Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କୋଭିଡ଼ ସମୀକ୍ଷା ବୈଠକ: ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ
ବିଶେଷ ଖବର

କୋଭିଡ଼ ସମୀକ୍ଷା ବୈଠକ: ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ

April 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାପାଳମାନଙ୍କ ସହ କୋଭିଡ଼ ସମୀକ୍ଷା କରିଛନ୍ତି। ଏହି ବୈଠକରେ ଜିଲ୍ଲାପାଳମାନଙ୍କୁ କୋଭିଡ଼ ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ରାଜ୍ୟରେ ଲକଡାଉନ ଆରମ୍ଭ ହୋଇଛି। ତେଣୁ ପ୍ରବାସୀ ଫେରିବା ସମ୍ଭାବନାଥିବାରୁ ସମସ୍ତେ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାସହ ତଥ୍ୟ ସଂଗ୍ରହ ସହ  ପୂର୍ବ ପ୍ରୋଟୋକଲ ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସବୁ ଆକ୍ରାନ୍ତ ଯେଭଳି ସଠିକ ଭାବେ ଚିକିତ୍ସା ପାଇବେ ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟରେ ପର୍ଯ୍ୟାପ୍ତ ଔଷଧ ଥିଲେ ମଧ୍ୟ ଆହୁରି ଅଧିକ ଔଷଧ ମହଜୁଦ ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ହସ୍ପିଟାଲରେ ବେଡ଼ ଏବଂ ଅକ୍ସିଜେନ ସଂଖ୍ୟା ବଢାଇବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେହିଭଳି ଲକଡାଉନ ଟାଳିବାକୁ ହେଲେ ଲୋକମାନଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଲୋକମାନଙ୍କୁ ସହଯୋଗ ପାଇଁ ନିବେଦନ କରିବା ସହ ବିନା ଲକଡାଉନରେ ଆମେ କରୋନାକୁ ପରାସ୍ତ କରିପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତେଣୁ ସମସ୍ତେ କରୋନା ନିୟମକୁ ମାନିବା ପାଇଁ ମୁଖ୍ୟମନ୍ତ୍ରୀ ଅପିଲ କରିଛନ୍ତି।

କୋଭିଡ ଜିଲ୍ଲାପାଳ ମୁଖ୍ୟମନ୍ତ୍ରୀ ନବୀନ ସମୀକ୍ଷା ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026
Latest News

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.