Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କଟକରୁ ଭଦ୍ରକ, ପାରାଦୀପ ଓ ପୁରୀକୁ ମେମୁ ଟ୍ରେନ ଚଳାଚଳ: ଜାଣନ୍ତୁ ସବିଶେଷ ତଥ୍ୟ
ବିଶେଷ ଖବର

କଟକରୁ ଭଦ୍ରକ, ପାରାଦୀପ ଓ ପୁରୀକୁ ମେମୁ ଟ୍ରେନ ଚଳାଚଳ: ଜାଣନ୍ତୁ ସବିଶେଷ ତଥ୍ୟ

March 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ପୁରୀ ଓ କଟକ, କଟକ ଓ ଭଦ୍ରକ ଏବଂ କଟକ ଓ ପାରାଦୀପ ମଧ୍ୟରେ ମେମୁ ଟ୍ରେନ୍ ଚଳାଚଳ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ନିମ୍ନଲିଖିତ ଅନୁଯାୟୀ ନିଷ୍ପତ୍ତି ନିଆଯାଇଛି।

ପୁରୀ-କଟକ-ପୁରୀ ମେମୁ ଟ୍ରେନ୍ ସେବା:

୧- ୬୮୪୧୬ ପୁରୀ-କଟକ ମେମୁ- ୧୨ ଏପ୍ରିଲ ଠାରୁ ପୁରୀରୁ ପୂର୍ବାହ୍ନ ୮ ଘଟିକାରେ ଛାଡି କଟକ ଠାରେ ପୂର୍ବାହ୍ନ ୧୦ଘ.୪୫ମି.ରେ ପହଞ୍ଚିବ।

୨- ୬୮୪୧୫ କଟକ-ପୁରୀ ମେମୁ- କଟକରୁ ୧୩ ଏପ୍ରିଲ ଠାରୁ ଅପରାହ୍ନ ୪ଘ.୫୫ମି.ରେ ଛାଡି ପୁରୀ ଠାରେ ସନ୍ଧ୍ୟା ୭ଘ.୪୫ମି.ରେ ପହଞ୍ଚିବ।

କଟକ-ଭଦ୍ରକ-କଟକ ମେମୁ ଟ୍ରେନ୍ ସେବା:

୧- ୬୮୪୨୪ କଟକ-ଭଦ୍ରକ ମେମୁ ୧୩ ଏପ୍ରିଲ ଠାରୁ କଟକରୁ ପୂର୍ବାହ୍ନ ୮ଘ.୪୫ମି.ରେ ଛାଡି ଭଦ୍ରକ ଠାରେ ଅପରାହ୍ନ ୧୨ଘ.୧୦ମି.ରେ ପହଞ୍ଚିବ

୨- ୬୮୪୨୩ ଭଦ୍ରକ-କଟକ ମେମୁ ୧୩ ଏପ୍ରିଲ ଠାରୁ ଅପରାହ୍ନ ୧୨ଘ.୫୦ମି.ରେ ଛାଡି କଟକ ଠାରେ ଅପରାହ୍ନ ୪ଘ.୧୫ମି.ରେ ପହଞ୍ଚିବ।

ସେହିପରି ଅନ୍ୟ ଏକ ମେମୁ ଟ୍ରେନ ୬୮୪୩୮ କଟକ-ଭଦ୍ରକ ମେମୁ କଟକରୁ ୧୨ ଏପ୍ରିଲ ୨୦୨୧ ଠାରୁ ପୂର୍ବାହ୍ନ ୧୧ଘ.୫୫ମି.ରେ ଛାଡି ଭଦ୍ରକ ଠାରେ ଅପରାହ୍ନ ୨ଘ.୦୫ମି.ରେ ପହଞ୍ଚିବ

୬୮୪୩୭ ଭଦ୍ରକ-କଟକ ମେମୁ ଭଦ୍ରକରୁ ୧୨ ଏପ୍ରିଲ ୨୦୨୧ ଠାରୁ ଅପରାହ୍ନ ୩ଘ.୩୦ମି.ରେ ଛାଡି କଟକ ଠାରେ ସନ୍ଧ୍ୟା ୬ଘ.୩୫ମି.ରେ ପହଞ୍ଚିବ

କଟକ-ପାରାଦୀପ-କଟକ ମେମୁ ଟ୍ରେନ୍ ସେବା:

