Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଜ୍ୟଗୁଡିକୁ ଟିକା ବାଣ୍ଟିବା ପାଇଁ 44 କୋଟି ଡୋଜ କିଣିବାକୁ ଅର୍ଡର ଦେଲା କେନ୍ଦ୍ର, ଜାଣନ୍ତୁ କେଉଁଥିରୁ କେତେ
ଜାତୀୟ ଖବର

ରାଜ୍ୟଗୁଡିକୁ ଟିକା ବାଣ୍ଟିବା ପାଇଁ 44 କୋଟି ଡୋଜ କିଣିବାକୁ ଅର୍ଡର ଦେଲା କେନ୍ଦ୍ର, ଜାଣନ୍ତୁ କେଉଁଥିରୁ କେତେ

June 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟଗୁଡିକୁ ଟିକା ବାଣ୍ଟିବା ପାଇଁ 44 କୋଟି ଡୋଜ କିଣିବାକୁ ଅର୍ଡର ଦେଲା କେନ୍ଦ୍ର, ଜାଣନ୍ତୁ କେଉଁଥିରୁ କେତେ

ନୂଆଦିଲ୍ଲୀ, ଭାରତ ସରକାର ପ୍ରଭାବୀ ଟିକାକରଣ ଅଭିଯାନ ନିମନ୍ତେ ‘ସମ୍ପୂର୍ଣ୍ଣ ସରକାର’ ଦୃଷ୍ଟିକୋଣ ସହିତ ଚଳିତ ବର୍ଷ ଜାନୁଆରୀ 16 ତାରିଖ ଠାରୁ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ପ୍ରଦେଶ ସରକାରଙ୍କ ପ୍ରୟାସରେ ସହାୟତା କରି ଆସୁଛନ୍ତି। କେନ୍ଦ୍ର ସରକାରଙ୍କୁ ମିଳିଥିବା ବିଭିନ୍ନ ପ୍ରସ୍ତାବଗୁଡ଼ିକର ଆଧାରରେ ଭାରତ ସରକାର ଟିକାକରଣ ନୀତିକୁ ଉଦାରୀକରଣ କରିଥିଲେ।

ଏହି ଉଦାର ନୀତି ଅନୁଯାୟୀ, 1 ମଇ, 2021 ଠାରୁ ଦେଶରେ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଥିଲା। ଏଥିରେ 18 ବର୍ଷରୁ ଊର୍ଦ୍ଧ୍ବ ବୟସ୍କଙ୍କ ଟିକାକରଣ କରାଯାଉଛି। ଏବେ ଦେଶବ୍ୟାପୀ ଟିକାକରଣ ଅଭିଯାନକୁ ଆହୁରି ଅଧିକ ସାର୍ବଜନୀନ କରିବା ଉଦ୍ଦେଶ୍ୟରେ 18 ବର୍ଷରୁ ଅଧିକ ଆୟୁର ସମସ୍ତ ନାଗରିକମାନଙ୍କୁ ସରକାରୀ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ ସମ୍ପୂର୍ଣ୍ଣ ଭାବେ ମାଗଣାରେ ଟିକା ଦିଆଯିବ।

ପ୍ରଧାନମନ୍ତ୍ରୀ ଏ ସଂକ୍ରାନ୍ତରେ ଘୋଷଣା କରିବାର ତୁରନ୍ତ ପରେ ଜାତୀୟ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ମାର୍ଗଦର୍ଶିକାରେ ଗତକାଲି ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ 25 କୋଟି ଡୋଜ୍ କୋଭିଶିଲ୍ଡ କିଣିବା ଲାଗି ସିରମ୍ ଇନଷ୍ଟିଚ୍ୟୁଟ୍ ଅଫ ଇଣ୍ଡିଆକୁ ଅର୍ଡର ଦିଆଯାଇଥିବା ବେଳେ 19 କୋଟି ଡୋଜ୍ କୋଭାକ୍ସିନ କ୍ରୟ ନିମନ୍ତେ ଭାରତ ବାୟୋଟେକକୁ ଅର୍ଡର ଦିଆଯାଇଛି।

