Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଯାତ୍ରୀମାନେ ଧ୍ୟାନ ଦିଅନ୍ତୁ, କରୋନା ପାଇଁ ବାତିଲ ହେଲା 10ଟି ଟ୍ରେନ
ଜାତୀୟ ଖବର

ଯାତ୍ରୀମାନେ ଧ୍ୟାନ ଦିଅନ୍ତୁ, କରୋନା ପାଇଁ ବାତିଲ ହେଲା 10ଟି ଟ୍ରେନ

May 20, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, କୋଭିଡ଼୧୯ ସଂକ୍ରମଣର ବୃଦ୍ଧିକୁ ଦୃଷ୍ଟିରେ ରଖି ସଂକ୍ରମଣର ଶୃଙ୍ଖଳା ଭାଙ୍ଗିବା  ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଏହାର ପରିସୀମା ମଧ୍ୟରେ ଚଳାଚଳ କରୁଥିବା କେତେକ ଦୂରଗାମୀ ଟ୍ରେନ ସହିତ ସ୍ଥାନୀୟ MEMU ଏବଂ ପାସେଞ୍ଜର ଟ୍ରେନ୍ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି। ସେହି ଅନୁସାରେ ଯେଉଁ ଟ୍ରେନ ବାତିଲ ପାଇଁ ନିଷ୍ପତି ନିଆଯାଇଛି ସେଗୁଡିକ ହେଲା..

ଭୁବନେଶ୍ୱରରୁ ନୂଆଦିଲ୍ଲୀ କୁ ଯାତ୍ରା କରୁଥିବା ରାଜଧାନୀ ବିଶେଷ ଟ୍ରେନ୍ ଗୁଡିକ ମଇ ମାସ ଶେଷ ପର୍ଯ୍ୟନ୍ତ ସପ୍ତାହକୁ ସବୁଦିନ ପରିବର୍ତ୍ତେ ଦୁଇଦିନ ଚଳାଚଳ କରିବ।

● 02823 ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ସ୍ପେସାଲ ଭାୟା ଟାଟା ମଇ ମାସ ୨୧ ତାରିଖ ଠାରୁ ୩୧ ତାରିଖ ପର୍ଯ୍ୟନ୍ତ କେବଳ ମଙ୍ଗଳବାର ମାନଙ୍କରେ ନୂଆଦିଲ୍ଲୀ ଯାତ୍ରା କରିବ | ଅବଶିଷ୍ଟ ଦିନ ମାନଙ୍କରେ ଏହି ଟ୍ରେନ ଭୁବନେଶ୍ୱର ଠାରୁ ବାତିଲ ରହିବ।

ଫେରିବା ମାର୍ଗରେ 02824 ନୂଆ ଦିଲ୍ଲୀ-ଭୁବନେଶ୍ୱର ଭାୟା ଟାଟା ମଇ ମାସ ୨୨ ତାରିଖ ଠାରୁ ଜୁନ ମାସ ପହିଲା ମଧ୍ୟରେ କେବଳ ବୁଧବାର ମାନଙ୍କରେ ନୂଆଦିଲ୍ଲୀରୁ ଭୁବନେଶ୍ୱର ଫେରିବ। ଅବଶିଷ୍ଟ ଦିନ ମାନଙ୍କରେ ଏହି ଟ୍ରେନ ନୂଆ ଦିଲ୍ଲୀ ଠାରୁ ଭୁବନେଶ୍ୱରକୁ ବାତିଲ ରହିବ।

● 02825/02826 ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସ ସ୍ପେଶାଲ ଭାୟା ଆଦ୍ରI ଭୁବନେଶ୍ୱର ଠାରୁ କେବଳ ରବିବାର ଦିନ ଏବଂ ନୂଆ ଦିଲ୍ଲୀରୁ କେବଳ ସୋମବାର ଦିନ ଚଳାଚଳ କରିବ। ଏହି ଟ୍ରେନ୍ 26 ମଇ ଦିନ ଭୁବନେଶ୍ୱରରୁ ଏବଂ 28 ମଇ 2021 ଦିନ ନୂଆଦିଲ୍ଲୀରୁ ବାତିଲ ରହିବ।

● 02855/02856 ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସ ସ୍ପେସାଲ ଭାୟା ସମ୍ବଲପୁର ସିଟି ଏବଂ ରାଉରକେଲା ମଇ ମାସ 22 ଓ 29 ତାରିଖ ଦିନ ଭୁବନେଶ୍ୱରରୁ ଏବଂ ମଇ ମାସ 23 ଓ 30 ତାରିଖ ଦିନ ନୂଆଦିଲ୍ଲୀରୁ ବାତିଲ ରହିବ।

