Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଧର୍ମ»ସକାଳୁ ଉଠି କଣ ଦେଖିଲେ କିମ୍ବା ଶୁଣିଲେ ଆପଣଙ୍କର ଶୁଭ ହେବ ଜାଣଛନ୍ତି କି ?
ଧର୍ମ

ସକାଳୁ ଉଠି କଣ ଦେଖିଲେ କିମ୍ବା ଶୁଣିଲେ ଆପଣଙ୍କର ଶୁଭ ହେବ ଜାଣଛନ୍ତି କି ?

March 4, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସକାଳୁ ଉଠି କଣ ଦେଖିଲେ କିମ୍ବା ଶୁଣିଲେ ଆପଣଙ୍କର ଶୁଭ ହେବ ଜାଣଛନ୍ତି କି ?

ନୂଆଦିଲ୍ଲୀ, ସାଧାରଣତଃ ସକାଳୁ ଯଦି କିଛି ଭଲ ହୁଏ ତେବେ ଭାବିନେବା ଉଚିତ ଯେ, ଦିନ ସାରା ଭଲ ହେବ। ସକାଳୁ ଉଠିବା ପରେ ଯଦି କିଏ ଖରାପ ଖବର ପାଏ ତେବେ ସେ ଭାବି ନିଏଯେ ଆଜି ଦିନ ତମାମ ଖରାପ ରହିବ। ତେବେ ଏହକ କେତେକ ବିଶ୍ବାସ କରୁଥିବା ବେଳେ ଅନେକ ଅନ୍ଧବିଶ୍ବାସ ବୋଲି ଭାବନ୍ତି। ତେବେ ପ୍ରାଚୀନ ଗ୍ରନ୍ଥରେ ଏହା ଉପରେ ଅନେକ ମତ ଉଲ୍ଲେଖ କରାଯାଇଛି। କେତେକ ଜିନିଷ ଅଛି ଯାହା ସକାଳୁ ଦେଖିଲେ କିମ୍ବା ଶୁଣିଲେ ଦିନସାରା ଭଲ କିମ୍ବା ଖରାପ ହୋଇଥାଏ। ସେହି ଭଳି କିଛି ତଥ୍ୟ ଆମେ ଆପଣଙ୍କ ଅବଗତି ପାଇଁ ଉଲ୍ଲେଖ କରୁଛୁ।

  1. ଯଦି ଆପଣ ସକାଳୁ ଉଠିବା ମାତ୍ରେ ମନ୍ଦିରର ଘଣ୍ଟି କିମ୍ବା ଶଙ୍ଖ ଶଦ୍ଦ ଶୁଣନ୍ତି ତେବେ ଏହା ଅତ୍ୟନ୍ତ ଶୁଭ ଅଟେ। ଏହା କେବଳ ଆପଣଙ୍କ ଦିନକୁ ଭଲରେ କରେ ନାହିଁ ବରଂ ଏହା ଜୀବନରେ ଆସୁଥିବା ସମସ୍ୟାଗୁଡ଼ିକ ଉପରେ ଆପଣଙ୍କର ବିଜୟକୁ ସୂଚିତ କରେ ।
  2. ଯଦି ସକାଳୁ ଉଠୁଉଠୁ କ୍ଷୀରରେ ଭର୍ତ୍ତି ଏକ ପାତ୍ର ଉପରେ ଆମର ପ୍ରଥମ ନଜର ପଡେ ତେବେ ଏହା ମଧ୍ୟ ଶୁଭ ସଙ୍କେତ ଭାବରେ ବିବେଚନା କରାଯାଏ। ଏହା ଆମ ଜୀବନରେ ସୁଖ ଏବଂ ସମୃଦ୍ଧିର ସଙ୍କେତ ଅଟେ।
  3. କିଛି ଜିନିଷ ରହିଛି ଯାହା ସକାଳୁ ଦେଖିଲେ ବହୁତ ଶୁଭ ବୋଲି ବିବେଚନା କରାଯାଏ, ଯେପରିକି ନଡିଆ, ଶଙ୍ଖ, ମୟୂର, ଗୁଆ, ଫୁଲ ଇତ୍ୟାଦି। ଏହି ଜିନିଷଗୁଡ଼ିକ ସକାଳେ ଦେଖିଲେ, ଆପଣଙ୍କ ପାଇଁ ଭଲ ଏବଂ ଅନେକ ସୁଖ ଆଣିଥାଏ।
  4. ଆଖି ଖୋଲିବାବେଳେ, ସବୁଜ ରଂଗକୁ ଦେଖିବା ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଇଥାଏ। ସେହିପରି ଏକ ବିଶ୍ୱାସ ଅଛି ଯେ ଯଦି ଜଣେ ବ୍ୟକ୍ତି ସକାଳେ ଆଖୁ ଦେଖନ୍ତି, ତେବେ ସେ ନିକଟ ଭବିଷ୍ୟତରେ ଟଙ୍କା ସମ୍ବନ୍ଧୀୟ କାର୍ଯ୍ୟରେ ସଫଳତା ପାଇପାରିବେ।
  5. ଯେତେବେଳେ ଆମେ କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଯାଉଛୁ ଏବଂ ରାସ୍ତାରେ ଆମେ ଗାଈ ଦେଖୁ ତେବେ ତାହା ଶୁଭ ସଙ୍କେତ ଏବଂ ତାହା କାର୍ଯ୍ୟ ସିଦ୍ଧି ହୋଇଥାଏ। ଯଦି ଗାଈଟି ଧଳା ତେବେ ତାହା ଆହୁରି ଶୁଭଦାୟକ।
  1. ଯଦି ଘରୁ ବାହାରିବା ମାତ୍ରେ କେହି ସଫେଇ କରୁଥିବାର ଦେଖାଯାଏ ତେବେ ଏହା ମଧ୍ୟ ଶୁଭ ସଙ୍କେତ ଅଟେ ।
ଶୁଭ ଖବର ସକାଳ ଶୁଭ
Share. Facebook Twitter LinkedIn Email WhatsApp Copy Link

Related Posts

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

ପି.ଏମ୍ କିଷାନରେ ଆବଶ୍ୟକ ହେଉଥିବା ସମସ୍ତ ମାନଦଣ୍ଡକୁ ପୂରଣ କରି ସହାୟତା ଲାଭ କରନ୍ତୁ: ମୁଖ୍ୟମନ୍ତ୍ରୀ

March 13, 2026

ଭାରତର ଦୀର୍ଘକାଳୀନ ଇନ୍ଧନ ରଣନୀତି: ସାମ୍ପ୍ରତିକ ସଂକଟ ମୁକାବିଲାରେ ହୋଇଛି ସହାୟକ

March 13, 2026
Latest News

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.