Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଜାଣିଛନ୍ତି ବର୍ତ୍ତମାନ ସାରା ଦେଶରେ କରୋନାର ସ୍ଥିତି କିପରି ରହିଛି, ଟୀକାକରଣ କେତେ ହୋଇଛି ?
ଜାତୀୟ ଖବର

ଜାଣିଛନ୍ତି ବର୍ତ୍ତମାନ ସାରା ଦେଶରେ କରୋନାର ସ୍ଥିତି କିପରି ରହିଛି, ଟୀକାକରଣ କେତେ ହୋଇଛି ?

July 4, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ସାରା ଦେଶରେ ଟୀକାକରଣ ଅଭିଯାନ ଅଧୀନରେ ଏ ପର୍ଯ୍ୟନ୍ତ 35 କୋଟି 12 ଲକ୍ଷ ଟିକା ଦିଆଯାଇଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ ଗତକାଲି 63 ଲକ୍ଷ 87 ହଜାରରୁ ଅଧିକ ଟିକା ଡୋଜ ଗୋଟିଏ ଦିନରେ ଦିଆଯାଇଥିଲା।

ଏହି ସମୟରେ, କୋଭିଡରୁ ଦେଶରେ ସୁସ୍ଥ ହାର 97.09 ପ୍ରତିଶତକୁ ବୃଦ୍ଧି ପାଇଛି। ମନ୍ତ୍ରଣାଳୟ କହିଛି ଯେ ଗତକାଲି 52 ହଜାରରୁ ଅଧିକ ରୋଗୀ ସୁସ୍ଥ ହୋଇଥିଲେ। ଏହି ସମୟ ମଧ୍ୟରେ 43 ହଜାରରୁ ଅଧିକ ନୂତନ କୋଭିଡ ରୋଗୀ ଚିହ୍ନଟ ହୋଇଥିଲେ। ଗତ 52 ଦିନ ଧରି ନୂତନ ସଂକ୍ରମିତଙ୍କ ତୁଳନାରେ ପ୍ରତିଦିନ ସୁସ୍ଥ ହେଉଥିବା ଲୋକଙ୍କ ସଂଖ୍ୟା ଅଧିକ ରହୁଛି।

ବର୍ତ୍ତମାନ ପର୍ଯ୍ୟନ୍ତ ସାରା ଦେଶରେ ଏହି ମହାମାରୀରୁ 2 କୋଟି 96 ଲକ୍ଷ ଲୋକ ସଂକ୍ରମଣ ମୁକ୍ତ ହୋଇଛନ୍ତି। 4 ଲକ୍ଷ 85 ହଜାର 350 ରୋଗୀ ଚିକିତ୍ସିତ ହେଉଛନ୍ତି। ଗତକାଲି କୋଭିଡରେ 9 ଶହ 55 ଜଣଙ୍କର ମୃତ୍ୟୁ ହୋଇଥିଲା। ଏଥିମଧ୍ୟରେ ମହାମାରୀ ହେତୁ ମୃତକଙ୍କ ସଂଖ୍ୟା ଚାରି ଲକ୍ଷ ଦୁଇ ହଜାର ପାଞ୍ଚକୁ ବୃଦ୍ଧି ପାଇଛି।

ଅନ୍ୟପକ୍ଷରେ କୋଭିଡ ପରୀକ୍ଷଣର କ୍ଷମତା ମଧ୍ୟ ବୃଦ୍ଧି କରାଯାଇଛି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି। ଏପର୍ଯ୍ୟନ୍ତ 41 କୋଟି 82 ଲକ୍ଷ ନମୁନା ପରୀକ୍ଷା କରାଯାଇଛି। ଗତକାଲି 18 ଲକ୍ଷରୁ ଅଧିକ ନମୁନା ପରୀକ୍ଷା କରାଯାଇଥିଲା।

ଗତ ୨୪ ଘଣ୍ଟାରେ ଦେଶରେ ୪୩ ହଜାର ୭୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୯୫୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୫ ଲକ୍ଷ ୪୫ ହଜାର ୪୩୩ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨ ହଜାର ୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୬ ଲକ୍ଷ ୫୮ ହଜାର ୭୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୮୫ ହଜାର ୩୫୦ ଆକ୍ଟିଭ୍‌ କେସ୍ ରହିଛି।

IndiaFightsCorona କରୋନା କରୋନା ଅପଡେଟ ଭାରତରେ କରୋନା ଅପଡେଟ
Share. Facebook Twitter LinkedIn Email WhatsApp Copy Link

Related Posts

୨୩ ବର୍ଷ ପୁରୁଣା ନିୟମ ହଟିଲା: ସରକାରୀ ଚାକିରି ପ୍ରାର୍ଥୀଙ୍କୁ ବଡ଼ ରାହତ ଦେଲେ ମୋହନ ଯାଦବ

June 10, 2026

ମୁଦ୍ରା ଦୁର୍ବଳ, ଅର୍ଥନୀତି ମଜବୁତ: ଜାପାନର ଚମତ୍କାର କାହାଣୀ

June 10, 2026

ଭାରତରେ କେଉଁଠାରେ ଏବଂ କିପରି ଲାଇଭ୍ ଦେଖିବେ FIFA ବିଶ୍ୱକପ୍?: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ 

June 10, 2026

ଆଜି ଦିଲ୍ଲୀରେ ଏନଡିଏ ବୈଠକ: ଯୋଗଦେବେ ମେଣ୍ଟ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ

June 10, 2026
Latest News

୧୫ ଆଇପିଏସଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ଵ

June 10, 2026

୨୩ ବର୍ଷ ପୁରୁଣା ନିୟମ ହଟିଲା: ସରକାରୀ ଚାକିରି ପ୍ରାର୍ଥୀଙ୍କୁ ବଡ଼ ରାହତ ଦେଲେ ମୋହନ ଯାଦବ

June 10, 2026

ମୁଦ୍ରା ଦୁର୍ବଳ, ଅର୍ଥନୀତି ମଜବୁତ: ଜାପାନର ଚମତ୍କାର କାହାଣୀ

June 10, 2026

ସ୍ୱତନ୍ତ୍ର ସଘନ ସଂଶୋଧନର ୧୧ତମ ଦିନ: ଓଡ଼ିଶାରେ ୮୭.୬୬% ଫର୍ମ ବଣ୍ଟନ ଶେଷ

June 10, 2026

ଭାରତରେ କେଉଁଠାରେ ଏବଂ କିପରି ଲାଇଭ୍ ଦେଖିବେ FIFA ବିଶ୍ୱକପ୍?: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ 

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.