Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଘୋଷଣା ହେଲା ମହିଳା ମୋର୍ଚ୍ଚାର ରାଜ୍ୟ ପଦାଧିକାରୀ ସଦସ୍ୟାଙ୍କ ନାମ, ଜାଣନ୍ତୁ ସେମାନେ କିଏ
ଜାତୀୟ ଖବର

ଘୋଷଣା ହେଲା ମହିଳା ମୋର୍ଚ୍ଚାର ରାଜ୍ୟ ପଦାଧିକାରୀ ସଦସ୍ୟାଙ୍କ ନାମ, ଜାଣନ୍ତୁ ସେମାନେ କିଏ

February 19, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଘୋଷଣା ହେଲା ମହିଳା ମୋର୍ଚ୍ଚା ରାଜ୍ୟ ପଦାଧିକାରୀ ସଦସ୍ୟାଙ୍କ ନାମ, ଜାଣନ୍ତୁ କିଏ ସେମାନେ

ଭୁବନେଶ୍ୱର, ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ଅନୁମୋଦନ କ୍ରମେ ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଶ୍ରୀମତୀ ସ୍ମୃତି ପଟ୍ଟନାୟକ ଆଜି ମହିଳା ମୋର୍ଚ୍ଚା ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା, ମୋର୍ଚ୍ଚାର ବିଭିନ୍ନ ବିଭାଗର ସଂଯୋଜିକା ଏବଂ ସହ ସଂଯୋଜିକାମାନଙ୍କ ନାମ ତାଲିକା ଘୋଷଣା କରିଛନ୍ତି । ଏଥିରେ ୬ ଜଣଙ୍କୁ ମହିଳା ମୋର୍ଚ୍ଚା ରାଜ୍ୟ ଉପସଭାନେତ୍ରୀ ଦାୟୀତ୍ୱ ଏବଂ ୨ ଜଣଙ୍କୁ ସାଧାରଣ ସଂପାଦିକା ଏବଂ ୫ ଜଣଙ୍କୁ ସଂପାଦିକା ଦାୟୀତ୍ୱ ଦିଆଯାଇଛି।

ମହିଳା ମୋର୍ଚ୍ଚା ରାଜ୍ୟ ଉପସଭାନେତ୍ରୀ ଭାବେ କାନନବାଳା ପଟ୍ଟନାୟକ, ନିୟତି ଗିରି, ସୁଷମା ରାଣି ବିଶ୍ୱାଳ, ନିରୋଜ ନଳିନୀ ମାହାଲ୍ଲିକ, ଅନୁ ଚୌଧୁରୀ, କସ୍ତୁରୀ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି । ମହିଳା ମୋର୍ଚ୍ଚା ରାଜ୍ୟ ସାଧାରଣ ସଂପାଦିକା ଭାବେ ବବିତା ପାତ୍ର ଓ କଳ୍ପନା ଲେଙ୍କା, ସଂପାଦିକା ଭାବେ କୌଶଲ୍ୟା ନାୟକ, ରଶ୍ମିରେଖା ଦାସ, ଜୟଲକ୍ଷ୍ମୀ ମହାନ୍ତି, ଇତିଶ୍ରୀ ଜେନା, ରଂଜିତା ପାଣିଗ୍ରାହୀ ଏବଂ କୋଷାଧ୍ୟକ୍ଷ ଭାବେ ସୁବାସିନୀ ବଳଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି ।

ମହିଳା ମୋର୍ଚ୍ଚାର ବିଭିନ୍ନ ବିଭାଗର ରାଜ୍ୟ ସଂଯୋଜିକା ଏବଂ ସହ ସଂଯୋଜିକା ଭାବେ ପ୍ରତିମା ମିଶ୍ର, ରଶ୍ମି ପଟ୍ଟନାୟକ, ମାନସୀ ହରିଚନ୍ଦନ, ସବିତା ପ୍ରହରାଜ, ସେଫାଲୀ ଦାସ, ସୁଜାତା ପାଢୀ, ସୁଚରିତା ଜେନାମଣୀ, ଅନ୍ୟ ଅନନ୍ୟା ପ୍ରିୟଦର୍ଶିନୀ, ଅନୁଶ୍ରୀ ମହାନ୍ତି, ସତରୂପା ମିଶ୍ର, ପୂର୍ଣ୍ଣିମା ଦାସ, ପଦ୍ମଜା ଦେବତାଙ୍କୁ ଦାୟୀତ୍ୱ ଦିଆଯାଇଛି ।

ମହିଳା ମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ଭାବେ ସଂଘମିତ୍ରା ପ୍ରଧାନ, ରୋଜାଲିନ ଦାସ, ମିନା ସରାଫ, ପଦ୍ମାବତୀ ଜେନା, ସୁବାସିନୀ ପୃଷ୍ଟି, ଅଂଜଳି ସେଠୀ, କଳ୍ପନା ପଟ୍ଟନାୟକ, ରିତା ଚୌଧୁରୀ, ପ୍ରୀତି ପରମିତା ବେହେରା, ଭାରତୀ ସ୍ୱାଇଁ, ମୀନା ଧ୍ୟାନସାମନ୍ତରାୟ, ଅମିତା ରାଣୀ ଦାସ, କୁନ୍ତୀ ପାଲ୍‌, କାନନବାଳା ଦାସ, ମମତା ସ୍ୱାଇଁ, ସୁମତି ଜେନା, ମୀନା କୁମାରୀ ଦାସ, ସୁମିତ୍ରା ବାହିନିପତୀ, ରଶ୍ମି ପଟ୍ଟନାୟକ, କବିତା ନାଥ, ପୂର୍ଣ୍ଣିମା ମଜୁମଦାର, ଲକ୍ଷ୍ମୀପ୍ରିୟା ସାହୁ, ସୁମନ ସିଂହ, ମିଥିଲା ଟୁଡୁ, ପ୍ରବୀଣା କୋଲାର, ପ୍ରିତୀ ସିଗ୍ଧା ମହାପାତ୍ର, ନିରୁପମା ଖଟେଇ, ଜେମାମଣି ଧାରୁଆ, ପ୍ରମିଳା ଦାସ, ମାନସୀ ହରିଚନ୍ଦନ ଏବଂ ସୌମ୍ୟା ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି ବୋଲି ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଶ୍ରୀମତୀ ସ୍ମୃତି ପଟ୍ଟନାୟକ ପ୍ରେସ ବାର୍ତାରେ ଜଣାଇଛନ୍ତି ।

Odisha BJP ଓଡିଶା ବିଜେପି ବିଜେପି ମହିଳା ମୋର୍ଚ୍ଚା ମହିଳା ମୋର୍ଚ୍ଚା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026
Latest News

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.