Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»୧୩ ଟି ସ୍ବତନ୍ତ୍ର ଟ୍ରେନର ସେବା ଅବଧିକୁ ବୃଦ୍ଧି କରିଲା ରେଳବାଇ, ଜାଣନ୍ତୁ କେଉଁ ଟ୍ରେନର ସ୍ଥିତି କଣ
ଜାତୀୟ ଖବର

୧୩ ଟି ସ୍ବତନ୍ତ୍ର ଟ୍ରେନର ସେବା ଅବଧିକୁ ବୃଦ୍ଧି କରିଲା ରେଳବାଇ, ଜାଣନ୍ତୁ କେଉଁ ଟ୍ରେନର ସ୍ଥିତି କଣ

June 29, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଭୁବନେଶ୍ବର ଯାତ୍ରୀମାନଙ୍କ ସୁବିଧା ପାଇଁ ରେଳ ମନ୍ତ୍ରଣାଳୟ ପୂର୍ବ ତଟ ରେଳପଥ ପରିସୀମା ମଧ୍ୟରେ ଯାତାୟାତ କରୁଥିବା ୧୩ ଯୋଡ଼ା ଦୂରଗାମୀ ବିଶେଷ ଟ୍ରେନ ଗୁଡିକର ଚଳାଚଳ ଅବଧିକୁ ନିମ୍ନଲିଖିତ ଅନୁଯାୟୀ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି।

ସେପ୍ଟେମ୍ବର ମାସ ଶେଷ ସପ୍ତାହ ପଯ୍ୟନ୍ତ ସେବା ବୃଦ୍ଧି ପାଇବାକୁ ଥିବା ବିଶେଷ ଟ୍ରେନ

1-୦୨୮୩୫/୦୨୮୩୬ ହଟିଆ-ଯଶୋବନ୍ତପୁର-ହଟିଆ ବିଶେଷ ଟ୍ରେନ ହଟିଆରୁ ୨୬ ସେପ୍ଟେମ୍ବର ପର‌୍ୟ୍ୟନ୍ତ ଏବଂ ଯଶୋବନ୍ତପୁରରୁ ୨୮ ସେପ୍ଟେମ୍ବର ପର‌୍ୟ୍ୟନ୍ତ ଚଳାଚଳ କରିବ।

2-୦୮୧୧୭/୦୮୧୧୮ ହାଓଡ଼ା-ମହୀଶୂର-ହାଓଡ଼ା ବିଶେଷ ଟ୍ରେନ ହାଓଡ଼ାରୁ ୨୪ ସେପ୍ଟେମ୍ବର ପର‌୍ୟ୍ୟନ୍ତ ଏବଂ ମହୀଶୂରରୁ ୨୬ ସେପ୍ଟେମ୍ବର ପଯ୍ୟନ୍ତ ଚଳାଚଳ କରିବ।

3-୦୮୬୪୫/୦୮୬୪୬ ହାଓଡ଼ା-ହାଇଦ୍ରାବାଦ-ହାଓଡ଼ା ବିଶେଷ ଟ୍ରେନ ହାଓଡ଼ାରୁ ୨୭ ସେପ୍ଟେମ୍ବର ପର‌୍ୟ୍ୟନ୍ତ ଏବଂ ହାଇଦ୍ରାବାଦରୁ ୨୯ ସେପ୍ଟେମ୍ବର ପଯ୍ୟନ୍ତ ଚଳାଚଳ କରିବ।

4-୦୨୮୭୩/୦୨୮୭୪ ହାଓଡ଼ା-ଯଶୋବନ୍ତପୁର-ହାଓଡ଼ା ବିଶେଷ ଟ୍ରେନ ହାଓଡ଼ାରୁ ୨୭ ସେପ୍ଟେମ୍ବର ପର‌୍ୟ୍ୟନ୍ତ ଏବଂ ଯଶୋବନ୍ତପୁରରୁ ୨୯ ସେପ୍ଟେମ୍ବର ପର୍ଯ୍ୟନ୍ତ ଚଳାଚଳ କରିବ।

5-୦୮୦୪୭/୦୮୦୪୮ ହାଓଡ଼ା-ଭାସ୍କୋଡାଗାମା-ହାଓଡ଼ା ବିଶେଷ ଟ୍ରେନ ହାଓଡ଼ାରୁ ୨୫ ସେପ୍ଟେମ୍ବର ପର‌୍ୟ୍ୟନ୍ତ ଏବଂ ଭାସ୍କୋଡାଗାମାରୁ ୨୮ ସେପ୍ଟେମ୍ବର ପର୍ଯ୍ୟନ୍ତ ଚଳାଚଳ କରିବ।

6-୦୨୮୬୭/୦୨୮୬୮ ହାଓଡ଼ା-ପଣ୍ଡିଚେରୀ-ହାଓଡ଼ା ବିଶେଷ ଟ୍ରେନ ହାଓଡ଼ାରୁ ୨୬ ସେପ୍ଟେମ୍ବର ପର‌୍ୟ୍ୟନ୍ତ ଏବଂ ପଣ୍ଡିଚେରୀରୁ ୨୯ ସେପ୍ଟେମ୍ବର ପର୍ଯ୍ୟନ୍ତ ଚଳାଚଳ କରିବ।

