Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜୀବନ ଶୈଳୀ»ଗୃହରେ ବାସ୍ତୁ ଦୋଷ ଥିଲେ କରନ୍ତୁ ଏହି ସରଳ ଉପାୟ: ଦୂର ହେବ ସବୁ ସମସ୍ୟା
ଜୀବନ ଶୈଳୀ

ଗୃହରେ ବାସ୍ତୁ ଦୋଷ ଥିଲେ କରନ୍ତୁ ଏହି ସରଳ ଉପାୟ: ଦୂର ହେବ ସବୁ ସମସ୍ୟା

January 26, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବାସ୍ତୁଶାସ୍ତ୍ର ଅନୁସାରେ ବାସ୍ତୁ ଦୋଷ ରହୁଥିବା ଘରେ ସୁଖ ଶାନ୍ତି ଏବଂ ପରିବାରର ଉନ୍ନତିରେ ସମସ୍ୟା ଦେଖାଯାଏ। ବାସ୍ତୁ ଦୋଷ କାରଣରୁ କୌଣସି ବ୍ଯକ୍ତିର ଭାଗ୍ୟ ଉପରେ ଖରାପ ପ୍ରଭାବ ପଡିଥାଏ। ଏହାସହିତ ଘରର ଅନ୍ୟ ସଦସ୍ୟଙ୍କ ମଧ୍ୟରେ ଅନେକ ସମସ୍ୟା ଦେଖାଯାଏ।

ତେବେ ବାସ୍ତୁ ଶାସ୍ତ୍ର ଅନୁଯାୟୀ, ଘରର ବାସ୍ତୁ ଦୋଷ ଦୂର କରିବା ପାଇଁ କର୍ପୂରକୁ ମହତ୍ବପୂର୍ଣ୍ଣ ଏବଂ ଫଳପ୍ରଦ ବୋଲି ବିଶ୍ବାସ କରାଯାଏ। କର୍ପୂରର ଏମିତି କିଛି ଉପାୟ ଅଛି, ଯେଉଁଥିରେ ବାସ୍ତୁ ଦୋଷ ଦୂର ହୋଇପାରିବ।

ବାସ୍ତୁ ଦୋଷ ଦୂର କରିବାର ଉପାୟ ଗୁଡିକ ହେଲା:

୧- ଘରର କୋଣରେ କିଛି କର୍ପୂର ରଖିଦିଅନ୍ତୁ, ତାହା ଆପେ ଆପେ ତରଳି ମିଶିଲା ପରେ ପୁନଶ୍ଚ ଆଉ କିଛି କର୍ପୂର ରଖିଦିଅନ୍ତୁ। ଏହା କରିବା ଦ୍ଵାରା ଘରର ବାସ୍ତୁ ଦୋଷ ଦୂର ହୋଇପାରିବ ନାହିଁ।

୨- ଗୃହରେ ସବୁବେଳେ ସକାଳେ ଏବଂ ସନ୍ଧ୍ୟା ସମୟରେ ଦେଶୀ ଘିଅରେ କର୍ପୂରକୁ ମିଶାଇ ଜଳାନ୍ତୁ । ଏଥିରେ ଘରର ସକାରାତ୍ମକ ଶକ୍ତି ସୃଷ୍ଟି ହେବ। ସାଥିରେ ଘରର ସୁଖ ଶାନ୍ତି ଜାରି ରହିବ।

୩- ରାତିରେ ରୋଷେଇ କାମ ସରିଲା ପରେ ସଫା ଥିବା ଏକ କଟୋରୀରେ ଲବଙ୍ଗ ଏବଂ କର୍ପୂର ଜଳାଇବା ଲାଭଦାୟକ ଅଟେ। ଏଥିରେ ଘରର ଧାନର ଭଣ୍ଡାର ସବୁବେଳେ ଭରି ରହିବ।

୪- ଅନେକ ଥର ବହୁ ପରିଶ୍ରମ କରିଲା ପରେ ସଫଳତା ମିଳିନଥାଏ। ଏଭଳି ସ୍ଥଳେ କଟୋରୀରେ ନିୟମିତ ଭାବେ ଲବଙ୍ଗ ଏବଂ କର୍ପୂର ଜଳାଇ ଘରର ସବୁଆଡେ ବୁଲାନ୍ତୁ। ଏଥିରେ ସବୁ ସମସ୍ୟା ଦୂର ହେବ ଏବଂ କାମ ହେବାରେ ଲାଗିବ।

୫- ଗାଧୋଇବା ପରେ ପାଣିରେ କର୍ପୂର ତେଲର କିଛି ବୁନ୍ଦା ଢାଳିଲେ ଶରୀରରରେ ଶକ୍ତି ଏବଂ ଫୁର୍ତ୍ତି ଅନୁଭୂତି ହେବ। ଏହାଦ୍ବାରା ଭାଗ୍ୟ ମଧ୍ୟ ଚମକିବ।

୬- ଗୃହରେ ସକାରତ୍ମକ ଶକ୍ତି ପାଇଁ ପ୍ରତିଦିନ ସକାଳେ ଏବଂ ସନ୍ଧ୍ୟାରେ କର୍ପୂର ଜଳାଇ ଗୋଟିଏ କୋଣରେ ରଖନ୍ତୁ

୭- ଗୃହର ଅଗ୍ନି କୋଣ ତଥା ଦକ୍ଷିଣ-ପୂର୍ବ ଦିଗରେ ପ୍ରତିଦିନ କର୍ପୂର ଜଳାଇଲେ ପରିବାରର ଆର୍ଥିକ ସମୃଦ୍ଧି ହେବ।

କର୍ପୂର ଦୂର ହେବ ସମସ୍ୟା ବାସ୍ତୁ ଦୋଷ ବାସ୍ତୁଶାସ୍ତ୍ର ସରଳ ଉପାୟ
Share. Facebook Twitter LinkedIn Email WhatsApp Copy Link

Related Posts

ବର୍ଷା ଆସିଲେ କାହିଁକି କେଶ ବେଶି ଝଡେ ? ଏହି ୫ଟି ସରଳ ଅଭ୍ୟାସ ରଖିବ ଆପଣଙ୍କ କେଶକୁ ସୁସ୍ଥ

June 22, 2026

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026

ପୁଣି କଂଗ୍ରେସର ମତଠାରୁ ଭିନ୍ନ!: ଜମ୍ମୁ କାଶ୍ମୀର ସମ୍ପର୍କରେ ବଡ଼ ବିବୃତ୍ତି ଦେଲେ ଶଶି ଥରୁର

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026
Latest News

କାହା ବିରୁଦ୍ଧରେ ଟିମ୍ ଇଣ୍ଡିଆ ପରବର୍ତ୍ତୀ ସିରିଜ?: ପଢନ୍ତୁ ଜୁନ୍ ଏବଂ ଜୁଲାଇ ମାସର ସଂପୂର୍ଣ୍ଣ କାର୍ଯ୍ୟସୂଚୀ

June 22, 2026

ବର୍ଷା ଆସିଲେ କାହିଁକି କେଶ ବେଶି ଝଡେ ? ଏହି ୫ଟି ସରଳ ଅଭ୍ୟାସ ରଖିବ ଆପଣଙ୍କ କେଶକୁ ସୁସ୍ଥ

June 22, 2026

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.