Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଉତ୍ତରାଖଣ୍ଡର ସରିଲା ଅନିଶ୍ଚିତତା ରାଜନୀତି, ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା, ସଂଧ୍ୟାରେ ଶପଥ
ଜାତୀୟ ଖବର

ଉତ୍ତରାଖଣ୍ଡର ସରିଲା ଅନିଶ୍ଚିତତା ରାଜନୀତି, ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା, ସଂଧ୍ୟାରେ ଶପଥ

July 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ବହୁ ବାଦବିବାଦ ପରେ ବର୍ତ୍ତମାନ ଉତ୍ତରାଖଣ୍ଡ ରାଜନୀତିରେ ଚର୍ଚ୍ଚାର ପୂର୍ଣ୍ଣଛେଦ ପଡିବାକୁ ଯାଉଛି। ଶେଷରେ ବରିଷ୍ଠ ବିଧାୟକ ପୁଷ୍କର ସିଂ ଧାମି ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଉତ୍ତରାଖଣ୍ଡ ବିଧାନସଭାରେ ତାଙ୍କୁ ବିଜେପିର ନେତା ଭାବରେ ମନୋନିତ କରାଯାଇଛି।

ଧାମି ହେଉଛନ୍ତି ଉତ୍ତରାଖଣ୍ଡର ଉଦାମସିଂ ନଗର ଜିଲ୍ଲାର ଖାତିମା ନିର୍ବାଚନ ମଣ୍ଡଳୀର ବିଧାୟକ। ଶୁକ୍ରବାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ତିରଥ ସିଂ ରାୱତଙ୍କ ସ୍ଥାନ ନେବେ ଧାମି।

ଉତ୍ତରାଖଣ୍ଡର ରାଜନୈତିକ ହଟଚମଟ ଲାଗିରହିଥିବା ବେଳେ ଆଜି ସକାଳେ କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଡେରାଡୁନରେ ପହଁଞ୍ଚିଥିଲେ। ସେଠାରେ ସେ ବରିଷ୍ଠ ନେତା ତଥା ବିଧାୟକଙ୍କ ସହିତ ଆଲୋଚନା ପରେ ଧାମିଙ୍କ ନାମ ମନୋନିତ କରାଯାଇଛି ବୋଲି ଜଣାପଡିଚି।

ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି
Share. Facebook Twitter LinkedIn Email WhatsApp Copy Link

Related Posts

LAC ପ୍ରସଙ୍ଗରେ ଚୀନକୁ ଜବାବ ଦେଲେ ଡୋଭାଲ!: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 26, 2026

ହାଇଦ୍ରାବାଦ-ବିଜୟୱାଡା ରାଜପଥରେ ଭୟଙ୍କର ଦୁର୍ଘଟଣା: ୬ ମୃତ; ୨୦ ଗୁରୁତର

August 26, 2026

ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବମାନଙ୍କର ଜାତୀୟ ସମ୍ମିଳନୀ

August 26, 2026

ଦେଶବ୍ୟାପୀ ଋତୁକାଳୀନ ଇନ୍‌ଫ୍ଲୁଏଞ୍ଜା ସ୍ଥିତି ଉପରେ କେନ୍ଦ୍ର ସରକାରଙ୍କ କଡ଼ା ନଜର

August 26, 2026
Latest News

କଲେଜରେ ଏଣିକି ବାୟୋମେଟ୍ରିକ୍ ଉପସ୍ଥାନ: ୧୦ ଉଚ୍ଚଶିକ୍ଷାନୁଷ୍ଠାନରେ ଆରମ୍ଭ ହେଲା ପାଇଲଟ୍ ପ୍ରକଳ୍ପ

August 26, 2026

ଭିଜିଲାନ୍ସ ଜାଲରେ ପୂର୍ବତନ କଲେଜ ଅଧ୍ୟକ୍ଷ: ଅଢେଇ କୋଟି ଟଙ୍କା ହେରଫେର ଅଭିଯୋଗ

August 26, 2026

ଇସଲାମାବାଦ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ: ୧୫ ନବଜାତ ଶିଶୁଙ୍କ ମୃତ୍ୟୁ

August 26, 2026

ସ୍କର୍ପିଓକୁ ପଛରୁ ପିଟିଲା ଟୁରିଷ୍ଟ ବସ୍‌, ୨ ଆହତ

August 26, 2026

ପୁରୀରେ ପୁଣି ହତ୍ୟାକାଣ୍ଡ : ପଥରରେ ଛେଚି ଜଣଙ୍କୁ ହତ୍ୟା

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.