Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନିୟନ୍ତ୍ରଣକୁ ଆସିଲା ଖୋର୍ଦ୍ଧା ଜିଲ୍ଲାର ଆକ୍ରାନ୍ତଙ୍କ ସଂଖ୍ୟା, ସ୍ଥିର ରହିଛି କଟକ, ଯାଜପୁର, ଅନୁଗୁଳ ଜିଲ୍ଲା ସ୍ଥିତି
ବିଶେଷ ଖବର

ନିୟନ୍ତ୍ରଣକୁ ଆସିଲା ଖୋର୍ଦ୍ଧା ଜିଲ୍ଲାର ଆକ୍ରାନ୍ତଙ୍କ ସଂଖ୍ୟା, ସ୍ଥିର ରହିଛି କଟକ, ଯାଜପୁର, ଅନୁଗୁଳ ଜିଲ୍ଲା ସ୍ଥିତି

June 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ନୂଆ କରୋନା ତଥ୍ୟରୁ ଜଣ ପଡିଛି ଯେ ସବୁବେଳେ ଆକ୍ରାନ୍ତଙ୍କ ସଂଖ୍ୟାରେ ଟପ୍ ରେ ରହୁଥିବା ଖୋର୍ଦ୍ଧା ଜିଲ୍ଲା ନିୟନ୍ତ୍ରଣକୁ ଆସିଛି। ତାଜା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି 495 ଜଣ ନୂଆ ଆକ୍ରାନ୍ତ। ପୂର୍ବରୁ ଏହି ଜିଲ୍ଲା ଲଗାତର ହଜାରେ ଉପରେ ରହୁଥିଲା। ସେହିପରି କଟକ, ଯାଜପୁର ଏବଂ ଅନୁଗୁଳର ସ୍ଥିତି ପୂର୍ବପରି ରହିଛି। ନୂଆ ତଥ୍ୟ ଅନୁସାରେ ବିଭିନ୍ନ ଜିଲ୍ଲାର ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ଏହିପରି..

1. Angul: 416

2. Balasore: 195

3. Bargarh: 164

4. Bhadrak: 228

5. Balangir: 83

6. Boudh: 112

7. Cuttack: 640

8. Deogarh: 29

9. Dhenkanal: 123

10. Gajapati: 30

11. Ganjam: 93

12. Jagatsinghpur: 218

13. Jajpur: 563

14. Jharsuguda: 86

15. Kalahandi: 80

16. Kandhamal: 143

17. Kendrapada: 227

18. Keonjhar: 155

19. Khurda: 495

20. Koraput: 180

21. Malkangiri: 107

22. Mayurbhanj: 352

23. Nawarangpur: 166

24. Nayagarh: 161

25. Nuapada: 36

26. Puri: 398

27. Rayagada: 108

28. Sambalpur: 103

29. Sonepur: 52

30. Sundargarh: 272

31. State Pool: 103

Odisha Corona Update ଓଡିଶା କରୋନା ଅପଡେଟ କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.