Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଢିଲା ରାଜ୍ୟରେ ଲକଡାଉନ ଅବଧି: ସକାଳ ୭ ଟାରୁ ୧୧ ଟା ଯାଏଁ ମିଳିବ ଅତ୍ୟାବଶ୍ୟକ ସାମଗ୍ରୀ
ଆଜିର ଖବର

ବଢିଲା ରାଜ୍ୟରେ ଲକଡାଉନ ଅବଧି: ସକାଳ ୭ ଟାରୁ ୧୧ ଟା ଯାଏଁ ମିଳିବ ଅତ୍ୟାବଶ୍ୟକ ସାମଗ୍ରୀ

May 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଲକଡାଉନ ଅବଧିକୁ ସରକାର ବୃଦ୍ଧି କରିଛନ୍ତି। ଜୁନ୍ ୧ ତାରିଖ ଯାଏଁ ଲକଡାଉନକୁ ବୃଦ୍ଧି କରାଯାଇଛି। ଜୁନ୍ ୧ ତାରିଖ ସକାଳ ୫ ଟା ଯାଏଁ ରାଜ୍ୟରେ କଟକଣା ବଳବତ୍ତର ରହିବ। ଏହାସହ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ସମୟ ଅବଧିକୁ ହ୍ରାସ କରାଯାଇଛି।

ପୂର୍ବରୁ ସକାଳ ୬ ଟା ରୁ ୧୨ ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଅନୁମତି ରହିଥିବା ବେଳେ ବର୍ତ୍ତମାନ ଏହାର ଅବଧିକୁ ସକାଳ ୭ ଟାରୁ ୧୧ ଟା ଯାଏଁ ଅନୁମତି ରହିଛି। ଏହି ସମୟରେ ୫୦୦ ମିଟର ଭିତରେ ଚାଲିକି ଯାଇ ସାମଗ୍ରୀ କିଣିବାକୁ ଅନୁମତି ମିଳିଛି।

ପୂର୍ବଭଳି ପ୍ରତ୍ୟେକ ଶନିବାର ଏବଂ ରବିବାର ଦିନ ସଟଡାଉନ କଟକଣା ଜାରି ରହିବ। ବିବାହ ଉତ୍ସବରେ ମାତ୍ର ୨୫ ଜଣଙ୍କୁ ଅନୁମତି ରହିଛି। ବାହାଘର, ବ୍ରତ ଘର, ଶୁଦ୍ଧିକ୍ରିୟାରେ ଭୋଜି ଭାତ ପାଇଁ ଅନୁମତି ନାହିଁ। କେବଳ ପ୍ୟାକେଟ ଖାଦ୍ୟ ଅନୁମତି ମିଳିବ।

ଅତ୍ୟାବଶ୍ୟକ ସାମଗ୍ରୀ ଜୁନ୍ ୧ ତାରିଖ ଲକଡାଉନ ଅବଧି
Share. Facebook Twitter LinkedIn Email WhatsApp Copy Link

Related Posts

ନାନ୍ଦେଡ଼ର ଗୁରୁଦ୍ୱାରା ମାତା ସାହିବ କୌରରେ ସୁଖବୀର ସିଂହ ବାଦଲଙ୍କୁ ଆକ୍ରମଣ

August 13, 2026

ଆରଜି କର ଦୁଷ୍କର୍ମ-ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ: ପୂର୍ବତନ ଟିଏମସି ବିଧାୟକ ଗିରଫ

August 13, 2026

ରକେଟ ଭଳି ଚଢିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଆଜିର ଦର

August 13, 2026

ବିଜେପି ମୁଖପାତ୍ର ଭାବରେ କାର୍ଯ୍ୟ କରୁଛି ଅକାଳୀ ଦଳ: ଇଡି ଚିଠି ଉପରେ ଆପ ର ଆକ୍ରମଣ

August 13, 2026
Latest News

ନାନ୍ଦେଡ଼ର ଗୁରୁଦ୍ୱାରା ମାତା ସାହିବ କୌରରେ ସୁଖବୀର ସିଂହ ବାଦଲଙ୍କୁ ଆକ୍ରମଣ

August 13, 2026

ଆରଜି କର ଦୁଷ୍କର୍ମ-ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ: ପୂର୍ବତନ ଟିଏମସି ବିଧାୟକ ଗିରଫ

August 13, 2026

ରକେଟ ଭଳି ଚଢିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଆଜିର ଦର

August 13, 2026

ବିଜେପି ମୁଖପାତ୍ର ଭାବରେ କାର୍ଯ୍ୟ କରୁଛି ଅକାଳୀ ଦଳ: ଇଡି ଚିଠି ଉପରେ ଆପ ର ଆକ୍ରମଣ

August 13, 2026

ଲୋକସଭା ଅନିଶ୍ଚିତକାଳ ପାଇଁ ମୁଲତବୀ

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.