Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜେଡି ର ନୂଆ ପ୍ରାର୍ଥୀ ତାଲିକା: ବାଦ ପଡିଲେ ଶଶୀଭୂଷଣ ଓ ଦେବାଶିଷ
ବିଶେଷ ଖବର

ବିଜେଡି ର ନୂଆ ପ୍ରାର୍ଥୀ ତାଲିକା: ବାଦ ପଡିଲେ ଶଶୀଭୂଷଣ ଓ ଦେବାଶିଷ

April 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଜେଡି ର ନୂଆ ପ୍ରାର୍ଥୀ ତାଲିକାରେ ଦଳର ଦୁଇଜଣ ବଡ ନେତା ଙ୍କୁ ଟିକଟରୁ ବଞ୍ଚିତ କରାଯାଇଛି। ନବୀନ ସରକାର ରେ ଅର୍ଥ ମନ୍ତ୍ରୀ ଥିବା ଶଶୀଭୂଷଣ ବେହେରାଙ୍କୁ ଜୟଦେବ ଆସନରୁ ଟିକଟ ଦିଆ ଯାଇ ନାହିଁ। ତାଙ୍କ ସ୍ଥାନରେ ପୂର୍ବତନ ମନ୍ତ୍ରୀ ଅରବିନ୍ଦ ଢାଲିଙ୍କୁ ଟିକଟ ଦିଆଯାଇଛି। ସେହିପରି ବରୀ ଆସନରୁ ଦେବାଶିଷ ନାୟକଙ୍କ ବଦଳରେ ସୁନନ୍ଦା ଦାସ ଙ୍କୁ ସୁଯୋଗ ଦିଆଯାଇଛି। କଟକ ଲୋକସଭା ଆସନ ଲାଗି ଦଳ ପୁରୁଖା ନେତା ଭର୍ତ୍ତୃହରି ମହତାବଙ୍କ ଉପରେ ପୁଣିଥରେ ଆସ୍ଥା ପ୍ରକଟ କରିଛି।

ଲୋକସଭା

୧-କଟକ- ଭର୍ତ୍ତୃହରି ମହତାବ

ବିଧାନସଭା

୧-ଚିଲିକା – ପ୍ରଶାନ୍ତ ଜଗଦ୍ଦେବ

୨-ଜୟଦେବ- ଅରବିନ୍ଦ ଢାଲି

୩-ବେଗୁନିଆ- ରାଜେନ୍ଦ୍ର ସାହୁ

୪-ଖୋର୍ଦ୍ଧା- ଜ୍ୟୋତିରିନ୍ଦ୍ର ନାଥ ମିତ୍ର

୫-ବସ୍ତା- ନିତ୍ୟାନନ୍ଦ ସାହୁ

୬-ମୋରଡ଼ା- ରାଜକିଶୋର ଦାସ

୭-ବରୀ- ସୁନନ୍ଦା ଦାସ

୮-ରାଇରଙ୍ଗପୁର- ବାସନ୍ତୀ ମାରାଣ୍ଡି

୯-ଦେବଗଡ଼- ରୋମାଞ୍ଚ ରଂଜନ ବିଶ୍ୱାଳ

BJD candidate list releases thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026
Latest News

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.