Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଧର୍ମ»ହିନ୍ଦୁ ଧର୍ମରେ ଅନେକ ନିଷ୍ଠାର ସହ ବ୍ରତ କରି ଉପବାସ ରହିଥାନ୍ତି, ହେଲେ ଏହାର କିଛି ବୈଜ୍ଞାନିକ କାରଣ ଅଛି କି ?
ଧର୍ମ

ହିନ୍ଦୁ ଧର୍ମରେ ଅନେକ ନିଷ୍ଠାର ସହ ବ୍ରତ କରି ଉପବାସ ରହିଥାନ୍ତି, ହେଲେ ଏହାର କିଛି ବୈଜ୍ଞାନିକ କାରଣ ଅଛି କି ?

January 17, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ହିନ୍ଦୁ ଧର୍ମରେ ଅନେକ ନିଷ୍ଠାର ସହ ବ୍ରତ କରି ଉପବାସ ରହିଥାନ୍ତି, ହେଲେ ଏହାର କିଛି ବୈଜ୍ଞାନିକ କାରଣ ଅଛି କି ?

ବନାରସ, ହିନ୍ଦୁ ଧର୍ମରେ ଉପବାସ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଲୋକମାନେ, ବିଶେଷକରି ମହିଳାମାନେ, ନିଜ ବିଶ୍ୱାସ ଅନୁଯାୟୀ ବିଭିନ୍ନ ଦେବାଦେବୀଙ୍କୁ ସେମାନେ ଉପାସନା କରନ୍ତି। ତା’ପରେ ସପ୍ତାହର ଗୋଟିଏ ଦିନ, କିମ୍ବା ବିଶେଷ ଉତ୍ସବ କିମ୍ବା ପର୍ବରେ, ସେମାନଙ୍କ ଦେବତାମାନଙ୍କ ପାଇଁ ଏକ ଶପଥ ରଖନ୍ତି। ଯେଉଁଥିରେ ସେମାନେ ଦିନ ସାରା କଠିନ ଖାଦ୍ୟ ନ ଖାଇ କେବଳ ଫଳ ଖାଇଥାନ୍ତି । ଧର୍ମ ଏବଂ ଶାସ୍ତ୍ର ବିଶ୍ୱାସ ଅନୁଯାୟୀ, ଉପବାସ ପାଳନ କଲେ ଭଗବାନ ପ୍ରସନ୍ନ ହୁଅନ୍ତି ଏବଂ ସବୁ ସମସ୍ୟା ଦୂର କରି ଇଚ୍ଛା ପୂରଣ କରନ୍ତି।

ହେଲେ ଧର୍ମ ଏବଂ ବିଶ୍ୱାସ ସହିତ ସପ୍ତାହରେ ଗୋଟିଏ ଦିନ ଉପବାସ ରହିବା ମଧ୍ୟ ବୈଜ୍ଞାନିକ ଦୃଷ୍ଟିକୋଣରୁ ଲାଭଦାୟକ ଅଟେ। ଆୟୁର୍ବେଦ ଶାସ୍ତ୍ର ଅନୁଯାୟୀ, ଦିନସାରା ଉପବାସ ରହିବା  ସ୍ବାସ୍ଥ୍ୟ ପାଇଁ ହିତକର। କେବଳ ଫଳ ଖାଇବା ଦ୍ବାରା ହଜମ କରିବାରେ ସାହାଯ୍ୟ କରିଥାଏ। ଫଳରେ ହଜମ ପ୍ରକ୍ରିୟା ସୁସ୍ଥ ରହିଥାଏ ଏବଂ କ୍ଷତିକାରକ ଏବଂ ଅବାଞ୍ଛିତ ପଦାର୍ଥ ଶରୀରରୁ ବାହାର କରିଦେଇଥାଏ। ଯାହା ଶରୀର ଏବଂ ସ୍ୱାସ୍ଥ୍ୟକୁ ସୁସ୍ଥ ରଖେ। ଏକ ଅନୁସନ୍ଧାନ ଅନୁଯାୟୀ, ସପ୍ତାହରେ ଗୋଟିଏ ଦିନ ଉପବାସ କରିବା ଦ୍ୱାରା କ୍ୟାନସର, ମଧୁମେହ ଏବଂ ହୃଦରୋଗ ହେବାର ଆଶଙ୍କା ମଧ୍ୟ ହ୍ରାସ ପାଇଥାଏ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଏବଂ ଚୀନ ପ୍ରତିଦ୍ୱନ୍ଦ୍ୱୀ ନୁହଁନ୍ତି: ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି

June 23, 2026

ଆଦିତ୍ୟ ବିର୍ଲା ଗ୍ରୁପ୍‌ ର ନୂଆ ପଦକ୍ଷେପ, ଶୁଭାରମ୍ଭ କଲା ଆଇଏନ୍‌ଟି ଆଦିତ୍ୟ ବିର୍ଲା ପରଫର୍‌ମିଂ ଆର୍ଟସ୍‌ ଏକାଡେମୀ 

June 23, 2026

ମୋଦି ମନ୍ତ୍ରୀମଣ୍ଡଳରେ ପୁନର୍ଗଠନ ହେବ କି?: ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଏନ୍

June 23, 2026

SHVR ୨୦୨୫-୨୬ ରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ମାନ୍ୟତା

June 23, 2026
Latest News

ରାସ୍ତା ଦୁର୍ଘଟଣାର ଶିକାର ହୋଇ ଗୁରୁତର ବାଛୁରୀର ଜୀବନ ରକ୍ଷା କଲା ସୋଆ ପଶୁ ଚିକିତ୍ସାଳୟ

June 23, 2026

ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା: ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶି ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

June 23, 2026

ଭାରତ ଏବଂ ଚୀନ ପ୍ରତିଦ୍ୱନ୍ଦ୍ୱୀ ନୁହଁନ୍ତି: ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି

June 23, 2026

ହର୍ମୁଜ୍ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ବଡ଼ ପଦକ୍ଷେପ: ଭାରତକୁ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ

June 23, 2026

ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ଟି-୨୦ ସିରିଜରୁ ବାଦ ପଡ଼ିଲେ ନୀତିଶ ରେଡ୍ଡି: ଜାଣନ୍ତୁ କାହାକୁ ମିଳିଲା ସୁଯୋଗ?

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.