ […]
ଭୁବନେଶ୍ବର: ଧୀରେ ଧୀରେ ଏକ ରୋଚକ ମୋଡକୁ ଯାଉଛି ସମ୍ବଲପୁର ଲୋକସଭା ନିର୍ବାଚନ। ସାରା ଓଡିଶାର ବର୍ତ୍ତମାନ ସମ୍ବଲପୁର ନିର୍ବାଚନ ଉପରେ ଆଖି। କାରଣ ହେଲା ଏହି ଆସନରେ ଦୁଇ ଦଳର ହେଭିୱେଟଙ୍କ ଲଢେଇ ହେଉଛି। ବିଜେପିରୁ ଧର୍ମେନ୍ଦ୍ର ପ୍ରଧାନ ବନାମ […]
ଭୁବନେଶ୍ବର: ନିର୍ବାଚନ ସମୟରେ ସବୁ ରାଜନୈତିକ ଦଳ ସେମାନଙ୍କର ଇସ୍ତାହାର ପ୍ରକାଶ କରିଥାନ୍ତି। ସେଥିରେ ଭୋଟରଙ୍କୁ ଦଳ ତରଫରୁ ବହୁ ପ୍ରତିଶୃତି ଦିଆଯାଇଥାଏ। ସେହି ଅନୁସାରେ ଭୋଟର ସେମାନଙ୍କ ଦଳକୁ ମନୋନିତ କରିଥାନ୍ତି। ସେହିପରି ବିଜେଡି ତାହାର ଇସ୍ତାହାର ଏକ ଭିନ୍ନ […]
ଭୁବନେଶ୍ୱର: ଓଡ଼ିଶାରେ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ ପାଇଁ ଆଜି ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ ବିଭିନ୍ନ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ବୈଠକ କରିଥିଲେ । ରାଜ୍ୟରେ ନିର୍ବାଚନକୁ […]
ଭୁବନେଶ୍ବର: ଏଥର ନିର୍ବାଚନରେ ସବୁ ଦଳ ନୂଆ ପ୍ରାର୍ଥୀଙ୍କୁ ଗୁରୁତ୍ବ ଦେଇଛନ୍ତି। ମୁଖ୍ୟ ଦଳ ବିଜେଡି ଏବଂ ବିଜେପି ମଧ୍ୟ ନୂଆ ପ୍ରାର୍ଥୀଙ୍କୁ ଏଥର ରଣାଙ୍ଗନରେ ଛିଡା କରାଇଛି। ସେହି ଅନୁସାରେ ପ୍ରାର୍ଥୀ ଖୋଜୁଥିବା କଂଗ୍ରେସ ମଧ୍ୟ ଏଥରେ ବିଭିନ୍ନ ସ୍ଥାନରେ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଘୋଷଣା କରିଥିବା ୯ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୬ ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ସେହିପରି ୩ ଜଣ ବିଧାୟକଙ୍କ ଟିକେଟ କଟିଯାଇଛି। ଏହି ପ୍ରାର୍ଥୀ ତାଲିକାରେ ଯେଉଁମାନେ ମହିଳା […]
ଭୁବନେଶ୍ବର: ଏଥର ଦୁଇଟି ଆସନରୁ ପ୍ରାର୍ଥୀ ହେବେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ। ସମସ୍ତଙ୍କୁ ଚମକୃତ କରି ନିଜେ ଦୁଇଟି ଆସନରୁ ଲଢେଇ କରିବେ ବୋଲି ଘୋଷଣା କରିଛନ୍ତି। ପ୍ରଥମେ ସେ ତାଙ୍କର ଚିରାଚରିତ ଆସନ ହିଞ୍ଜିଳିରୁ ପ୍ରାର୍ଥୀ […]
