Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»‘ବ୍ଲାକ ଫଙ୍ଗସ୍’ ମୁକାବିଲା ପାଇଁ ଆମ୍ଫୋଟେରିସିନ-ବି ଉତ୍ପାଦନ ବଢାଇବା ନିମନ୍ତେ ସରକାରଙ୍କ ପଦକ୍ଷେପ
ଜାତୀୟ ଖବର

‘ବ୍ଲାକ ଫଙ୍ଗସ୍’ ମୁକାବିଲା ପାଇଁ ଆମ୍ଫୋଟେରିସିନ-ବି ଉତ୍ପାଦନ ବଢାଇବା ନିମନ୍ତେ ସରକାରଙ୍କ ପଦକ୍ଷେପ

May 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, କୋଭିଡ ପରବର୍ତ୍ତୀ ଜଟିଳତା ମ୍ୟୁକୋମାୟୋସିସ ବା ବ୍ଲାକ ଫଙ୍ଗସ ପୀଡିତଙ୍କୁ ଡାକ୍ତରମାନେ ଆମ୍ଫୋଟେରିସିନ-ବି ଔଷଧ ଖାଇବାକୁ ପରାମର୍ଶ ଦେଉଥିବାରୁ କିଛି ରାଜ୍ୟରେ ଏହାର ଆବଶ୍ୟକତା ସୃଷ୍ଟି ହୋଇଛି । ତେଣୁ ଏହି ଔଷଧର ଉତ୍ପାଦନ ବଢାଇବା ପାଇଁ ଭାରତ ସରକାର ଉତ୍ପାଦକମାନଙ୍କ ସହ ଆଲୋଚନା ଜାରି ରଖିଛନ୍ତି । ଅଧିକ ଆମଦାନୀ ହେବା ସହ ଦେଶରେ ଏହି ଔଷଧର ଉତ୍ପାଦନ ବଢିଲେ ଯୋଗାଣ ସ୍ଥିତି ସୁଧୁରିବ ।

ଉତ୍ପାଦକ ବା ଆମଦାନୀକାରୀଙ୍କ ସହ ଷ୍ଟକ ସ୍ଥିତିର ସମୀକ୍ଷା କରି ଗତକାଲିଠାରୁ ସମ୍ଭାବ୍ୟ ଆବଶ୍ୟକତା ଆଧାରରେ ଆମ୍ଫୋଟେରିସିନ-ବି ଔଷଧ ବିଭାଗ ଦ୍ୱାରା ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଆବଣ୍ଟିତ କରାଯାଉଛି । ସରକାରୀ, ବେସରକାରୀ ଡାକ୍ତରଖାନା ଓ ସ୍ୱାସ୍ଥ୍ୟ ସେବା ସଂସ୍ଥାନଗୁଡିକ ମଧ୍ୟରେ ଏହି ଔଷଧର ସୁଷମ ବଣ୍ଟନ ବ୍ୟବସ୍ଥା କରିବାକୁ ରାଜ୍ୟଗୁଡିକୁ ଅନୁରୋଧ କରାଯାଇଛି ।

ଆବଣ୍ଟିତ ଔଷଧ ସଂଗ୍ରହ ପାଇଁ ସରକାରୀ ଓ ବେସରକାରୀ ଡାକ୍ତରଖାନାଗୁଡିକୁ ଯୋଗାଯୋଗ ବିନ୍ଦୁ ସମ୍ପର୍କରେ ଜଣାଇବାକୁ ରାଜ୍ୟଗୁଡିକୁ ଅନୁରୋଧ କରାଯାଇଛି । ସେହିପରି ଯୋଗାଇ ଦିଆଯାଇଥିବା ଓ ଆବଣ୍ଟିତ ହୋଇଥିବା ଷ୍ଟକର ସୁଚିନ୍ତିତ ବ୍ୟବହାର ପାଇଁ ରାଜ୍ୟଗୁଡିକୁ ଅନୁରୋଧ କରାଯାଇଛି । ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ ପ୍ରାଧିକରଣ (ଏନପିପିଏ) ଯୋଗାଣ ବ୍ୟବସ୍ଥାର ନୀରିକ୍ଷଣ କରିବେ ।

ଆମ୍ଫୋଟେରିସିନ-ବି ବ୍ଲାକ ଫଙ୍ଗସ
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ଦେଶର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡର ଲୋକାର୍ପଣ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.