Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଅରୁଣ ସାହୁଙ୍କ ପାଇଁ ବଢିଲା ବିପଦ, ମନ୍ତ୍ରୀ ପଦରୁ ବିଦା କରିପାରନ୍ତି ନବୀନ
ବିଶେଷ ଖବର

ଅରୁଣ ସାହୁଙ୍କ ପାଇଁ ବଢିଲା ବିପଦ, ମନ୍ତ୍ରୀ ପଦରୁ ବିଦା କରିପାରନ୍ତି ନବୀନ

December 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅରୁଣ ସାହୁଙ୍କ ପାଇଁ ବଢିଲା ବିପଦ, ମନ୍ତ୍ରୀ ପଦରୁ ବିଦା କରିପାରନ୍ତି ନବୀନ

ଭୁବନେଶ୍ବର, ମନ୍ତ୍ରୀ ଅରୁଣ ସାହୁଙ୍କ ପାଇଁ ବିପଦ ଘନେଇବାରେ ଲାଗିଛି। ବର୍ତ୍ତମାନ ପରୀ ମୃତ୍ୟୁକୁ ନେଇ ବିରୋଧୀ ବିରୋଧ ଥମିବାର ନାଁ ଧରୁ ନାହିଁ। ଉଭୟ ବିଜେପି କଂଗ୍ରେସ ଏହି ଘଟଣାକୁ ନେଇ ତୁମ୍ବି ତୋଫାନ କରିବାରେ ଲାଗିଲେଣି। ଫଳରେ ନବୀନ ଏହାକୁ କୁଆଡେ ଗୁରୁତର ସହ ବିଚାର କଲେଣି ବୋଲି ଶୁଣିବାକୁ ମିଳୁଛି। ଫଳରେ କେଉଁ ମୂର୍ହୁର୍ତ୍ତରେ ନବୀନ ତାଙ୍କୁ ଇସ୍ତଫା ଦେବା ପାଇଁ କହିପାରନ୍ତି ବୋଲି ଚର୍ଚ୍ଚା ଆରମ୍ଭ ହେଲାଣି।

ବିଭିନ୍ନ ସମୟରେ ନବୀନ ଯେଉଁମାନଙ୍କ ବିରୋଧରେ ଅଭିଯୋଗ ଆସିଛି ସେମାନଙ୍କୁ ମନ୍ତ୍ରୀ ପଦରୁ ବିଦା କରିଛନ୍ତି। ସେହି ନ୍ୟାୟରେ ଏଥର ଅରୁଣଙ୍କ ଉପରେ ନବୀନ କଠୋର ହେବେ ବୋଲି ଅନୁମାନ କରାଯାଇଛି। ରାଜ୍ୟ ମନ୍ତ୍ରୀ ମଣ୍ଡଳରେ ଅରୁଣ ସାହୁ ହେଉଛନ୍ତି ଅନ୍ୟତମ ମନ୍ତ୍ରୀ ଯେ କି ପୁଣି ଥରେ ମନ୍ତ୍ରୀ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ତାଙ୍କ ସହିତ ପୂର୍ବ ସରକାରରେ ଯେଉଁମାନେ ମନ୍ତ୍ରୀ ଥିଲେ ସେମାନଙ୍କୁ ନବୀନ ବିଶ୍ବାସକୁ ନେଇ ନାହାଁନ୍ତି।

କୃଷିମନ୍ତ୍ରୀ ଅରୁଣ ସାହୁ ମନ୍ତ୍ରୀ ଅରୁଣ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଏଲଏସ୍ ପକ୍ଷରୁ ପୁରୀ ବେଳାଭୂମିରେ ସଫେଇ କାର୍ଯ୍ୟକ୍ରମ

September 15, 2026

ଶାରଦୀୟ ଦୁର୍ଗାପୂଜା ପାଇଁ କଟକ ଚଳଚଞ୍ଚଳ: ଆରମ୍ଭ ହେଲା ଚାନ୍ଦି ମେଢ ସଫେଇ

September 15, 2026

ରେଭେନ୍ସା ଦ୍ୱିତୀୟ କ୍ୟାମ୍ପସରେ ଭିତ୍ତିଭୂମି ଅଭାବ: ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ଧାରଣା

September 15, 2026

ବାଇକ୍-ଟ୍ରଲି ଅଟୋ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

September 15, 2026
Latest News

ମଧ୍ୟାବଧି ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ‘ସୁପ୍ରିମ୍’ ଝଟକା: ଅଟକିଲା ଡାକ ଭୋଟ ନିୟମ ପରିବର୍ତ୍ତନ ଯୋଜନା

September 15, 2026

ନୌବାଣିଜ୍ୟର ସ୍ମାରକୀ ‘ସାତଭାୟା’ ଓ ‘ତଅପୋଇ’ କାହାଣୀ

September 15, 2026

ଆଇଏଲଏସ୍ ପକ୍ଷରୁ ପୁରୀ ବେଳାଭୂମିରେ ସଫେଇ କାର୍ଯ୍ୟକ୍ରମ

September 15, 2026

ଶାରଦୀୟ ଦୁର୍ଗାପୂଜା ପାଇଁ କଟକ ଚଳଚଞ୍ଚଳ: ଆରମ୍ଭ ହେଲା ଚାନ୍ଦି ମେଢ ସଫେଇ

September 15, 2026

ରେଭେନ୍ସା ଦ୍ୱିତୀୟ କ୍ୟାମ୍ପସରେ ଭିତ୍ତିଭୂମି ଅଭାବ: ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ଧାରଣା

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.