Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବାତ୍ୟା ୟଶ୍ ଘଣ୍ଟାକୁ ୭ କିଲୋମିଟର ବେଗରେ ସ୍ଥଳ ଭାଗ ଆଡକୁ ମାଡି ଆସୁଛି
ଜାତୀୟ ଖବର

ବାତ୍ୟା ୟଶ୍ ଘଣ୍ଟାକୁ ୭ କିଲୋମିଟର ବେଗରେ ସ୍ଥଳ ଭାଗ ଆଡକୁ ମାଡି ଆସୁଛି

May 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାତ୍ୟା ୟଶ୍ ଘଣ୍ଟାକୁ ୭ କିଲୋମିଟର ବେଗରେ ସ୍ଥଳ ଭାଗ ଆଡକୁ ମାଡି ଆସୁଛି

ଭୁବନେଶ୍ବର, ବଙ୍ଗୋବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ୟଶ୍ ତୀବ୍ର ରୂପ ଧାରଣ କରିଛି। ବର୍ତ୍ତମାନ ଏହି ବାତ୍ୟା ୟଶ୍ ଘଣ୍ଟାକୁ ୭ କିଲୋମିଟର ବେଗରେ ସ୍ଥଳ ଭାଗ ଆଡକୁ ମାଡି ଆସୁଛି। ଏହି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ। ତେବେ ଏହା କେଉଁଠାରେ ସ୍ଥଳ ଭାଗ ଛୁଇଁବ ତାହା ନିର୍ଦ୍ଧାରଣ କରାଯାଇ ପାରି ନାହିଁ। ବର୍ତ୍ତମାନର ଗତିପଥ ଅନୁସାରେ ବାଲେଶ୍ବରରେ ସ୍ଥଳ ଭାଗ ଛୁଇଁବ ବୋଲି ସମ୍ଭାବନା ରହିଛି।

ବର୍ତ୍ତମାନ ବାତ୍ୟା ୟଶ୍ ପାରାଦୀପଠାରୁ ଦକ୍ଷିଣ ଦକ୍ଷିଣ ପୂର୍ବ ଦିଗରେ ୪୯୦ କିଲୋମିଟର ଦୂରରେ ଥିବା ବେଳେ ଦକ୍ଷିଣ-ଦକ୍ଷିଣପୂର୍ବ ବାଲେଶ୍ବର ଠାରୁ ୫୯୦ କିଲୋମିଟର ଓ ଦୀଘା ଠାରୁ ୫୪୦ କିଲୋମିଟର ଦୂରରେ ରହିଛି। ଆସନ୍ତାକାଲି ସକାଳ ସୁଦ୍ଧା ଏହା ଅତି ଭୀଷଣ ବାତ୍ୟାର ରୂପ ନେବ ।

ଭାରତୀୟ ପାଣିପାଗ ସୂଚନା ଅନୁସାରେ ବାତ୍ୟା ୟଶ୍ ଆସନ୍ତା ୨୬ ତାରିଖ ଦିନ ପୂର୍ବାହ୍ନରେ ଲ୍ୟାଣ୍ଡଫଲ କରିବ। ପାରାଦୀପ ଓ ସାଗରଦ୍ବୀପ ମଧ୍ୟରେ ଏହା ଲ୍ୟାଣ୍ଡଫଲ କରିବ ବୋଲି ପୂର୍ବରୁ କୁହାଯାଉଛି ।

ବାତ୍ୟା ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି । ଲ୍ୟାଣ୍ଡଫଲ୍‌ କରିବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୫୫ କି.ମିରୁ ୧୬୫ କି.ମି ରହିବ । ଏ ନେଇ ମତ୍ସଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ମଙ୍ଗଳବାରରୁ ରାଜ୍ୟରେ ବର୍ଷା ଆରମ୍ଭ ହେବର ସମ୍ଭାବନା ରହିଛି। ଧିରେ ଧରେ ଏହି ବର୍ଷାର ପ୍ରକୋପ ବଢିବ। ଏଥିସହିତ ପବନର ବେଗ ମଧ୍ୟ ବୃଦ୍ଧି ପାଇବ ବୋଲି ଜଣାପଡିଛି।

ବାତ୍ୟା ୟଶ୍
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ଯୋଗଦେଲେ ଶତାଧିକ ବିଜେଡି ନେତା

February 7, 2026

ଆଜି ସାତୋଟି ରାଶି ପାଇଁ ରହିଛି ଧନ ଯୋଗ, ଜାଣନ୍ତୁ ୭ ଫେବୃୟାରୀର ରାଶିଫଳ

February 7, 2026

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026
Latest News

ବିଜେପିରେ ଯୋଗଦେଲେ ଶତାଧିକ ବିଜେଡି ନେତା

February 7, 2026

ଆଜି ସାତୋଟି ରାଶି ପାଇଁ ରହିଛି ଧନ ଯୋଗ, ଜାଣନ୍ତୁ ୭ ଫେବୃୟାରୀର ରାଶିଫଳ

February 7, 2026

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.