Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଅକ୍ସିଜେନ ପରିବହନ ପାଇଁ ରେଳବାଇ ଆରମ୍ଭ କଲା ରୋ-ରୋ ସେବା, ଜାଣନ୍ତୁ ଏହା କଣ
ଜାତୀୟ ଖବର

ଅକ୍ସିଜେନ ପରିବହନ ପାଇଁ ରେଳବାଇ ଆରମ୍ଭ କଲା ରୋ-ରୋ ସେବା, ଜାଣନ୍ତୁ ଏହା କଣ

April 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅକ୍ସିଜେନ ପରିବହନ ପାଇଁ ରେଳବାଇ ଆରମ୍ଭ କଲା ରୋ-ରୋ ସେବା, ଜାଣନ୍ତୁ ଏହା କଣ

ନୂଆଦିଲ୍ଲୀ, କୋଭିଡ -୧୯ ବିରୋଧରେ ଲଢେଇ ପାଇଁ ଭାରତୀୟ ରେଳବାଇ ଦେଶର ବିଭିନ୍ନ ସ୍ଥାନକୁ ଇସ୍ପାତ କାରଖାନାରୁ ଅମ୍ଳଜାନ ଯୋଗାଇବା ପାଇଁ ଅମ୍ଳଜାନ (ଅକ୍ସିଜେନ) ଏକ୍ସପ୍ରେସ ଚଳାଇବାକୁ ପ୍ରସ୍ତୁତ ହୋଇଛି।

ପ୍ରଥମ ରୋଲ୍ ଅନ୍-ରୋଲ୍ ଅଫ୍ (ରୋ-ରୋ) ଅମ୍ଳଜାନ (ଅକ୍ସିଜେନ) ଏକ୍ସପ୍ରେସ ବର୍ତ୍ତମାନ ମହାରାଷ୍ଟ୍ରର କଲାମ୍ବୋଲି ଗୁଡ୍ ଶେଡ୍ରୁ ଆସିଥିବା ସାତଟି ଖାଲି ଟ୍ୟାଙ୍କର୍ ପୂର୍ବତଟ ରେଳପଥରେ ଅଛି। ଏହା ଆଜି ସକାଳେ ବିଶାଖାପାଟନମ୍ ଠାରେ ଅବସ୍ଥିତ ରାଷ୍ଟ୍ରୀୟ ଇସ୍ପାତ ନିଗମ ଲିମିଟେଡରେ ପହଞ୍ଚିଛି। ଆସିଥିବା ଖାଲି ଟ୍ୟାଙ୍କରରେ ତରଳ ମେଡିକାଲ ଅମ୍ଳଜାନ (ଖଗଙ) ଭରଣ କରାଯିବ। ପ୍ରତ୍ୟେକ ଟ୍ୟାଙ୍କରରେ ପ୍ରାୟ ୧୫ ଟନ୍ ଖଗଙ ଲୋଡ୍ ହେବ। ଏହା ପରେ ମହାରାଷ୍ଟ୍ର ଆଡକୁ ଗତି କରିବ।

ଗତ ବର୍ଷ ଲକ୍ ଡାଉନ ସମୟରେ ରେଳବାଇ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ କରି ଅତ୍ୟାବଶକୀୟ ଯୋଗାଣ ଶୃଙ୍ଖଳାକୁ ଅକ୍ଷୁର୍ଣ୍ଣ ରଖିଥିଲା ଏବଂ ଜରୁରୀକାଳୀନ ପରିସ୍ଥିତିରେ ରାଷ୍ଟ୍ରର ସେବା ଜାରି ରଖିଥିଲା। ଚଳିତ ବର୍ଷ ଅକ୍ସିଜେନ୍ ଏକ୍ସପ୍ରେସ ଦେଶର ବିଭିନ୍ନ ସ୍ଥାନକୁ ଯାତାୟାତ କରିବା ସହିତ ରୋଗୀ ଏବଂ ବିଭିନ୍ନ ଡାକ୍ତରଖାନାକୁ ଅକ୍ସିଜେନ ଯୋଗାଇବାରେ ସାହାଯ୍ୟ କରିବ।

East Coast Rail Indian Railway ପୂର୍ବତଟ ରେଳପଥ
Share. Facebook Twitter LinkedIn Email WhatsApp Copy Link

Related Posts

ଗତି ଶକ୍ତି ବିଶ୍ୱବିଦ୍ୟାଳୟ ଏବଂ ଡିଜିସିଏ ମଧ୍ୟରେ ରାଜିନାମା ସ୍ବାକ୍ଷରିତ

March 31, 2026

ଜନଗଣନା-୨୦୨୭: ଦୁଇ ପର୍ଯ୍ୟାୟରେ ହେବ ଭାରତର ବୃହତ୍ତମ ଜନଗଣନା, ଏପ୍ରିଲ ୧ ରୁ ପ୍ରଥମ ପର୍ଯ୍ୟାୟ

March 31, 2026

ଆଜି ମାର୍ଚ୍ଚ ୩୧ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 31, 2026

ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

March 30, 2026
Latest News

କୋରାପୁଟ ସ୍ଥିତ ସୀମା ସୁରକ୍ଷା ବଳର ହୀରକ ଜୟନ୍ତୀ ପାଳିତ

March 31, 2026

ହୋଟେଲ ଲାଇଫ୍ ଠାରେ ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍- ଫ୍ରମ୍ ଗ୍ରାଉଣ୍ଡ ଟୁ ଗ୍ରୋଥ୍’ ଅନୁଷ୍ଠିତ

March 31, 2026

ଗତି ଶକ୍ତି ବିଶ୍ୱବିଦ୍ୟାଳୟ ଏବଂ ଡିଜିସିଏ ମଧ୍ୟରେ ରାଜିନାମା ସ୍ବାକ୍ଷରିତ

March 31, 2026

ଜନଗଣନା-୨୦୨୭: ଦୁଇ ପର୍ଯ୍ୟାୟରେ ହେବ ଭାରତର ବୃହତ୍ତମ ଜନଗଣନା, ଏପ୍ରିଲ ୧ ରୁ ପ୍ରଥମ ପର୍ଯ୍ୟାୟ

March 31, 2026

ଆଜି ମାର୍ଚ୍ଚ ୩୧ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.