7.୦୨୮୩୭/୦୨୮୩୮ ହାଓଡ଼ା-ପୁରୀ-ହାଓଡ଼ା ବିଶେଷ ଟ୍ରେନ ହାଓଡ଼ାରୁ ୨୮ ସେପ୍ଟେମ୍ବର ପର‌୍ୟ୍ୟନ୍ତ ଏବଂ ପୁରୀରୁ ୨୯ ସେପ୍ଟେମ୍ବର ପର୍ଯ୍ୟନ୍ତ ଚଳାଚଳ କରିବ।

8.୦୨୮୭୭/୦୨୮୭୮ ହାଓଡ଼ା-ଏର୍ଣ୍ଣାକୁଲମ-ହାଓଡ଼ା ବିଶେଷ ଟ୍ରେନ ହାଓଡ଼ାରୁ ୨୫ ସେପ୍ଟେମ୍ବର ପର‌୍ୟ୍ୟନ୍ତ ଏବଂ ଏର୍ଣ୍ଣାକୁଲମରୁ ୨୭ ସେପ୍ଟେମ୍ବର ପର୍ଯ୍ୟନ୍ତ ଚଳାଚଳ କରିବ।

ଜୁଲାଇ ମାସ ଶେଷ ସପ୍ତାହ ପର‌୍ୟ୍ୟନ୍ତ ସେବା ବୃଦ୍ଧି ପାଇବାକୁ ଥିବା ବିଶେଷ ଟ୍ରେନ

9.୦୮୬୩୭/୦୮୬୩୮ ହଟିଆ-ବାଙ୍ଗାଲୋର କ୍ୟାଣ୍ଟ-ହଟିଆ ବିଶେଷ ଟ୍ରେନ ହଟିଆରୁ ୩୧ ଜୁଲାଇ ପର‌୍ୟ୍ୟନ୍ତ ଏବଂ ବାଙ୍ଗାଲୋରରୁ ୦୩ ଅଗଷ୍ଟ ପର୍ଯ୍ୟନ୍ତ ଚଳାଚଳ କରିବ।

10.୦୨୪୪୯/୦୨୪୫୦ ଶାଲୀମାର-ସିକନ୍ଦରାବାଦ-ଶାଲୀମାର ବିଶେଷ ଟ୍ରେନ ଶାଲୀମାରରୁ ୨୮ ଜୁଲାଇ ପର‌୍ୟ୍ୟନ୍ତ ଏବଂ ସିକନ୍ଦରାବାଦରୁ ୩୦ ଜୁଲାଇ ପର୍ଯ୍ୟନ୍ତ ଚଳାଚଳ କରିବ।

ଅଗଷ୍ଟ ମାସ ଶେଷ ସପ୍ତାହ ପର‌୍ୟ୍ୟନ୍ତ ସେବା ବୃଦ୍ଧି ପାଇବାକୁ ଥିବା ବିଶେଷ ଟ୍ରେନ

11.୦୫୨୨୮/୦୫୨୨୭ ମୁଜାଫରପୁର-ଯଶୋବନ୍ତପୁର-ମୁସାଫରପୁର ବିଶେଷ ଟ୍ରେନ ମୁଜାଫରପୁରରୁ ୩୦ ଅଗଷ୍ଟ ପର‌୍ୟ୍ୟନ୍ତ ଏବଂ ଯଶୋବନ୍ତପୁରରୁ ୧ ସେପ୍ଟେମ୍ବର ୨୦୨୧ ପର‌୍ୟ୍ୟନ୍ତ ଚଳାଚଳ କରିବ।

ବିଶେଷ ଟ୍ରେନର ସେବା ପରବର୍ତ୍ତୀ ପରାମର୍ଶ ପଯ୍ୟନ୍ତ ବୃଦ୍ଧି

13.୦୨୪୯୧/୦୨୪୯୨ ଶାଲିମାର-ବିଶାଖାପାଟନମ୍-ଶାଲିମାର ବିଶେଷ ଟ୍ରେନ ଶାଲିମାରରୁ ୬ ଜୁଲାଇ ଠାରୁ ଏବଂ ବିଶାଖାପାଟନମ୍ରୁ ୭ ଜୁଲାଇ ଠାରୁ ପରବର୍ତ୍ତୀ ପରାମର୍ଶ ପର୍ଯ୍ୟନ୍ତ ଚଳାଚଳ କରିବ।

14.୦୨୫୨୩/୦୨୫୨୪ ସାନ୍ତ୍ରାଗଛି-ତିରୁପତି-ସାନ୍ତ୍ରାଗଛି ବିଶେଷ ଟ୍ରେନ ସାନ୍ତ୍ରାଗଛିରୁ ଜୁଲାଇ ମାସ ୪ ତାରିଖ ଠାରୁ ଏବଂ ତିରୁପତି ଠାରୁ ୫ ଜୁଲାଇ ଠାରୁ ପରବର୍ତ୍ତୀ ପରାମର୍ଶ ପର୍ଯ୍ୟନ୍ତ ଚଳାଚଳ କରିବ।

