Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଭୁବନେଶ୍ବର କ୍ୟାପିଟାଲ ହସପିଟାଲରେ ଆରମ୍ଭ ହେଲା କରୋନା ଟୀକାକରଣ, ଟୀକା ନେବା ପରେ କଣ କହିଲେ ଶୁଣନ୍ତୁ
ଜାତୀୟ ଖବର

ଭୁବନେଶ୍ବର କ୍ୟାପିଟାଲ ହସପିଟାଲରେ ଆରମ୍ଭ ହେଲା କରୋନା ଟୀକାକରଣ, ଟୀକା ନେବା ପରେ କଣ କହିଲେ ଶୁଣନ୍ତୁ

January 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବର କ୍ୟାପିଟାଲ ହସପିଟାଲରେ ଆରମ୍ଭ ହେଲା କରୋନା ଟୀକାକରଣ, ଟୀକା ନେବା ପରେ କଣ କହିଲେ ଶୁଣନ୍ତୁ

ଭୁବନେଶ୍ବର, ଓଡିଶାରେ କରୋନା ଟୀକାକରଣ ଆରମ୍ଭ ହୋଇଛି। ସ୍ବାସ୍ଥ୍ୟ ସଚିବଙ୍କ ଉପସ୍ଥିତିରେ କ୍ୟାପିଟାଲ ହସପିଟାଲରେ ଏହାର ଶୁଭାରମ୍ଭ କରାଯାଇଛି। ପ୍ରଥମ ଟୀକା ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ପ୍ରଦାନ କରାଯାଇଥିଲା। ଏହାପରେ କ୍ୟାପିଟାଲ ହସପିଟାଲର ନିର୍ଦ୍ଦେଶକ ଡ.ଲକ୍ଷ୍ମୀଧର ସାହୁ ଟୀକା ନେଇଥିଲେ। ଟୀକା ପରେ ଉଭୟଙ୍କୁ କିଛି ସମୟ ପାଇଁ ଅବଜରଭେସନରେ ରଖାଯାଇଥିଲା।

ଏହାପରେ ନିର୍ଦ୍ଦେଶକ ବାହାରକୁ ଆସି ନିଜର ଅନୁଭବ ବ୍ୟକ୍ତ କରିଥିଲେ। ସେ କହିଥିଲେ ଯେ, ସାଧାରଣ ଇଂଜେକସନ ନେଲେ ଯେପରି ଅନୁଭବ ହୁଏ ସେହିପରି ଲାଗିଲା। ଏଥିରେ କୌଣସି ନୂତନତ୍ବ ନାହିଁ। ଏହାପରେ କିଛି କଣ ହେବ ବୋଲି ଅବଜରଭେସନରେ ରଖାଯାଇଥିଲା। ହେଲେ ସେମିତି କିଛି ସାଇଡ ଇଫେକ୍ଟ ହେଲା ନାହିଁ। ବର୍ତ୍ତମାନ ସାଧାରଣ  ପରି ଲାଗୁଛି।

ସେ କହିଥିଲେ ଯେ, ଆମେ ଯେହେତୁ ଡାକ୍ତରୀ ସେବାରେ ଅଛୁ, ଆମେ ଜାଣିଛୁ ଯେ, ଏହି ଟୀକା କିପରି ପ୍ରସ୍ତୁତ ହୋଇଛି। ସେ ସଂପର୍କରେ ଆମେ ଅବଗତ ଅଛୁ। ତେଣୁ ଆମେ ନିଶ୍ଚିତ ହେଲୁ ଯେ, ଏହି ଟୀକା ନେବାରେ କିଛି ଅସୁବିଧା ନାହିଁ। ଏଥିସହିତ ସମସ୍ତଙ୍କୁ ଆମେ ଆହ୍ବାନ କରୁଛୁ ଯେ, ସମସ୍ତେ ଟୀକା ନିଅନ୍ତୁ। କରୋନା ମହାମାରୀକୁ ବିଶ୍ବରୁ ହଟାଇ ଦିଅନ୍ତୁ।

Corona Vaccine vaccine କରୋନା ଟୀକା ଟୀକାକରଣ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ୧୭ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

March 17, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Latest News

ଆଜି ୧୭ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

March 17, 2026

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.