Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପିପିଲି ପାଇଁ ପ୍ରଦୀପ ମହାରଥୀଙ୍କୁ ମିଳିଲା ଟିକେଟ, 9ଟି ବିଧାନସଭାର ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି
ବିଶେଷ ଖବର

ପିପିଲି ପାଇଁ ପ୍ରଦୀପ ମହାରଥୀଙ୍କୁ ମିଳିଲା ଟିକେଟ, 9ଟି ବିଧାନସଭାର ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

March 31, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
BJD announces candidates list for nine Assembly seats
BJD announces candidates list for nine Assembly seats

ଶେଷରେ ବିଜେଡିର ବରିଷ୍ଠ ନେତା ତଥା ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ଉପରେ ବିଜେଡି ସୁପ୍ରିମୋ ଭରସା କରିଛନ୍ତି। ତାଙ୍କୁ ପିପିଲିର ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି। ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ 9 ଟି ବିଧାନ ସଭାର ପ୍ରାର୍ଥୀ ଘୋଷଣା କରିଛନ୍ତି। ସେମାନେ ହେଲେ

1-ପିପିଲି-ପ୍ରଦୀପ ମହାରଥୀ

2-ଆନନ୍ଦପୁର-ଭାଗୀରଥୀ ସେଠୀ

3-ନୀଳଗିରି-ସନ୍ତୋଷ ଖଟୁଆ

4-ଧାମନଗର-ରାଜେନ୍ଦ୍ର କୁମାର ଦାସ

5-ବାଲିକୁଦା ଏରସମା-ରଘୁନନ୍ଦନ ଦାସ

6-ଜଗତସିଂହପୁର-ପ୍ରଶାନ୍ତ ମୁଦୁଲି

7-ନିମାପଡା-ସମୀର ରଂଜନ ଦାସ

8-କାକଟପୁର-ସୁରେନ୍ଦ୍ର ସେଠୀ

9-ନିଆଳି-ପ୍ରମୋଦ ମଲ୍ଲିକ

( ମୋବାଇଲରେ ଫଟାଫଟ ଖବର ଜାଣିବା ପାଇଁ ପ୍ଲେ ଷ୍ଟୋରରୁ ଡାଉନ ଲୋଡ କରନ୍ତୁ  sankhipta , ଡାଉନଲୋଡ ପରେ ସ୍କ୍ରିନକୁ ଟିପରେ ତଳୁ ଉପରକୁ ଘଷି ପଢନ୍ତୁ ଖବର ପରେ ଖବର )

Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ମହାକାଶ ଦିବସ, ଓଡିଶାରେ ଉପଗ୍ରହ ଉତ୍‌କ୍ଷେପଣ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବ ଅଛି ବୋଲି କହିଲେ ମନ୍ତ୍ରୀ

August 24, 2026

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ସାମିଲ ହେଲେ ୧୦ଜଣ ମନ୍ତ୍ରୀ,୯୫ ପ୍ରତିଶତ ସମାଧାନ

August 24, 2026

ଏମଏମଡିଆର ବିଲକୁ ପ୍ରତ୍ୟାହାର ଦାବିରେ ଇଣ୍ଡିଆମେଣ୍ଟ ତରଫରୁ ମଶାଲ ଯାତ୍ରା

August 24, 2026

‘୧୦ ବର୍ଷ ପଛକୁ ଚାଲିଯିବ ତାମିଲନାଡୁ’: ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଆନ୍ନାମଲାଇଙ୍କ ଚେତାବନୀ

August 24, 2026
Latest News

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026

ଚାଷ କାମ ସାରି ଫେରୁଥିବାବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ୨ ଚାଷୀ ମୃତ

August 24, 2026

ମା’ଙ୍କୁ ମାରି ଘରେ ପୋତିଦେଲା ପୁଅ, ପଚା ଗନ୍ଧରୁ ଖୋଲିଲା ରହସ୍ୟ

August 24, 2026

ଓଡ଼ିଶା ଲୋକାୟୁକ୍ତ ଚୟନ କମିଟିର ସଦସ୍ୟ ହେଲେ ପୂର୍ବତନ CJI ଜଷ୍ଟିସ୍‌ ଗୋପାଳ ବଲ୍ଲଭ ପଟ୍ଟନାୟକ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.