Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଧର୍ମ»ଆପଣ କାର୍ଯ୍ୟରେ କିପରି ସଫଳତା ପାଇବେ ତାହା ସିଂହଠାରୁ ଶିଖନ୍ତୁ ବୋଲି କହିଲେ ଚାଣକ୍ୟ
ଧର୍ମ

ଆପଣ କାର୍ଯ୍ୟରେ କିପରି ସଫଳତା ପାଇବେ ତାହା ସିଂହଠାରୁ ଶିଖନ୍ତୁ ବୋଲି କହିଲେ ଚାଣକ୍ୟ

March 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ମଣିଷ ଜୀବନ କାଳ ମଧ୍ୟରେ ଅନେକ କାର୍ଯ୍ୟ କରିଥାଏ। ହେଲେ କେତେବେଳେ ସଫଳ ହୁଏ କେତେବେଳେ ବିଫଳ ହୁଏ। ହେଲେ ଏହି କାର୍ଯ୍ୟଗୁଡିକରୁ ସଫଳତା ହାସଲ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ଭଲ ଉପଦେଶଟିଏ ଦେଇଛନ୍ତି। ସେ କହିଛନ୍ତି ଯେ, ମଣିଷ କୌଣସି କାର୍ଯ୍ୟ କରିବା ବେଳେ ସେ ସିଂହ ଠାରୁ କିଛି ଶିକ୍ଷା ଲାଭ କରିବା ଉଚିତ।

ଏହାକୁ ପ୍ରାଞ୍ଜଳ ଭାବେ ଏହା କୁହାଯାଇ ପାରେ ଯେ, ସିଂହ ଯେତେବେଳେ ଶିକାର କରେ ସେତେବେଲେ ସେ ଭାବି ଚିନ୍ତି କରିଥାଏ। ସେ ଶିକାରଟି ଛୋଟ ହେଉ କିମ୍ବା ବଡ। ହେଲେ ଶୀକାର କରିବା ପୂର୍ବରୁ ପ୍ରଥମେ ସିଂହ କିଛି ସମୟ ଛକି କରି ରୁହେ। ଶିକାର କରିବାକୁ ଥିବା ଜନ୍ତୁର ଗତିବିଧିକୁ ସେ ଭଲଭାବେ ନୀରିକ୍ଷଣ କରେ। ସେ ଶିକାର ବେଳେ କେବେ ବି ବ୍ୟସ୍ତ ହୁଏ ନାହିଁ। ସମୟକୁ ଅପେକ୍ଷା କରେ। କିଛି ସମୟ ନୀରିକ୍ଷଣ କରିବା ପରେ ସେ ଯେତେବେଳେ ନିଶ୍ଚିତ ହୁଏ ସେତେବେଳେ ମାଡି ବସେ।

ଏହାର ଅର୍ଥ ଆପଣ କୌଣସି କାମ କରିବା ପୂର୍ବରୁ ବ୍ୟସ୍ତ ହୁଅନ୍ତୁ ନାହିଁ। ପ୍ରଥମେ ଭାବି ଚିନ୍ତି ଭଲ ଭାବରେ ଅନୁଧ୍ୟାନ କରନ୍ତୁ। ସମୟକୁ ଅପେକ୍ଷା କରନ୍ତୁ, ଯେତେବେଳେ ଆପଣ ଉପଲବ୍ଧି କରିବେ ବର୍ତ୍ତମାନ ଠିକ ସମୟ, ସେତେବେଳେ କାମ ଉପରେ ଲମ୍ପ ପ୍ରଦାନ କରନ୍ତୁ।

ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି..

ଯେଉଁ କର୍ମ କରିବାକୁ ହୋଇଛ ଉଦ୍ୟତ। ଲକ୍ଷ୍ୟ ସ୍ଥିର ରଖି ତାହାକୁ କରିବ ସମାପ୍ତ।।

ଆଚାର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ରବିବାର ଏପ୍ରିଲ ୧୯ ତାରିଖରେ ତିନୋଟି ରାଶି ଉପରେ ରହିଛି ଖରାପ ଖବର

April 19, 2026

“ମହିଳା ସଶକ୍ତିକରଣର ସ୍ୱପ୍ନ ଚୁରମାର ହୋଇଯାଇଛି:” ପ୍ରଧାନମନ୍ତ୍ରୀ ମୋଦିଙ୍କ ରାଷ୍ଟ୍ର ଉଦ୍ଦେଶ୍ୟରେ ଅଭିଭାଷଣ

April 18, 2026

ସାମୁଦ୍ରିକ ବୀମା ସୁରକ୍ଷା ଯୋଗାଇ ଦେବା ଲାଗି ସାର୍ବଭୌମ ଗ୍ୟାରେଣ୍ଟି ସହ ଗଠନ ହେବ ବିଏମଆଇ ପୁଲ୍

April 18, 2026

ରାଜ୍ୟ ସରକାର ପ୍ରତିଷ୍ଠା କରିବେ SITI Odisha: ଗଭର୍ଣ୍ଣିଙ୍ଗ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

April 18, 2026
Latest News

ଅକ୍ଷୟ ତୃତୀୟା ପାଇଁ ରିଲାଏନ୍ସ ଜୁଏଲ୍ସର ନୂଆ ଅଫର: ଆଜି ଶେଷ ଦିନ

April 19, 2026

ଆଜି ରବିବାର ଏପ୍ରିଲ ୧୯ ତାରିଖରେ ତିନୋଟି ରାଶି ଉପରେ ରହିଛି ଖରାପ ଖବର

April 19, 2026

୧୯ରୁ ୨୪ ପ୍ରବଳ ଗ୍ରୀଷ୍ମଲହରୀ: ସ୍କୁଲ ଛୁଟି ଘୋଷଣା

April 19, 2026

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026

୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.