Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»BREAKING: ଓଡିଶାରେ ସାମ୍ଭବ୍ୟ ବାତ୍ୟା ପାଇଁ ରେଳ ବିଭାଗର ବଡ ନିଷ୍ପତ୍ତି, ବାତିଲ ହେବ ୭୪ଟି ଟ୍ରେନ
ଜାତୀୟ ଖବର

BREAKING: ଓଡିଶାରେ ସାମ୍ଭବ୍ୟ ବାତ୍ୟା ପାଇଁ ରେଳ ବିଭାଗର ବଡ ନିଷ୍ପତ୍ତି, ବାତିଲ ହେବ ୭୪ଟି ଟ୍ରେନ

May 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ସାମ୍ଭବ୍ୟ ବାତ୍ୟାକୁ ୟଶ୍ କୁ ଦୃଷ୍ଟିରେ ରଖି ପୂର୍ବତଟ ରେଳବାଇ ବଡ ନିଷ୍ପତି ଗ୍ରହଣ କରିଛି। ଏହି ବାତ୍ୟାରେ ଯାତ୍ରୀମାନଙ୍କ ସୁରକ୍ଷାକୁ ଧ୍ୟାନ ଦେଇ ରେଳବାଇ ଆଗୁଆ ନିଷ୍ପତି ଗ୍ରହଣ କରିଛି। ସେହି ଅନୁସାରେ ଭୁବନେଶ୍ବର ଏବଂ ପୁରୀରୁ ବାହାରୁ ଥିବା ବହୁ ଟ୍ରେନକୁ ବାତିଲ କରାଯିବ। ସର୍ବମୋଟ ୭୪ଟି ଟ୍ରେନକୁ ବାତିଲ କରିବା ପାଇଁ ପୂର୍ବତଟ ରେଳବାଇ ନିଷ୍ପତି କରିଛି। ସେଗୁଡିକ ମଧ୍ୟରୁ ମୁଖ୍ୟ ଟ୍ରେନଗୁଡିକ ହେଲା

01. Bhubaneswar-Mumbai Konark Special,

02. Bhubaneswar-Howrah Jan Shatabdi Special,

03. Puri-New Delhi Purusottam Special,

04. Bhubaneswar-New Delhi Rajdhani Special,

05. Howrah-Puri-Howrah Special,

06. Bhubaneswar-Secunderabad Visakha Special,

07. Puri-Rishikesh Kalinga Utkal Special

08. Ahmedabad, Surat, Ajmer bound trains from Puri;

09. Trains passing through ECoR in Howrah-Chennai Main line.

ବାତ୍ୟା ପାଇଁ ଟ୍ରେନ ବାତିଲ
Share. Facebook Twitter LinkedIn Email WhatsApp Copy Link

Related Posts

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Latest News

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.