Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଦିଲ୍ଲୀ ଏବଂ ଗୋଆ ଯାତ୍ରା କରୁଥିବା ଟ୍ରେନ ଯାତ୍ରୀମାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଘୋଷଣା
ଜାତୀୟ ଖବର

ଦିଲ୍ଲୀ ଏବଂ ଗୋଆ ଯାତ୍ରା କରୁଥିବା ଟ୍ରେନ ଯାତ୍ରୀମାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଘୋଷଣା

May 10, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଟ୍ରେନ୍ ଯାତ୍ରୀମାନଙ୍କ ପାଇଁ ଦିଲ୍ଲୀ ଏବଂ ଗୋଆ ସରକାରଙ୍କ ପକ୍ଷରୁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋଟୋକଲ୍ (SOP) ଜାରି କରାଯାଇଛି। ତେଲେଙ୍ଗାନା ଏବଂ ଆନ୍ଧ୍ରପ୍ରଦେଶରୁ ଟ୍ରେନ ଯୋଗେ ଦିଲ୍ଲୀ ଯାଉଥିବା ଏବଂ ଦେଶର ଯେ କୌଣସି ସ୍ଥାନରୁ ଗୋଆ ଯାଉଥିବା ଯାତ୍ରୀମାନଙ୍କ ପାଇଁ ଉଭୟ ସରକାର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋଟୋକଲ୍ (SOP) ଜାରି କରିଛନ୍ତି।

ଦେଶର ଯେକୌଣସି ସ୍ଥାନରୁ ଗୋଆର ଯେ କୌଣସି ଷ୍ଟେସନକୁ ଯାଉଥିବା ଯାତ୍ରୀ ଗୋଆ ରାଜ୍ୟରେ ପ୍ରବେଶ କରିବାର ୭୨ ଘଣ୍ଟା ମଧ୍ୟରେ ପରୀକ୍ଷା ହୋଇଥିବା ଆରଟିପିସିଆର ରିପୋର୍ଟ କିମ୍ବା ଦୁଇଟି ଡୋଜ୍ କୋଭିଡ ୧୯ ଟୀକା ନେଇଥିବା ପ୍ରମାଣ ପତ୍ର ଦର୍ଶାଇବା ଜରୁରୀ ଅଟେ।

ନିମ୍ନ ପ୍ରଦତ୍ତ ବ୍ୟକ୍ତି ବିଶେଷ ଗୋଆ ଯିବା ପାଇଁ ଛାଡ଼ ପାଇବେ

1-ଗୋଆ ରାଜ୍ୟର ବାସିନ୍ଦା

2-କାମ ପାଇଁ ଗୋଆରେ ପ୍ରବେଶ କରୁଥିବା ବ୍ୟକ୍ତି କାର‌୍ୟ୍ୟ ପ୍ରମାଣ ପତ୍ର। ନିଯୁକ୍ତିଦାତାଙ୍କଠାରୁ ଚିଠି

3-ମେଡିକାଲ ସେବାରେ ଜରୁରୀକାଳୀନ ପରିସ୍ଥିତି ପାଇଁ ବ୍ୟକ୍ତି ମାନେ।

ସେହିଭଳି, ତେଲେଙ୍ଗାନା ଏବଂ ଆନ୍ଧ୍ରପ୍ରଦେଶରୁ ଦିଲ୍ଲୀ ଅଞ୍ଚଳକୁ ଯାଉଥିବା ଟ୍ରେନଗୁଡିକ ସଂପୃକ୍ତ ଜିଲ୍ଲା ମାଜିଷ୍ଟ୍ରେଟଙ୍କ ଦ୍ୱାରା ଚିହ୍ନଟ ହୋଇଥିବା ସରକାରୀ ଅନୁଷ୍ଠାନିକ କ୍ଵାରେଣ୍ଟାଇନ ଦେୟଯୁକ୍ତ କ୍ଵାରେଣ୍ଟାଇନରେ ବାଧ୍ୟତାମୂଳକ ଭାବେ ୧୪ ଦିନ ପାଇଁ ରହିବାକୁ ପଡିବ।

