Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କଲବଲ କଲାଣି କରୋନା ଭାଇରସ, ଗୋଟିଏ ମାସରେ 3 ରୁ 13 ପ୍ରତିଶତକୁ ଦେଲା ଲମ୍ପ
ଜାତୀୟ ଖବର

କଲବଲ କଲାଣି କରୋନା ଭାଇରସ, ଗୋଟିଏ ମାସରେ 3 ରୁ 13 ପ୍ରତିଶତକୁ ଦେଲା ଲମ୍ପ

April 18, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ଭାରତରେ ଦୈନିକ କରୋନା ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୬୧ ହଜାର ୫୦୦ କରୋନା ମାମଲା ଚିହ୍ନଟ ହୋଇଛି । ମହାରାଷ୍ଟ୍ର, ଉତ୍ତର ପ୍ରଦେଶ, ଦିଲ୍ଲୀ, ଛତିଶଗଡ଼, କର୍ଣ୍ଣାଟକ, ମଧ୍ୟ ପ୍ରଦେଶ, କେରଳ, ଗୁଜରାଟ, ତାମିଲନାଡ଼ୁ ଏବଂ ରାଜସ୍ଥାନରେ ନୂଆ ମାମଲା ମଧ୍ୟରୁ ୭୮.୫୬ ପ୍ରତିଶତ ମାମଲା ଚିହ୍ନଟ ହୋଇଛି ।

ମହାରାଷ୍ଟ୍ରରେ ଗୋଟିଏ ଦିନରେ ସର୍ବାଧିକ ୬୭ ହଜାର୧୨୩ ମାମଲା ଆସିଛି । ଏହା ପଛକୁ ଉତ୍ତର ପ୍ରଦେଶରେ ୨୭ ହଜାର ୩୩୪ ଏବଂ ଦିଲ୍ଲୀରେ ୨୪ ହଜାର ୩୭୫ ମାମଲା ଆସିଛି ।

ଜାତୀୟ ସାପ୍ତାହିକ ପଜିଟିଭିଟି ହାର ଗତ ଏକ ମାସ ମଧ୍ୟରେ ୩.୦୫ ପ୍ରତିଶତରୁ ୧୩.୫୪ ପ୍ରତିଶତକୁ ବୃଦ୍ଧି ପାଇଛି । ଛତିଶଗଡ଼ରେ ସର୍ବାଧିକ ସାପ୍ତାହିକ ପଜିଟିଭିଟି ହାର ୩୦.୩୮ ପ୍ରତିଶତ ରହିଛି ।

ଭାରତରେ ମୋଟ କରୋନା ସକ୍ରିୟ ମାମଲା ୧୮ ଲକ୍ଷ ୧ ହଜାର ୩୧୬ରେ ପହଞ୍ଚିଛି । ଏହା ଏବେ ଦେଶର ମୋଟ ପଜିଟିଭ୍ ମାମଲାର ୧୨.୧୮ ପ୍ରତିଶତ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ କରୋନା ମାମଲାରେ ସିଧାସଳଖ ୧ ଲକ୍ଷ ୨୧ ହଜାର ୫୭୬ ମାମଲା ବୃଦ୍ଧି ହୋଇଛି ।

ମହାରାଷ୍ଟ୍ର, ଛତିଶଗଡ଼, ଉତ୍ତର ପ୍ରଦେଶ, କର୍ଣ୍ଣାଟକ ଏବଂ କେରଳ ଆଦି ପାଞ୍ଚଟି ରାଜ୍ୟରେ ଦେଶର ମୋଟ ସକ୍ରିୟ ମାମଲାର ୬୫.୦୨ ପ୍ରତିଶତ ମାମଲା ରହିଛି । ଦେଶର ମୋଟ ସକ୍ରିୟ ମାମଲାର ୩୮.୦୯ ପ୍ରତିଶତ ମାମଲା କେବଳ ମହାରାଷ୍ଟ୍ରରେ ରହିଛି ।
ଭାରତରେ କରୋନାରୁ ମୋଟ ସୁସ୍ଥଙ୍କ ସଂଖ୍ୟା ୧ କୋଟି ୨୮ ଲକ୍ଷ ୯ ହଜାର ୬୪୩ରେ ପହଞ୍ଚିଛି । ଜାତୀୟ ସୁସ୍ଥତା ହାର ଏବେ ଅଛି ୮୬.୬୨ ପ୍ରତିଶତ ।

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୩୮ ହଜାର ୪୨୩ ଜଣ ସୁସ୍ଥ ହୋଇଛନ୍ତି ।
ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫୦୧ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି ।
ଏହି ନୂଆ ମୃତ୍ୟୁ ୮୨.୯୪ ପ୍ରତିଶତ ମୃତ୍ୟୁ ହୋଇଛି ୧୦ଟି ରାଜ୍ୟରେ । ମହାରାଷ୍ଟ୍ରରେ ସର୍ବାଧିକ ୪୧୯ ଜଣଙ୍କ ମୃତୁ୍ୟ ହୋଇଥିବା ବେଳେ ଦିଲ୍ଲୀରେ ୧୬୭ ଜଣଙ୍କ ମୃତ୍ୟୁ ହୋଇଛି।

୯ଟି ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳରେ ଗତ ୨୪ ଘଣ୍ଟା ମଧ୍ୟରେ କୌଣସି କରୋନା ମୃତ୍ୟୁ ହୋଇନାହିଁ । ଏସବୁ ହେଲା ଦାମନ ଓ ଡିଉ ଏବଂ ଦାଦ୍ରା ଓ ନଗର ହାବେଲି, ମେଘାଳୟ, ତ୍ରିପୁରା, ସିକିମ, ମିଜୋରାମ, ମଣିପୁର, ଲାକ୍ଷାଦ୍ୱୀପ, ନାଗାଲାଣ୍ଡ ଏବଂ ଅରୁଣାଚଳ ପ୍ରଦେଶ ।

corona update କରୋନା ଭାଇରସ
Share. Facebook Twitter LinkedIn Email WhatsApp Copy Link

Related Posts

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026
Latest News

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.