ପରବର୍ତ୍ତୀ ପରାମର୍ଶ ପଯ୍ୟନ୍ତ ସ୍ୱତନ୍ତ୍ର ଟ୍ରେନର ସେବା ବାତିଲ

15.୦୬୫୭୭/୦୬୫୭୮ ଯଶୋବନ୍ତପୁର-ଗୌହାଟୀ-ଯଶୋବନ୍ତପୁର ବିଶେଷ ଟ୍ରେନ ଯଶୋବନ୍ତପୁରରୁ ଜୁଲାଇ ମାସ ୨ ତାରିଖ ଠାରୁ ଏବଂ ଗୌହାଟୀରୁ୫ ଜୁଲାଇ ଠାରୁ ପରବର୍ତ୍ତୀ ପରାମର୍ଶ ପର୍ଯ୍ୟନ୍ତ ବାତିଲ ରହିବ।

ଭୁବନେଶ୍ୱର-ବାଙ୍ଗିରିପୋଷି-ଭୁବନେଶ୍ୱର ବିଶେଷ ଟ୍ରେନର (୦୨୮୯୧) ପୂର୍ବ ବିଜ୍ଞପ୍ତିରେ ପରିବର୍ତ୍ତିତ

16. ୦୨୮୯୧/୦୨୮୯୨ ଭୁବନେଶ୍ୱର-ବାଙ୍ଗିରିପୋଷି-ଭୁବନେଶ୍ୱର ବିଶେଷ ଟ୍ରେନର ପୂର୍ବ ବିଜ୍ଞପ୍ତିକୁ ପରିବର୍ତ୍ତିତ କରାଯାଇଅଛି।ଏହି ଟ୍ରେନ ଜୁଲାଇ ମାସ ୧୩ ତାରିଖ ମଧ୍ୟରେ ପ୍ରତି ଶନି, ରବିବାର ଓ ଛୁଟି ଦିନ ମାନଙ୍କରେ ବାତିଲ ରହିବ।

ଭୁବନେଶ୍ୱର-ବାଙ୍ଗିରିପୋଷି-ଭୁବନେଶ୍ୱର ବିଶେଷ ଟ୍ରେନ ସେବା ଜୁଲାଇ ମାସ ୧୩ ତାରିଖ ମଧ୍ୟରେ ଭୁବନେଶ୍ୱର ଠାରୁ ଜୁଲାଇ ମାସ ୩ ଓ ୪ ତାରିଖ ଏବଂ ୧୦ ତାରିଖ ଠାରୁ ୧୨ ତାରିଖ ପର୍ଯ୍ୟନ୍ତ ବାତିଲ ରହିବ। ଏହି ଟ୍ରେନ (୦୨୮୯୧) ବାଙ୍ଗିରିପୋଷି ଠାରୁ ଜୁଲାଇ ମାସ ୪ ଓ ୫ ତାରିଖ ଏବଂ ୧୧ ତାରିଖ ଠାରୁ ୧୩ ତାରିଖ ପର୍ଯ୍ୟନ୍ତ ବାତିଲ ରହିବ।

eastcoastrailway ପୂର୍ବତଟ ରେଳପଥ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବ ବାସସ୍ଥାନକୁ ଫେରିବ ହାତୀ ‘ମାଧୁରୀ’: ଯତ୍ନ ନେବାରେ ସହଯୋଗ କରିବ ‘ବନତାରା’

September 12, 2026

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026
Latest News

କ୍ଷୁଦ୍ର ଜଳବିଦ୍ୟୁତ କ୍ଷେତ୍ରରେ ନୂଆ ପୁଞ୍ଜିନିବେଶ ଆଣିବା ପାଇଁ ଗୁରୁତ୍ୱ ଦେଲେ ଉପ-ମୁଖ୍ୟମନ୍ତ୍ରୀ

September 12, 2026

ପୂର୍ବ ବାସସ୍ଥାନକୁ ଫେରିବ ହାତୀ ‘ମାଧୁରୀ’: ଯତ୍ନ ନେବାରେ ସହଯୋଗ କରିବ ‘ବନତାରା’

September 12, 2026

ସାହେବୀରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଓ ଜୀବନ କୌଶଳ ଉପରେ ସଚେତନତା କାର୍ଯ୍ୟକ୍ରମ

September 12, 2026

ମୋଦୀଙ୍କ ଜନ୍ମଦିନରେ ପ୍ରତ୍ୟେକ ଘରେ ‘ଆଶୀର୍ବାଦର ଦୀପ’ ଜଳାଇବାକୁ ଆହ୍ୱାନ କଲେ ଉପମୁଖ୍ୟମନ୍ତ୍ରୀ

September 12, 2026

ଭିଜିଲାନ୍ସ ନଜରରେ ଅବକାରୀ ଅଧୀକ୍ଷକ, ସ୍କର୍ପିଓରୁ ମିଳିଲା ୫ ଲକ୍ଷ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.