Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନଭିମୁମ୍ବାଇ ମହାନଗର ନିଗମକୁ ଓଡିଶା ଭବନ ଭଡା ଛାଡ କଲେ ନବୀନ ପଟ୍ଟନାୟକ
ଜାତୀୟ ଖବର

ନଭିମୁମ୍ବାଇ ମହାନଗର ନିଗମକୁ ଓଡିଶା ଭବନ ଭଡା ଛାଡ କଲେ ନବୀନ ପଟ୍ଟନାୟକ

May 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ନଭିମୁମ୍ବାଇ ମହାନଗର ନିଗମକୁ ଓଡିଶା ଭବନ ଭଡା ଛାଡ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର, କୋଭିଡ଼ ମହାମାରୀର ମୁକାବିଲା ପାଇଁ ମୁମ୍ବାଇ ରେ ରୋଗୀ ଙ୍କୁ ସେବା ଯୋଗାଉଥିବା ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ମାନଙ୍କ ସନ୍ ଗରୋଧ ନିମନ୍ତେ ନାଭି ମୁମ୍ବାଇ ମହାନଗର ନିଗମ ସେଠାରେ ଥିବା ଓଡ଼ିଶା ଭବନକୁ ୨୦୨୦ ଅପ୍ରେଲରୁ ବ୍ୟବହାର କରିଆସୁଥିଲେ ।

ଏହାର ଭଡ଼ା ବାବଦ ଦେୟ ଦୁଇ କୋଟି ଷୋହଳ ହଜାର ଟଙ୍କା ଥିବା ବେଳେ , ମହାମାରୀ ର ଏ ବିପଦ ସମୟରେ ମାନଵିକତା ତଥା ମୁମ୍ବାଇ ର ଜନସାଧାରଣଙ୍କ ପ୍ରତି ସଦିଛ୍ଛା ପୂର୍ଣ୍ଣ ମନୋଭାବ ପ୍ରଦର୍ଶନ ପୂର୍ବକ ଓଡ଼ିଶା ଭବନ ଭଡା ଦେୟକୁ ସମ୍ପୂର୍ଣ୍ଣ ଛାଡ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ନଵୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନା ଯୋଗ୍ୟ ଯେ ଗୁରୁତର କୋଭିଡ଼ ରୋଗୀଙ୍କ ଚିକିତ୍ସା ନିମନ୍ତେ ଓଡ଼ିଶା ମହାରାଷ୍ଟ୍ର କୁ ଜରୁରୀ ଭିତ୍ତି ରେ ଗତ ପନ୍ଦର ଦିନ ହେଲା ଅକ୍ସିଜେନ ମଧ୍ୟ ଯୋଗାଉଛି ।

ଓଡିଶା ଭବନ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026
Latest News

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.