Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମାଟ୍ରିକ ପରୀକ୍ଷା ଫି ଛାଡ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଲେ ନିର୍ଦ୍ଦେଶ
ଜାତୀୟ ଖବର

ମାଟ୍ରିକ ପରୀକ୍ଷା ଫି ଛାଡ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଲେ ନିର୍ଦ୍ଦେଶ

January 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଛାତ୍ର ସମାଜର ବୃହତର ସ୍ବାଥ କୁ ଦୃଷ୍ଟିରେ ରଖି ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫିସ୍‌ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ଏହାଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ । ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କା ବ୍ୟୟଭାର ବହନ କରିବେ। ପ୍ରତି ପିଲାଙ୍କୁ ମାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ ଟଙ୍କା ଲେଖାଏଁ ଫିସ୍‌ ଦେବାକୁ ପଡିଥାଏ ।

କରୋନା ମହାମାରୀ ପରିପ୍ରେକ୍ଷୀରେ ୨୦୨୦-୨୧ ଶିକ୍ଷା ବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି । ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି ଖୋଲାଯାଇଛି ।

ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା ପାଠ୍ୟକ୍ରମରେ ବିଭିନ୍ନ ବିଷୟରେ ଥିବା ସନ୍ଦେହ ଦୂର କରିବା ପାଇଁ କ୍ଲାସ କରାଯାଉଛି। କରୋନା ଯୋଗୁ ବହୁ ଲୋକଙ୍କର ଜୀବନଜୀବିକା ମଧ୍ୟ ପ୍ରଭାବିତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କର ଏହି ନିଷ୍ପତ୍ତି ଫଳରେ ଅର୍ଥାଭାବରୁ କୌଣସି ପିଲା ପରୀକ୍ଷା ଦେବାରୁ ବଞ୍ଚିତ ହେବେ ନାହିଁ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଅଗଷ୍ଟ ୨୮ ତାରିଖ ଗୁରୁବାରରେ ଏହି ରାଶି ଉପରେ ମା’ଲକ୍ଷ୍ମୀଙ୍କ ରହିଛି ଆଶୀର୍ବାଦ

August 28, 2025

ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୩୦ ଆୟୋଜନ ନିଲାମରେ ଭାଗ ନେବ ଭାରତ, କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି

August 27, 2025

ପିଏମ ସ୍ୱନିଧି ଯୋଜନାର ପୁନର୍ଗଠନ ଏବଂ ଋଣ ଅବଧି ସମୟ ବଢ଼ାଇବାକୁ କ୍ୟାବିନେଟ ମଞ୍ଜୁରି

August 27, 2025

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ନୂଆ ରେକର୍ଡ, ୧୪୮ ଦିନରେ ୧୦୦ ନିୟୁତ ଟନ୍ ଅପସାରଣ

August 27, 2025
Latest News

ରାଶିଫଳ: ଅଗଷ୍ଟ ୨୮ ତାରିଖ ଗୁରୁବାରରେ ଏହି ରାଶି ଉପରେ ମା’ଲକ୍ଷ୍ମୀଙ୍କ ରହିଛି ଆଶୀର୍ବାଦ

August 28, 2025

ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୩୦ ଆୟୋଜନ ନିଲାମରେ ଭାଗ ନେବ ଭାରତ, କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି

August 27, 2025

ପିଏମ ସ୍ୱନିଧି ଯୋଜନାର ପୁନର୍ଗଠନ ଏବଂ ଋଣ ଅବଧି ସମୟ ବଢ଼ାଇବାକୁ କ୍ୟାବିନେଟ ମଞ୍ଜୁରି

August 27, 2025

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ନୂଆ ରେକର୍ଡ, ୧୪୮ ଦିନରେ ୧୦୦ ନିୟୁତ ଟନ୍ ଅପସାରଣ

August 27, 2025

ଗଣେଶ ପୂଜାରେ ଛାତ୍ରଛାତ୍ରୀମାନଙ୍କ ସହ ପ୍ରସାଦ ସେବନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

August 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.