ଦୁଇଟି ଡୋଜ୍ କୋଭିଡ୧୯ ଟୀକା ନେଇଥିବା ପ୍ରମାଣ ପତ୍ର କିମ୍ବା ଯାତ୍ରା ପ୍ରାରମ୍ଭ ଦିନର ୭୨ ଘଣ୍ଟା ମଧ୍ୟରେ ପରୀକ୍ଷା ହୋଇଥିବା ଆରଟିପିସିଆର ନେଗେଟିଭ ରିପୋର୍ଟ ଦର୍ଶାଇବା ଜରୁରୀ ଅଟେ । ଯଦି କୌଣସି ବ୍ୟକ୍ତିଙ୍କ ସହିତ ଘର କ୍ଵାରେଣ୍ଟାଇନ ପାଇଁ କୌଣସି ଉପଯୁକ୍ତ ସୁବିଧା ଉପଲବ୍ଧ ନଥାଏ, ତେବେ ସେ ୭ ଦିନ ପାଇଁ ସରକାରୀ ସ୍ବୀକୃତ ପ୍ରାପ୍ତ ହୋଟେଲରେ ଦେୟଯୁକ୍ତ କ୍ଵାରେଣ୍ଟାଇନ ଚୟନ କରିପାରିବେ।

ଯଦି କୌଣସି ବ୍ୟକ୍ତି ପ୍ରମାଣ ପତ୍ର ଦେଖାଇ ନପାରିବେ ତେବେ ସେମାନଙ୍କୁ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା କ୍ଵାରେଣ୍ଟାଇନ ସମ୍ବନ୍ଧୀୟ ପ୍ରୋଟୋକଲ୍ ବା ଗାଇଡ ଲାଇନଗୁଡ଼ିକର ଅନୁପାଳନ କ୍ଷେତ୍ରରେ ଏହିପରି ବ୍ୟକ୍ତିମାନଙ୍କୁ ୭ ଦିନ ସରକାରୀ ଅନୁଷ୍ଠାନ କୋଭିଡ କେନ୍ଦ୍ରରେ ରଖାଯିବ।

ଗୋଆ ଟ୍ରେନ ଯାତ୍ରୀ ଦିଲ୍ଲୀ
Share. Facebook Twitter LinkedIn Email WhatsApp Copy Link

Related Posts

ସହରାଞ୍ଚଳ ଭିତ୍ତିଭୂମି ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ହୁଡକୋ ସହ ଓଡ଼ିଶାର ସହଭାଗିତା

July 12, 2026

୧୬୦୨ ଦିନ ପରେ ଭାରତର ଶେଷ ହେଲା ରାଜତ୍ଵ: ପଞ୍ଚମ ଟି-୨୦ ଜିତି ବିଶ୍ଵର ନଂ-୧ ହେଲା ଇଂଲଣ୍ଡ

July 12, 2026

ଆଜି ଜୁଲାଇ ୧୨ ତାରିଖ ରବିବାରରେ ଏହି ରାଶି ପାଇଁ ରହିଛି ଲାଭର ଯୋଗ: ଜାଣନ୍ତୁ ରାଶିଫଳ

July 12, 2026

ନିଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର ଆୟୋଜନ

July 11, 2026
Latest News

ସହରାଞ୍ଚଳ ଭିତ୍ତିଭୂମି ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ହୁଡକୋ ସହ ଓଡ଼ିଶାର ସହଭାଗିତା

July 12, 2026

୧୬୦୨ ଦିନ ପରେ ଭାରତର ଶେଷ ହେଲା ରାଜତ୍ଵ: ପଞ୍ଚମ ଟି-୨୦ ଜିତି ବିଶ୍ଵର ନଂ-୧ ହେଲା ଇଂଲଣ୍ଡ

July 12, 2026

ଆଜି ଜୁଲାଇ ୧୨ ତାରିଖ ରବିବାରରେ ଏହି ରାଶି ପାଇଁ ରହିଛି ଲାଭର ଯୋଗ: ଜାଣନ୍ତୁ ରାଶିଫଳ

July 12, 2026

ନିଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର ଆୟୋଜନ

July 11, 2026

ମେଧା ବଗି କାରଖାନାରେ ଇଞ୍ଜିନିୟର ଓ ଉତ୍ପାଦନ ଦଳ ସହ ମତ ବିନିମୟ କଲେ ରେଳମନ୍ତ୍ରୀ

July 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.