Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଧର୍ମ»ଆଜି ଶିବ ମନ୍ଦିର ଯାଉଛନ୍ତି କି ? ଜାଣନ୍ତୁ କିପରି କରିବେ ପରିକ୍ରମା, ମନ୍ଦିର ପରିକ୍ରମାର ବିଧି ବିଧାନ
ଧର୍ମ

ଆଜି ଶିବ ମନ୍ଦିର ଯାଉଛନ୍ତି କି ? ଜାଣନ୍ତୁ କିପରି କରିବେ ପରିକ୍ରମା, ମନ୍ଦିର ପରିକ୍ରମାର ବିଧି ବିଧାନ

January 14, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଅଯୋଧ୍ୟା, ଆମର ହିନ୍ଦୁ ଧର୍ମରେ ପ୍ରଭୁଙ୍କୁ ପରିକ୍ରମା ରହିବାର ବିଧି ରହିଛି। ବିଶ୍ବାସ ରହିଛି ଯେ ଠାକରୁଙ୍କ ଚାରିପାଖରେ ପରିକ୍ରମା କଲେ ସବୁ ପାପର ବିନାସ ହୋଇଥାଏ। ତେବେ ଏହି ପରିକ୍ରମା ଠାକୁର ଦର୍ଶନର ଏକ ଅପରିହାର୍ଯ୍ୟ ପରମ୍ପରା ଏବଂ ଆଜି ମଧ୍ୟ ପୂଜା ବେଳେ ଏହା ପାଳନ କରାଯାଏ। ଏଥି ସହିତ, ଯଦି ଆମେ ଏହାକୁ ବିଜ୍ଞାନ ଦୃଷ୍ଟିକୋଣରୁ ଦେଖିବା, ତେବେ ଶାରୀରିକ ଶକ୍ତି ବିକାଶରେ ମନ୍ଦିର ଚାରିପଟେ ଚାଲିଚାଲି ବୁଲିବା ବିଶେଷ ମହତ୍ବ ରହିଛି।

କେଉଁ ମନ୍ଦିରରେ କେତେ ଥର ପରିକ୍ରମା କରିବା ଆବଶ୍ୟକ:

ବିଭିନ୍ନ ଦେବାଦେବୀଙ୍କ ମନ୍ଦିର ପରିକ୍ରମା କରିବାର ବିଭିନ୍ନ ନିୟମ ବା ବିଧି ରହିଛି। ଅର୍ଥାତ ପୁରାଣରେ କେଉଁ ମନ୍ଦିର ଚାରିପଟେ କେତେଥର ପରିକ୍ରମା କରିବା ତାହା ଉଲ୍ଲେଖ କରାଯାଇଛି। ସେହି ଅନୁସାରେ ସୂର୍ଯ୍ୟ ଭଗବାନଙ୍କର 7 ଥର , ଶ୍ରୀ ଗଣେଶଙ୍କ 4 ଥର, ଭଗବାନ ବିଷ୍ଣୁଙ୍କ ଏବଂ ତାଙ୍କର ସମସ୍ତ ଅବତାରଙ୍କ 4 ଥର , ଦେବୀ ଦୁର୍ଗାଙ୍କର ଥରେ, ହନୁମାନଜୀଙ୍କ 3 ଥର , ଶିବଙ୍କ ଅର୍ଦ୍ଧ ପରିକ୍ରମା କରିବାର ନିୟମ ରହିଛି।

