Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କଂଗ୍ରେସର ୨ ଲୋକସଭା ଏବଂ ୯ ବିଧାନସଭା ପ୍ରାର୍ଥୀ ଘୋଷଣା
ବିଶେଷ ଖବର

କଂଗ୍ରେସର ୨ ଲୋକସଭା ଏବଂ ୯ ବିଧାନସଭା ପ୍ରାର୍ଥୀ ଘୋଷଣା

April 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
congress releases candidate list in odisha
congress releases candidate list in odisha

୯ ବିଧାନସଭା ଓ ୨ ଲୋକସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ। ଯାଜପୁର ଲୋକସଭା ଆସନ ପାଇଁ ଦଳ ମାନସ ଜେନାଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ କଟକରୁ ପଞ୍ଚାନନ କାନୁନଗୋ ପ୍ରାର୍ଥୀ ହୋଇଛନ୍ତି। ସେହିଭଳି ୯ ବିଧାନସଭା ଆସନ ନିମନ୍ତେ ବେଗୁନିଆରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପୁଅ ପୃଥ୍ବୀବଲ୍ଲଭ ପଟ୍ଟନାୟକଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ପିପିଲିରୁ ଯୁଧିଷ୍ଠିର ସାମନ୍ତରାୟଙ୍କୁ ପୁଣିଥରେ ମୈଦାନକୁଓହ୍ଲାଇଛି ଦଳ।

ବିଧାନସଭା ପ୍ରାର୍ଥୀ-

୧- ବାଲେଶ୍ବର : ମାନସ ଦାଶ ପଟ୍ଟନାୟକ

୨- ଧର୍ମଶାଳା : ସ୍ମୃତିରେଖା ପାହି

୩- ଯାଜପୁର : ସନ୍ତୋଷ କୁମାର ନନ୍ଦ

୪- ହିନ୍ଦୋଳ :  ତ୍ରିନାଥ ବେହେରା

୫- କାମାକ୍ଷାନଗର : ଭବାନୀ ଶଙ୍କର ମହାପାତ୍ର

୬- ବଡମ୍ବା : ବବି ମହାନ୍ତି

୭- ପାରାଦୀପ : ଅରିନ୍ଦମ ସର୍କେଲ୍‌

୮- ପିପିଲି : ଯୁଧିଷ୍ଠିର ସାମନ୍ତରାୟ

୯- ବେଗୁନିଆ : ପୃଥ୍ବୀ ବଲ୍ଲଭ ପଟ୍ଟନାୟକ

candidatelist Congress Odisha releases thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026

ଗ୍ରାହମ ଷ୍ଟେନ୍ସ ମାମଲା: ଦାରା ସିଂଙ୍କ ଆଗୁଆ ମୁକ୍ତି ଆବେଦନ ଖାରଜ

September 15, 2026
Latest News

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.