ବାଲେଶ୍ବର: ମହିଳାମାନଙ୍କୁ ପ୍ରକୃତରେ ବିଜେପି ସମ୍ମାନ ଦିଏ ନାହିଁ। ମହିଳା ସଂରକ୍ଷଣ ବିଲ ପାଶ କରିବା ଏକ ଲୋକ ଦେଖିଣିଆ କଥା। ବର୍ତ୍ତମାନ ଓଡିଶାରେ ବିଜେପି ଲୋକସଭା ପାଇଁ ଯେଉଁ ପ୍ରାର୍ଥୀ ଦେଇଛି ସେଥିରେ କେତେ ମହିଳା ଅଛନ୍ତି ? ଏହିପରି […]
ଭୁବନେଶ୍ବର: ପୁରୀ ପରି ମର୍ଯ୍ୟଦା ସଂପର୍ଣ୍ଣ ଲୋକସଭା ଆସନରେ କଂଗ୍ରେସ ପ୍ରାର୍ଥୀ ଯାହାକୁ କରିଛି ସେ ହେଉଛନ୍ତି ସୁଚରିତା ମହାନ୍ତି। 2014 ମସିହାରେ ମଧ୍ୟ ସେହି ପୁରୀ ଲୋକସଭା ଆସନରୁ ପ୍ରାର୍ଥୀ ହୋଇଥିଲେ। ହେଲେ ସେ ପ୍ରାୟ ଅଢେଇ ଲକ୍ଷରୁ ଉର୍ଦ୍ଧ […]
ଭୁବନେଶ୍ବର: ବର୍ତ୍ତମାନ ସମ୍ବଲପୁରରେ ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗଣିତ ବିଗିଡି ଗଲା। କାରଣ ହେଲା ଆଜି ନବୀନ ନିବାସରେ ସମ୍ବଲପୁର ସାଂସଦ ତଥା ଦେବଗଡ ରାଜା ନୀତେଶ ଗଙ୍ଗଦେବଙ୍କ ପତ୍ନୀ ଶ୍ରୀମତୀ ଅରୁନ୍ଧତୀ ଦେବୀ ବିଜେଡିରେ ସାମିଲ ହୋଇଛନ୍ତି। ତାଙ୍କ […]
ଭୁବନେଶ୍ବର: ବର୍ତ୍ତମାନ ରାଜନୀତି ଖବରକୁ ପଛରେ ପକାଇ ଓଡିଶାର ଅନିମେଶ ପ୍ରଧାନ ବେଶ ଚର୍ଚ୍ଚାରେ ଅଛନ୍ତି। କାରଣ ହେଲା ଆଜି ପ୍ରକାଶ ପାଇଥିବା UPSC ର ସିଭିଲି ସର୍ଭିସ ପରୀକ୍ଷାରେ ସର୍ବ ଭାରତୀୟ ସ୍ତରରେ ସେ ଦ୍ବିତୀୟ ହୋଇଛନ୍ତି। ଏହି ପରୀକ୍ଷାରେ […]
ଭୁବନେଶ୍ୱର: ବିଏସକେୱାଇ ସ୍ୱାସ୍ଥ୍ୟ କାର୍ଡ ଓଡ଼ିଶାବାସୀଙ୍କୁ ସଶକ୍ତ କରିଛି ଏବଂ ଆତ୍ମବିଶ୍ୱାସ ଓ ଗ୍ୟାରେଣ୍ଟି ଦେଇଛି ଯେ ସେମାନେ ରୋଗରେ ପୀଡିତ ହେଲେ ସେମାନଙ୍କ ପାଖରେ ଏହି ସ୍ୱାସ୍ଥ୍ୟ ନିଶ୍ଚିତତା କିମ୍ବା ଗ୍ୟାରେଣ୍ଟି ଅଛି। ସେମାନେ ସରକାରୀ ଡାକ୍ତରଖାନାରେ ମାଗଣାରେ ଚିକିତ୍ସା […]
Ram Navmi: ଆସନ୍ତାକାଲି ପବିତ୍ର ରାମ ନବମୀ। ହିନ୍ଦୁ ଧର୍ମରେ ଏହି ଦିନଟି ହେଉଛି ଏକ ପବିତ୍ର ଦିନ। ଏହି ଦିନ ପ୍ରଭୃ ଶ୍ରୀରାମ ଜନ୍ମ ଗ୍ରହଣ କରିଥିଲେ। ସେଥିପାଇଁ ସାରା ଭାରତରେ ଏହି ଦିନକୁ ରାମ ନବମୀ ଭାବେ ପାଳନ କରାଯାଉଛି। […]
ନୂଆଦିଲ୍ଲୀ: ଘୋଷଣା ହେଲା ୟୁନିୟନ ପବ୍ଲିକ ସର୍ଭିସ ଦ୍ବାରା ପରିଚାଳିଚ ସିଭିଲ ସର୍ଭିସ ପରୀକ୍ଷା ୨୦୨୩ର ଫଳ। ଏଥିରେ ନିଯୁକ୍ତି ପାଇଁ ମୋଟ ୧,୦୧୬ ଜଣ ପ୍ରାର୍ଥୀଙ୍କୁ ମନୋନୟନ କରାଯାଇଛି। ଚଳିତ ବର୍ଷ ଆଦିତ୍ୟ ଶ୍ରୀବାସ୍ତବ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି, […]