ଶିବଙ୍କର ଅର୍ଦ୍ଧ ପରିକ୍ରମା କରିବାର କାରଣ ରହିଛି। ତାହା ହେଲା, ମା ପାର୍ବତୀଙ୍କ ସମ୍ମୁଖରେ ଶିବଙ୍କ ପାଦୁକା କୁଣ୍ଡ ରହିଥାଏ। ଏକ ନାଳ ଦ୍ବାରା ଏହି ପାଦୁକା କୁଣ୍ଡ ସଂଯୋଗ କରାଯାଇଥାଏ। ସେଥିପାଇଁ ଏହି ପାଦୁକା ନାଳ ବା କୁଣ୍ଡକୁ ଡେଇଁ ଯିବା ଉଚିତ ନୁହେଁ। ଆପଣ ଶିବ ମନ୍ଦିର ଯିବା ବେଳେ ମୁଖ୍ୟ ଦ୍ବାରା ପାର ନ ହୋଇ ପରିକ୍ରମା କରିବା ଉଚିତ। ଫଳରେ ପ୍ରଥମେ ଶ୍ରୀ ଗଣେଷଙ୍କୁ ଦର୍ଶନ କରିବେ। ଏହାପରେ କାର୍ତ୍ତିକ ଦେବ ଏବଂ ପରେ ମା ପାର୍ବତୀଙ୍କୁ ଦର୍ଶନ କରିବେ। ଦେବୀ ପାର୍ବତୀଙ୍କ ପାଖରେ ପହଁଚିବା ପରେ ସେଠାରେ ଦର୍ଶନ କରି ସେହିଠାରୁ ହିଁ ଫେରି ଆସିବା ଉଚିତ। ମାଙ୍କ ନିକଟରେ ପହଁଚି ଗଲେ ତାହା ଶିବ ମନ୍ଦିରର ପୂର୍ଣ୍ଣ ପରିକ୍ରମା ବୋଲି ଧରାଯାଇଥାଏ।

ମନ୍ଦିର ପରିକ୍ରମା
Share. Facebook Twitter LinkedIn Email WhatsApp Copy Link

Related Posts

ନନ୍ଦନକାନନକୁ ଗୁଜରାଟ ବନ୍ତାରାରୁ ଆସିଲେ ୭ ପ୍ରଜାତିର ନୂଆ ଅତିଥି

September 12, 2026

ବ୍ରିକ୍ସ ପ୍ଲାଟଫର୍ମରୁ ମହିନ୍ଦ୍ରାଙ୍କୁ ପ୍ରଶଂସା କଲେ ପୁଟିନ୍: ଜାଣନ୍ତୁ କାହିଁକି?

September 12, 2026

୭ ବର୍ଷ ପରେ ଭାରତ ଆସୁଛନ୍ତି ସି ଜିନପିଙ୍ଗ: ମୋଦିଙ୍କ ସହ ହେବ ବଡ଼ ବୈଠକ

September 12, 2026

ହରିଶ ରାୱତଙ୍କ ଇସ୍ତଫା ପଛରେ ବଡ଼ ରାଜନୈତିକ ଟ୍ୱିଷ୍ଟ! ୨୦୨୭ ପୂର୍ବରୁ ଉଷ୍ମ ଉତ୍ତରାଖଣ୍ଡ ରାଜନୀତି

September 12, 2026
Latest News

ନନ୍ଦନକାନନକୁ ଗୁଜରାଟ ବନ୍ତାରାରୁ ଆସିଲେ ୭ ପ୍ରଜାତିର ନୂଆ ଅତିଥି

September 12, 2026

ବ୍ରିକ୍ସ ପ୍ଲାଟଫର୍ମରୁ ମହିନ୍ଦ୍ରାଙ୍କୁ ପ୍ରଶଂସା କଲେ ପୁଟିନ୍: ଜାଣନ୍ତୁ କାହିଁକି?

September 12, 2026

କ୍ଷତିକାରକ ନୁହେଁ ଉପବାସ, ଜାଣନ୍ତୁ କ’ଣ ମିଳିଥାଏ ଲାଭ

September 12, 2026

୭ ବର୍ଷ ପରେ ଭାରତ ଆସୁଛନ୍ତି ସି ଜିନପିଙ୍ଗ: ମୋଦିଙ୍କ ସହ ହେବ ବଡ଼ ବୈଠକ

September 12, 2026

ମହମ୍ମଦ ସିରାଜ ଅଧିନାୟକ ନିଯୁକ୍ତ: ଘୋଷଣା କଲା HCA 

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.