୧- ୬୮୪୦୧ କଟକ-ପାରାଦୀପ ମେମୁ କଟକରୁ ୧୨ ଏପ୍ରିଲ ଠାରୁ ସନ୍ଧ୍ୟା ୭ ଘଟିକାରେ ଛାଡି ପାରାଦୀପ ଠାରେ ରାତ୍ର ୮ଘ.୫୦ମି.ରେ ପହଞ୍ଚିବ।

୨- ୬୮୪୦୨ ପାରାଦୀପ-କଟକ ମେମୁ ପାରାଦୀପରୁ ୧୩ ଏପ୍ରିଲ ଠାରୁ ୬ଘ.୩୦ମି.ରେ ଛାଡି କଟକ ଠାରେ ପୂର୍ବାହ୍ନ ୮ଘ.୨୦ମି.ରେ ପହଞ୍ଚିବ।

ଭୁବନେଶ୍ୱର-ଜଗଦଳପୁର-ଭୁବନେଶ୍ୱର ବିଶେଷ ଟ୍ରେନ ପରିବର୍ତ୍ତିତ ନମ୍ବର ସହିତ ଚଳାଚଳ କରିବ:

ଭୁବନେଶ୍ୱର-ଜଗଦଳପୁର-ଭୁବନେଶ୍ୱର ବିଶେଷ ଟ୍ରେନ ଭୁବନେଶ୍ୱରରୁ ୨୦ ଏପ୍ରିଲ ଏବଂ ଜଗଦଳପୁରରୁ ୨୧ ଏପ୍ରିଲ ଠାରୁ ପରିବର୍ତ୍ତିତ ଟ୍ରେନ ନମ୍ବର ୦୮୪୪୫/୦୮୪୪୬ ଭୁବନେଶ୍ୱର-ଜଗଦଳପୁର-ଭୁବନେଶ୍ୱର ବିଶେଷ ଟ୍ରେନ ଭାବରେ ଚଳାଚଳ କରିବ।

କଟକ ପାରାଦୀପ ପୁରୀ ଭଦ୍ରକ ମେମୁ ଟ୍ରେନ ସବିଶେଷ ତଥ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲି ମାଫିଆଙ୍କ ଦବଙ୍ଗଗିରି! ପୁଲିସ ସାମ୍ନାରେ ତହସିଲଦାରଙ୍କୁ ଧମକ

June 26, 2026

ବାଲେଶ୍ୱରରେ ଛାତିଥରା ଗୁଳିକାଣ୍ଡ, ବ୍ୟବସାୟୀ ଏସ୍‌.କେ. ହମିଦଙ୍କ ମୃତ୍ୟୁ

June 26, 2026

ଓଡ଼ିଶାରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ସଫଳତାର ସହ ସମ୍ପନ୍ନ: ରାଜସ୍ୱ ସଚିବଙ୍କ ସମୀକ୍ଷା

June 26, 2026

ନର୍ସିଂ ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ନେଇ ପ୍ରକଟ କଲେ ବ୍ରହ୍ମପୁର ସାଂସଦ: ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ଚିଠି

June 26, 2026
Latest News

ଆଉ ଏକ ଝଟକା ଦେଲା ବାଂଲାଦେଶ: ଭାରତଠାରୁ ଏହି ପ୍ରକଳ୍ପ ଛଡାଇ ନେଇ ଚୀନ୍ ସହିତ କଲା ବଡ଼ ଚୁକ୍ତି

June 26, 2026

ବିଜେପିର ରାଜନୈତିକ ଗଣନାକୁ ବିଚଳିତ କରିପାରେ ନୀତିଶ କୁମାରଙ୍କ ନିଷ୍ପତ୍ତି!; ବିରୋଧୀ ଦଳ ମଧ୍ୟ ସତର୍କ

June 26, 2026

ପ୍ରଥମ ଟି-୨୦ରେ ଇତିହାସ ରଚିବେ ବୈଭବ ସୂର୍ଯ୍ୟବଂଶୀ: ଡେବ୍ୟୁ ମ୍ୟାଚରେ କରିବେ ୬ଟି ବଡ଼ ରେକର୍ଡ

June 26, 2026

ବାଲି ମାଫିଆଙ୍କ ଦବଙ୍ଗଗିରି! ପୁଲିସ ସାମ୍ନାରେ ତହସିଲଦାରଙ୍କୁ ଧମକ

June 26, 2026

ବାଲେଶ୍ୱରରେ ଛାତିଥରା ଗୁଳିକାଣ୍ଡ, ବ୍ୟବସାୟୀ ଏସ୍‌.କେ. ହମିଦଙ୍କ ମୃତ୍ୟୁ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.