Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଭୁବନେଶ୍ବର ବିମାନ ବନ୍ଦରରେ ପ୍ରଧାନମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା, କରିପାରନ୍ତି ପ୍ୟାକେଜ ଘୋଷଣା
ଜାତୀୟ ଖବର

ଭୁବନେଶ୍ବର ବିମାନ ବନ୍ଦରରେ ପ୍ରଧାନମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା, କରିପାରନ୍ତି ପ୍ୟାକେଜ ଘୋଷଣା

May 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବର ବିମାନ ବନ୍ଦରରେ ବାତ୍ୟା ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ବର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭୁବନେଶ୍ବରର ବିମାନ ବନ୍ଦରରେ ବାତ୍ୟା ୟଶ କ୍ଷୟକ୍ଷତି ଉପରେ ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ବୈଠକରେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡଙ୍ଗୀ ଉପସ୍ଥିତ ରହିଛନ୍ତି।

ଏଥିସହିତ ମୁଖ୍ୟଶାସନ ସଚିବ, ପୋଲିସ ଡିଜି ଏବଂ ଏସଆରସିଙ୍କ ସହିତ ବହୁ ଉଚ୍ଚ ପଦସ୍ଥ ଅଧିକାରୀ ଏହି ବୈଠକରେ ସାମିଲ ହୋଇଛନ୍ତି।

ପ୍ରଧାନମନ୍ତ୍ରୀ ଆଜି ସକାଳେ ଭୁବନେଶ୍ବର ବିମାନ ବନ୍ଦରରେ ପହଁଞ୍ଚିବା ପରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଏବଂ ମୁଖ୍ୟ ଶାସନ ସଚିବ ସ୍ବାଗତ କରିଥିଲେ। ଏହାପରେ ସମୀକ୍ଷା ବୈଠକ ବିମାନ ବନ୍ଦର ଭିତରେ କରାଯାଇଥିଲା।

ଏହି ବୈଠକ ପରେ ମୋଦି ଆକାଶ ମାର୍ଗରୁ ବାତ୍ୟା ପରିସ୍ଥିତି ଦେଖିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି। ଓଡିଶାର ବାତ୍ୟା କ୍ଷୟକ୍ଷତି ଉପରେ ପ୍ରଧାନମନ୍ତ୍ରୀ କିଛି ଘୋଷଣା କରିବାର ସମ୍ଭାବନା ରହିଛି।

ଓଡିଶାରେ ପ୍ରଧାନମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧର୍ମେନ୍ଦ୍ର ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ୧୨ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିଙ୍କ ପାଇଁ ରହିଛି ଶୁଭ ଖବର

December 12, 2025

ଓଡ଼ିଶାରେ ୩୫ ଜଣଙ୍କୁ ନାଗରିକତା ପ୍ରମାଣପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

December 11, 2025

ଚର୍ଚ୍ଚିତ ରାମଗୋପାଳ ମିଶ୍ର ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ଫାଶୀଦଣ୍ଡ

December 11, 2025

ରାଜଧାନୀର ଖୋଲା ଆକାଶତଳେ ହଜାର ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ

December 11, 2025
Latest News

ଆଜି ୧୨ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିଙ୍କ ପାଇଁ ରହିଛି ଶୁଭ ଖବର

December 12, 2025

ଓଡ଼ିଶାରେ ୩୫ ଜଣଙ୍କୁ ନାଗରିକତା ପ୍ରମାଣପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

December 11, 2025

ଚର୍ଚ୍ଚିତ ରାମଗୋପାଳ ମିଶ୍ର ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ଫାଶୀଦଣ୍ଡ

December 11, 2025

ରାଜଧାନୀର ଖୋଲା ଆକାଶତଳେ ହଜାର ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ

December 11, 2025

ହିନ୍ଦୀ ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବୈଠକ

December 11, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.