Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜେପିର ୩ ଲୋକସଭା ଏବଂ ୧୧ ବିଧାନସଭା ପ୍ରାର୍ଥୀ ଘୋଷଣା
ବିଶେଷ ଖବର

ବିଜେପିର ୩ ଲୋକସଭା ଏବଂ ୧୧ ବିଧାନସଭା ପ୍ରାର୍ଥୀ ଘୋଷଣା

April 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଜେପି ନିଜର ବଳକା ୩ ଲୋକସଭା ଏବଂ ୧୧ଟି ବିଧାନସଭା ନିମନ୍ତେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଲୋକସଭା ପାଇଁ ବିଜେପି ଭଦ୍ରକ, ଯାଜପୁର ଏବଂ ମୟୂରଭଞ୍ଜ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମୟୂରଭଞ୍ଜରୁ ବିଶେଶ୍ଵର ତୁଡୁ ପ୍ରାର୍ଥୀ ରହିଥିବା ବେଳେ ଭଦ୍ରକରୁ ଅଭିମନ୍ୟୁ ଶେଠୀ ଏବଂ ଅମିୟ ମଲ୍ଲିକ ଯାଜପୁରରୁ ପ୍ରାର୍ଥୀ ହୋଇଛନ୍ତି। ଏହା ସହିତ ୧୧ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି।

ବିଧାନସଭା ପ୍ରାର୍ଥୀ-

୧-ମହାକାଳପଡା : ବିଜୟ ପ୍ରଧାନ

୨-ପୁରୀ : ଜୟନ୍ତ ଷଡଙ୍ଗୀ

୩-ଭୁବନେଶ୍ବର ଉତ୍ତର : ଅପରାଜିତା ମହାନ୍ତି

୪-ଆଠମଲ୍ଲିକ : ଭାଗୀରଥି ପ୍ରଧାନ

୫-ଆନନ୍ଦପୁର :: ଆଲୋକ ସେଠୀ

୬-ପାଟକୁରା : ବିଜୟ ମହାପାତ୍ର

୭-ନିଳଗିରି : ସୁକାନ୍ତ ନାୟକ

୮-ଆଠଗଡ : :ବ୍ରଜେନ୍ଦ୍ର ରାୟ

୯-ରାଇରଙ୍ଗପୁର :ନବଚରଣ ମାଝି

୧୦-ମୋରଡା : କୃଷ୍ଣଚନ୍ଦ୍ର ମହାପାତ୍ର

୧୧-ବାଙ୍କି : ଶୁଭ୍ରାଂଶୁ ଶେଖର ପାଢୀ

 

 

Share. Facebook Twitter LinkedIn Email WhatsApp Copy Link

Related Posts

ମୋଦୀଙ୍କ ପ୍ରଶଂସା, ମମତାଙ୍କ ପ୍ରତି ନିଷ୍ଠା: ଶତ୍ରୁଘ୍ନ ସିହ୍ନାଙ୍କ ରାଜନୈତିକ ସନ୍ଦେଶ କ’ଣ?

June 11, 2026

ଶ୍ରୀନଗରର ଲାଲ ଚୌକରେ ପାକିସ୍ତାନ ବିରୋଧରେ ପ୍ରତିବାଦ: ପିଓକେ ପୁନଃ ଦଖଲ ପାଇଁ ଦାବି

June 11, 2026

ବର୍ଷା ବିଗାଡ଼ିଲା ଟିମ୍ ଇଣ୍ଡିଆର ଖେଳ: ୪ ରନରେ ଜିତିଲା ଆଫଗାନିସ୍ତାନ

June 11, 2026

ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବୀ କରି ଗର୍ଜ୍ଜନ କଲେ କଂଗ୍ରେସ ନେତା କହ୍ନେୟା କୁମାର, କହିଲେ…

June 11, 2026
Latest News

ଆଜି ଜୁନ ୧୨ ତାରିଖ ଶୁକ୍ରବାରରେ ଆଠଟି ରାଶି ପ୍ରତି ଶ୍ରୀଗଣେଷ କରୁଛନ୍ତି ଆର୍ଶିବାଦ

June 12, 2026

ଇରାନ ଉପରେ ଯୋଜନାବଦ୍ଧ ଆକ୍ରମଣ ବାତିଲ କଲେ ଟ୍ରମ୍ପ

June 12, 2026

ଦେବାଶିଷ ସାମନ୍ତରାୟ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ

June 12, 2026

ପରୀକ୍ଷା କେନ୍ଦ୍ରକୁ ଯିବା ହେବ ସହଜ, NEET ପ୍ରାର୍ଥୀଙ୍କୁ ମାଗଣା ବସ୍ ସୁବିଧା

June 11, 2026

ମୋଦୀଙ୍କ ପ୍ରଶଂସା, ମମତାଙ୍କ ପ୍ରତି ନିଷ୍ଠା: ଶତ୍ରୁଘ୍ନ ସିହ୍ନାଙ୍କ ରାଜନୈତିକ ସନ୍ଦେଶ କ’ଣ?

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.