Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଧର୍ମ»ଘରକୁ ଆଣନ୍ତୁ ସୂର୍ଯ୍ୟଦେବଙ୍କ ପ୍ରତିମା, ସମସ୍ୟାରୁ ମୁକ୍ତି ପାଆନ୍ତୁ
ଧର୍ମ

ଘରକୁ ଆଣନ୍ତୁ ସୂର୍ଯ୍ୟଦେବଙ୍କ ପ୍ରତିମା, ସମସ୍ୟାରୁ ମୁକ୍ତି ପାଆନ୍ତୁ

December 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ସୂର୍ଯ୍ୟଦେବ ଅଗ୍ନି ଦେବଙ୍କ ସ୍ବରୂପ ଏବଂ ପ୍ରତ୍ୟକ୍ଷ ଦେବତା ରୂପେ ମନାଯାଇଥାଏ। ବାସ୍ତୁ ଶାସ୍ତ୍ରରେ ସୂର୍ଯ୍ୟଙ୍କର ବିଶେଷ ମହତ୍ତବ ରହିଛି। ଶକ୍ତିର ଅସୀମ ଭଣ୍ଡାର ସୂର୍ଯ୍ୟଦେବଙ୍କୁ ନେଇ ବାସ୍ତୁ ଶାସ୍ତ୍ରରେ ବହୁ ରୋଚକ ଉପାୟ ରହିଛି, ଯାହାର ଉପଯୋଗରେ ଆମ ଜୀବନରେ ବେଶ୍‌ ଉନ୍ନତି ହୋଇଥାଏ।

ସୂର୍ଯ୍ୟୋଦୟର ପୂର୍ବରୁ ବ୍ରହ୍ମମୁହୂର୍ତ୍ତ ସମୟଟି ଅଧ୍ୟୟନ ପାଇଁ ସର୍ବଶ୍ରେଷ୍ଠ। ବିଦ୍ୟାର୍ଥୀମାନେ ଏହି ସମୟକୁ ସଦୁପଯୋଗ କରିବା ଉଚିତ୍‌। ସୂର୍ଯ୍ୟୋଦୟ ସମୟରେ ଘରର ସମସ୍ତ ଝରକା କବାଟ ଖୋଲିବା ଉଚିତ୍‌। ଯଦି କୌଣସି ଘରେ ସୂର୍ଯ୍ୟ କିରଣ ଠିକ୍‌ ଭାବରେ ପଡିପାରୁନାହିଁ, ତେବେ ସେହି ଘରେ ସୂର୍ଯ୍ୟ ଦେବଙ୍କ ତମ୍ବାର ପ୍ରତିମା ଲଗାଇବା ଉଚିତ୍‌।

ସେହିପରି ରୋଷେଇ ଘର ଓ ସ୍ନାନ ଘରେ ସୂର୍ଯ୍ୟର ପ୍ରକାଶ ପହଞ୍ଚିବା ଅତ୍ୟନ୍ତ ଆବଶ୍ୟକ।  ସେହିପରି ଯେଉଁ ଘରେ ଧନ ସମ୍ପତ୍ତି ରଖୁଛନ୍ତି ,ସେହି ଘରେ ସୂର୍ଯ୍ୟଦେବଙ୍କ ପ୍ରତିମା ଲଗାଇଲେ ଘରେ କେବେ ଆର୍ଥିକ ସମସ୍ୟା ଉପୁଜିବ ନାହିଁ।

ପରିବାରର ଯଦି କୌଣସି ଲୋକେ ଦୀର୍ଘ ଦିନ ଧରି ଅସୁସ୍ଥ ରହୁଛନ୍ତି ତେବେ ସେହି ଘରେ ସୂର୍ଯ୍ୟଦେବଙ୍କ ପ୍ରତିମା ଲଗାଇବା ଉଚିତ୍‌। ଏହାଦ୍ବାରା ସେ ଶୀଘ୍ର ସୁସ୍ଥ ହେବେ। ସେହିପରି ରୋଷେଇ ଘରେ ସୂର୍ଯ୍ୟଦେବଙ୍କ ପ୍ରତିମା ଲଗାଇଲେ ଅନ୍ନର ଅଭାବ କଦାପି ହୋଇନଥାଏ। ସେହିପରି କାର୍ଯ୍ୟାଳୟ ବା ଦୋକାନରେ ସୂର୍ଯ୍ୟ ଦେବଙ୍କର ପ୍ରତିମା ଲଗାଇବା ଦ୍ବାରା ଉନ୍ନତି ମିଳିଥାଏ। ଘରର ମନ୍ଦିରରେ ସୂର୍ଯ୍ୟଦେବଙ୍କର ପ୍ରତିମା ଲଗାଇବା ଦ୍ବାରା ଘରେ ସୂର୍ଯ୍ୟଦେବଙ୍କ କୃପା ରହିଥାଏ।

ବାସ୍ତୁ
Share. Facebook Twitter LinkedIn Email WhatsApp Copy Link

Related Posts

“ହର୍ମୁଜ୍ ବନ୍ଦ ଅଛି, ତୁରନ୍ତ ଫେରିଯାଅ,”: ଭାରତୀୟ ଜାହାଜକୁ ମଝି ରାସ୍ତାରୁ ଫେରାଇ ଦେଲେ ଇରାନୀ ସେନା

April 19, 2026

ବଜେଟ ଅଧିବେଶନରେ ସଂସଦର ଉଭୟ ଗୃହରେ ୯ଟି ବିଲ୍ ପାସ୍

April 19, 2026

ଆଜି ରବିବାର ଏପ୍ରିଲ ୧୯ ତାରିଖରେ ତିନୋଟି ରାଶି ଉପରେ ରହିଛି ଖରାପ ଖବର

April 19, 2026

“ମହିଳା ସଶକ୍ତିକରଣର ସ୍ୱପ୍ନ ଚୁରମାର ହୋଇଯାଇଛି:” ପ୍ରଧାନମନ୍ତ୍ରୀ ମୋଦିଙ୍କ ରାଷ୍ଟ୍ର ଉଦ୍ଦେଶ୍ୟରେ ଅଭିଭାଷଣ

April 18, 2026
Latest News

କଟକରେ ସକାଳୁଆ ସ୍କୁଲ

April 19, 2026

ସାଇବର ଠକେଇ ବନ୍ଦ କରିବ : ‘ଅଭୟ’

April 19, 2026

ଗାଡ଼ି ସାଇଡ୍ ମାରିବାକୁ ନେଇ ତୁମୁଳକାଣ୍ଡ

April 19, 2026

ଯୁବକର ଉନ୍ମତ୍ତକାଣ୍ଡ: ଶାବଳ ମାଡ଼ରେ ଜଣେ ମୃତ

April 19, 2026

ଜଳଭଣ୍ଡାରରେ ବୁଡ଼ି ୨ ନାବାଳାକଙ୍କର ମୃତ୍ୟୁ

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.