କୋଭିଡ-19 ଟିକାର ଏହି 44 କୋଟି ଡୋଜ୍ ଆଜିଠାରୁ ଡିସେମ୍ବର 2021 ମଧ୍ୟରେ ଉପଲବ୍ଧ ହେବ। ଏହାବ୍ୟତୀତ ଦୁଇ କୋଭିଡ ଟିକା କ୍ରୟ ନିମନ୍ତେ ସିରମ୍ ଇନଷ୍ଟିଚ୍ୟୁଟ୍ ଅଫ ଇଣ୍ଡିଆ ଓ ଭାରତ ବାୟୋଟେକକୁ 30 ପ୍ରତିଶତ ଅଗ୍ରୀମ ରାଶି ଜାରି କରାଯାଇଛି।

କୋଭାକ୍ସିନ ଟୀକା କୋଭାସିଲ୍ଡ ଟୀକା
Share. Facebook Twitter LinkedIn Email WhatsApp Copy Link

Related Posts

ମେଟା ସର୍ଭର ଡାଉନ୍: ଠପ୍ ହେଲା ଫେସବୁକ୍, ଇନ୍‌ଷ୍ଟାଗ୍ରାମ୍

September 21, 2026

ଦିଲ୍ଲୀ ଏସ୍‌ଆଇଆର୍‌ରେ ୩୩.୧୩ ଲକ୍ଷ ଭୋଟର୍‌ଙ୍କୁ ନୋଟିସ୍‌: ଆଡ଼ଭାନୀ, ଜୟଶଙ୍କର ଓ ଧନଖଡ଼ ବି ସାମିଲ

September 21, 2026

ଆଜି ଏହି ସବୁ ସ୍ଥାନରେ କାହିଁକି ବନ୍ଦ ରହେ ବ୍ୟାଙ୍କ?: ଘରୁ ବାହାରିବା ପୂର୍ବରୁ ଜାଣନ୍ତୁ ଅପଡେଟ୍

September 21, 2026

ଆସନ୍ତା ୨୨ରେ ଜାତୀୟ ଚଳଚ୍ଚିତ୍ର ସମାରୋହ: ବିଜେତାମାନଙ୍କୁ ସମ୍ମାନିତ କରିବେ ରାଷ୍ଟ୍ରପତି

September 21, 2026
Latest News

ମେଟା ସର୍ଭର ଡାଉନ୍: ଠପ୍ ହେଲା ଫେସବୁକ୍, ଇନ୍‌ଷ୍ଟାଗ୍ରାମ୍

September 21, 2026

ଦିଲ୍ଲୀ ଏସ୍‌ଆଇଆର୍‌ରେ ୩୩.୧୩ ଲକ୍ଷ ଭୋଟର୍‌ଙ୍କୁ ନୋଟିସ୍‌: ଆଡ଼ଭାନୀ, ଜୟଶଙ୍କର ଓ ଧନଖଡ଼ ବି ସାମିଲ

September 21, 2026

ଏମ୍‌ଏମ୍‌ଡିଆର ସଂଶୋଧନ ଆଇନ: ମୁଖ୍ୟମନ୍ତ୍ରୀଙ୍କୁ ପୁଣି ଚିଠି ଲେଖିଲେ ନବୀନ

September 21, 2026

ଆଜି ଏହି ସବୁ ସ୍ଥାନରେ କାହିଁକି ବନ୍ଦ ରହେ ବ୍ୟାଙ୍କ?: ଘରୁ ବାହାରିବା ପୂର୍ବରୁ ଜାଣନ୍ତୁ ଅପଡେଟ୍

September 21, 2026

ଆସନ୍ତା ୨୨ରେ ଜାତୀୟ ଚଳଚ୍ଚିତ୍ର ସମାରୋହ: ବିଜେତାମାନଙ୍କୁ ସମ୍ମାନିତ କରିବେ ରାଷ୍ଟ୍ରପତି

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.