Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ୨ଟି ବଡ ନିଷ୍ପତ୍ତି: ଜାଣନ୍ତୁ କଣ ଘୋଷଣା କଲେ ମୁଖ୍ୟ ଶାସନ ସଚିବ
ବିଶେଷ ଖବର

କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ୨ଟି ବଡ ନିଷ୍ପତ୍ତି: ଜାଣନ୍ତୁ କଣ ଘୋଷଣା କଲେ ମୁଖ୍ୟ ଶାସନ ସଚିବ

May 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: କରୋନା ମୁକାବିଲା ପାଇଁ ରାଜ୍ୟ ସରକାର୨ଟି ବଡ ନିଷ୍ପତ୍ତି ନେଇଛନ୍ତି। ପ୍ରଥମତଃ କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ବିଶିଷ୍ଟ ଚିକିତ୍ସା ବିଜ୍ଞାନୀ ଡାକ୍ତର ଶ୍ରୀନଥ ରେଡ୍ଡୀଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି। ଏହି କମିଟିରେ ବହୁ ବରିଷ୍ଠ ଡାକ୍ତର ଏବଂ ବୈଜ୍ଞାନିକ ସଦସ୍ୟ ଅଛନ୍ତି। ଡାକ୍ତର ଦେବୀ ସେଟ୍ଟୀ, ରାମାକାନ୍ତ ପଣ୍ଡା କମିଟିରେ ସଦସ୍ୟ ଅଛନ୍ତି।

ତେବେ ଏହି କମିଟି କରୋନା ପରିଚାଳନା ନେଇ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେବେ। ଟୀକାକରଣ ଏବଂ ପରବର୍ତ୍ତୀ ଲହର ବିଷୟରେ ରାଜୟ ସରକାରଙ୍କୁ ପରାମର୍ଶ ଦେବେ। କମିଟିର ପରାମର୍ଶ ଅନୁସାରେ ରାଜ୍ୟ ସରକାର ପଦକ୍ଷେପ ନେବେ। ଏନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି।

ସେହିପରି ରାଜ୍ୟ ସରକାରଙ୍କ ଦ୍ଵିତୀୟ ନିଷ୍ପତ୍ତି ହେଉଛି, ଟୀକା ପାଇଁ ଗ୍ଲୋବାଲ ଟେଣ୍ଡର ବ୍ୟବସ୍ଥା। ଏ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ମଧ୍ୟ ସୂଚନା ଦେଇଛନ୍ତି। ୩ କୋଟି ୮୦ ଲକ୍ଷ ଟୀକା କିଣିବାକୁ ଟେଣ୍ଡର ଡକାଯାଇଛି। ୪ ମାସ ମଧ୍ୟରେ ସମସ୍ତ ଟୀକା ଯୋଗାଇଦେବାକୁ କୁହାଯାଇଛି। ଯଦି ସଫଳ ବିଡିଂ ହୁଏ, ତେବେ ମେ’ ୨୮ ପରେ ଆମେ ଟୀକା କିଣିପାରିବା ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।

କରୋନା ମୁକାବିଲା ବଡ ନିଷ୍ପତ୍ତି ମୁଖ୍ୟ ଶାସନ ସଚିବ ରାଜ୍ୟ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026
Latest News

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.