ଏହା ବ୍ୟତୀତ ଅନ୍ୟ ଟ୍ରେନ ଗୁଡିକ ହେଲା …

A. 02882/02881 ଭୁବନେଶ୍ୱର-ପୁଣେ-ଭୁବନେଶ୍ୱର ସ୍ପେଶାଲ୍ ଭୁବନେଶ୍ୱରରୁ 25 ମଇରେ ଏବଂ ପୁଣେରୁ 27 ମଇ, 2021 ରେ ବାତିଲ୍ ରହିବ।

B. 02097/02098 ଭୁବନେଶ୍ୱର-ଜୁନାଗଡ଼ ରୋଡ୍-ଭୁବନେଶ୍ୱର ସ୍ପେଶାଲ୍ ଭୁବନେଶ୍ୱରରୁ 21 ରୁ 31 ମଇ ମଧ୍ୟରେ ଏବଂ ଜୁନାଗଡ଼ ରୋଡ୍ ଠାରୁ 22 ମଇରୁ 1 ଜୁନ୍, 2021 ମଧ୍ୟରେ ବାତିଲ୍ ରହିବ।

C. 08433/08434 ଭୁବନେଶ୍ୱର-ପାଲାସା-ଭୁବନେଶ୍ୱର ସ୍ପେଶାଲ୍ ଭୁବନେଶ୍ୱରରୁ 21 ମଇରୁ 31 ମଇ, 2021 ପର୍ଯ୍ୟନ୍ତ ଉଭୟ ଦିଗରୁ ବାତିଲ୍ ରହିବ।

D. 08301/08302 ସମ୍ବଲପୁର-ରାୟଗଡା-ସମ୍ବଲପୁର ସ୍ପେଶାଲ୍ 21 ମଇରୁ 31 ମଇ, 2021 ପର୍ଯ୍ୟନ୍ତ ଉଭୟ ଦିଗରୁ ବାତିଲ୍ ରହିବ।

E. 02892/02891 ଭୁବନେଶ୍ୱର-ବାଙ୍ଗିରିପୋସି-ଭୁବନେଶ୍ୱର ବିଶେଷ ଟ୍ରେନ ଭୁବନେଶ୍ୱରରୁ 21 ରୁ 31 ମେ ପର୍ଯ୍ୟନ୍ତ ଏବଂ ବାଙ୍ଗିରିପୋସିରୁ 22 ମଇରୁ 1 ଜୁନ୍, 2021 ପର୍ଯ୍ୟନ୍ତ ବାତିଲ ରହିବ।

F. 08493/08494 ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ସ୍ପେଶାଲ୍ ଉଭୟ ପାର୍ଶ୍ୱରୁ 21 ମଇରୁ 31 ମଇ, 2021 ପର୍ଯ୍ୟନ୍ତ ଉଭୟ ଦିଗରୁ ବାତିଲ୍ ରହିବ।

କରୋନା ପାଇଁ ଟ୍ରେନ ବାତିଲ ଟ୍ରେନ ବାତିଲ
Share. Facebook Twitter LinkedIn Email WhatsApp Copy Link

Related Posts

କାହା ବିରୁଦ୍ଧରେ ଟିମ୍ ଇଣ୍ଡିଆ ପରବର୍ତ୍ତୀ ସିରିଜ?: ପଢନ୍ତୁ ଜୁନ୍ ଏବଂ ଜୁଲାଇ ମାସର ସଂପୂର୍ଣ୍ଣ କାର୍ଯ୍ୟସୂଚୀ

June 22, 2026

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026
Latest News

କାହା ବିରୁଦ୍ଧରେ ଟିମ୍ ଇଣ୍ଡିଆ ପରବର୍ତ୍ତୀ ସିରିଜ?: ପଢନ୍ତୁ ଜୁନ୍ ଏବଂ ଜୁଲାଇ ମାସର ସଂପୂର୍ଣ୍ଣ କାର୍ଯ୍ୟସୂଚୀ

June 22, 2026

ବର୍ଷା ଆସିଲେ କାହିଁକି କେଶ ବେଶି ଝଡେ ? ଏହି ୫ଟି ସରଳ ଅଭ୍ୟାସ ରଖିବ ଆପଣଙ୍କ କେଶକୁ ସୁସ୍ଥ

June 22, 2026

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.