Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବାଲେଶ୍ବର ଗସ୍ତରେ ମୁଖ୍ୟ ଶାସନ ସଚିବ ସହିତ 5ଟି ସଚିବ, ଜିଲ୍ଲାର ବିକାଶ ପାଇଁ ପ୍ରସ୍ତୁତ କଲେ ବ୍ଲୁ ପ୍ରିଣ୍ଟ
ବିଶେଷ ଖବର

ବାଲେଶ୍ବର ଗସ୍ତରେ ମୁଖ୍ୟ ଶାସନ ସଚିବ ସହିତ 5ଟି ସଚିବ, ଜିଲ୍ଲାର ବିକାଶ ପାଇଁ ପ୍ରସ୍ତୁତ କଲେ ବ୍ଲୁ ପ୍ରିଣ୍ଟ

April 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଆଜି ରାଜ୍ୟ ସରକାରଙ୍କ ଏକ ବରିଷ୍ଠ ପ୍ରତିନିଧି ଦଳ ବାଲେଶ୍ବର ଜିଲ୍ଲା ଗସ୍ତ କରିଛନ୍ତି। ଏଥିରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ନେତୃତ୍ବରେ 5ଟି ସଚିବ ଭି.କେ ପାଣ୍ଡିୟାନ, ପୁର୍ତ୍ତ ସଚିବ କିଶନ କୁମାର ପ୍ରମୁଖ ଥିଲେ। ଏହି ଦଳ ବାଲେଶ୍ବରର ବିଭିନ୍ନ ସ୍ଥାନ ଗସ୍ତ କରି ତାହାର ବିକାଶ ଦିଗରେ ଅନୁଧ୍ୟାନ କରିଥିଲେ।

ଏହି ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ ଉପରେ ଅନୁଧ୍ୟାନ କରିବା ସହିତ ନୂଆ ପ୍ରକଳ୍ପ ଉପରେ ଆଲୋଚନା ମଧ୍ୟ କରିଛନ୍ତି। ଏହି ଦଳ ବାଲେଶ୍ବରର କୁରୁଡା ଛକ, ବାଲେଶ୍ବର ବସଷ୍ଟାଣ୍ଡ, ରେମୁଣା ରାସ୍ତାର ଷ୍ଟ୍ରିଟ ଲାଇଟ, ମେଡିକାଲ କଲେଜ, ଜିଲ୍ଲା ଡାକ୍ତରଖାନା ସହିତ ଜିଲ୍ଲା ସ୍କୁଲ ତଦାରଖ କରିଥିଲେ।

ଏହି ସ୍ଥାନଗୁଡିକରେ କିପରି ବିକାଶ ହୋଇପାରିବ ସେ ନେଇ ଏକ ରିପୋର୍ଟ ପ୍ରସ୍ତୁତ କରାଯିବ। ଏହି ରିପୋର୍ଟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରାଯିବ ବୋଲି ମୁଖ୍ୟ ଶାସନ ସଚିବ କହିଥିଲେ। ଏହାପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ ଜିଲ୍ଲାର ବିକାଶ କରାଯିବ ବୋଲି ସେ ଗଣମାଧ୍ୟମକୁ ଅବଗତ କରାଇଥିଲେ।

ଉନ୍ନୟନ କାର୍ଯ୍ୟ ସହିତ ଏହି ପ୍ରତିନିଧୀ ଦଳ ଜିଲ୍ଲାର କୋଭିଡ ପରିସ୍ଥିତିର ମଧ୍ୟ ସମୀକ୍ଷା କରିଥିଲେ। ଜିଲ୍ଲା ପ୍ରଶାସନ ସହିତ ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ ଏହି ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ।

5ଟି baleswar Chief Secretary v k pandiayan ବାଲେଶ୍ବର ଭି.କେ ପାଣ୍ଡିୟାନ
Share. Facebook Twitter LinkedIn Email WhatsApp Copy Link

Related Posts

CJPର ସଂସଦ ପଦଯାତ୍ରା ପରେ ପ୍ରଧାନମନ୍ତ୍ରୀଙ୍କର ଆସିଲା ପ୍ରଥମ ପ୍ରତିକ୍ରିୟା

July 21, 2026

ଏବେ ଦିଲ୍ଲୀ ନିକଟରେ ପହଞ୍ଚିଲେ ଚାଷୀ: ବନ୍ଦ ହେଲା ଶମ୍ଭୁ ସୀମା, ହାଇ ଆଲର୍ଟ ଜାରି

July 21, 2026

୬୬ତମ ଓଡ଼ିଶା ରାଜ୍ୟ ଜୁନିୟର ଓ ସବ୍-ଜୁନିୟର ସନ୍ତରଣ ପ୍ରତିଯୋଗିତା ଆରମ୍ଭ

July 21, 2026

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026
Latest News

ସିଜେପି ପ୍ରତିବାଦରେ ଯୋଗଦେଲେ ନାସିରୁଦ୍ଦିନ ଶାହ?: ଜାଣନ୍ତୁ ସତ୍ୟତା

July 21, 2026

CJPର ସଂସଦ ପଦଯାତ୍ରା ପରେ ପ୍ରଧାନମନ୍ତ୍ରୀଙ୍କର ଆସିଲା ପ୍ରଥମ ପ୍ରତିକ୍ରିୟା

July 21, 2026

ସୁନା କିଣିବାକୁ ଯୋଜନା କରୁଛନ୍ତି କି?: ଜାଣନ୍ତୁ ଆଜିର ମୂଲ୍ୟ

July 21, 2026

ଏବେ ଦିଲ୍ଲୀ ନିକଟରେ ପହଞ୍ଚିଲେ ଚାଷୀ: ବନ୍ଦ ହେଲା ଶମ୍ଭୁ ସୀମା, ହାଇ ଆଲର୍ଟ ଜାରି

July 21, 2026

ଶାମି ଏବଂ ସିରାଜଙ୍କ ସମର୍ଥନରେ ଆସିଲେ ଏହି ଅଭିଜ୍ଞ କ୍ରିକେଟର: ଗମ୍ଭୀର କଲେ ସମାଲୋଚନା

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.