Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»‘ଆଜିର ଦିନଟି ମୋର’ ଓ ‘ଉର୍ବଶୀର ଗାଁ’ ପୁସ୍ତକକୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

‘ଆଜିର ଦିନଟି ମୋର’ ଓ ‘ଉର୍ବଶୀର ଗାଁ’ ପୁସ୍ତକକୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

July 6, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସ ଠାରେ ଦୁଇଟି ପୁସ୍ତକ ‘ଆଜିର ଦିନଟି ମୋର’ ଏବଂ ‘ଉର୍ବଶୀର ଗାଁ’ ଉନ୍ମୋଚନ କରିଛନ୍ତି।

ପ୍ରଥମ ପୁସ୍ତକ ‘ଆଜିର ଦିନଟି ମୋର’ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ଦ୍ଵାରା ରଚିତ। ଏଥିରେ ସେ ତାଙ୍କ ଜୀବନର ସଂଘର୍ଷ ଓ ସଫଳତାକୁ ଅତି ଜୀବନ୍ତ ଭାବରେ ଉପସ୍ଥାପନ କରିଛନ୍ତି। ସଫଳତା ଉପରେ ସମସ୍ତଙ୍କର ଅଧିକାର ଅଛି। କିନ୍ତୁ ତାକୁ ଛୁଇଁବା ପାଇଁ ଦରକାର ଉଦ୍ୟମଶୀଳତା, ସାଧନା ଓ ପ୍ରତିବଦ୍ଧତା। ପୁସ୍ତକଟି ଯୁବ ସମାଜ ପାଇଁ ପ୍ରେରଣାଦାୟୀ ହେବା ସହିତ ପାଠକୀୟ ଆଦର ଲାଭ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

କବି ରବିପ୍ରିୟ ଦାଶଙ୍କ କବିତା ସକଳନ ‘ଉର୍ବଶୀର ଗାଁ’ ପୁସ୍ତକଟିରେ ପ୍ରକୃତିର ମହନୀୟତା ସହିତ ତାଙ୍କ ଜୀବନ ଯାତ୍ରାର ଅନୁଭବର ସାବଲୀଳ ଉପସ୍ଥାପନା କବିତା ଗୁଡିକୁ ଅଧିକ ଆକର୍ଷଣୀୟ କରିପାରିଛି। ମୁଖ୍ୟମନ୍ତ୍ରୀ ପୁସ୍ତକର ସଫଳତା କାମନା କରିଛନ୍ତି।

ଉନ୍ମୋଚନ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ

February 13, 2026

ଦିଲ୍ଲୀର ଅନେକ ସ୍କୁଲକୁ ବୋମା ଧମକ: ପୋଲିସର ତଦନ୍ତ ଆରମ୍ଭ

February 13, 2026

ଜାଇକା ସହାୟତାପ୍ରାପ୍ତ ବନ ପ୍ରକଳ୍ପଗୁଡ଼ିକର ୧୪ତମ ଜାତୀୟ କର୍ମଶାଳା

February 13, 2026

“ଓଏସ-ସିଆଟି ମାଧ୍ୟମରେ ରାଜ୍ୟସ୍ତରୀୟ IT ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ” କାର୍ଯ୍ୟକ୍ରମର ଶୁଭାରମ୍ଭ

February 13, 2026
Latest News

ଓଡ଼ିଶାରୁ ଉତ୍ତରପ୍ରଦେଶ ଗଞ୍ଜେଇ ଚାଲାଣ: ୨.୫ କୋଟିର ଗଞ୍ଜେଇ ଜବତ, ଜଣେ ଗିରଫ, ୬ ଫେରାର୍

February 13, 2026

“ମୋର ଓଜନ ହ୍ରାସ ପାଇଛି…”: IND vs PAK ମ୍ୟାଚ୍ ପୂର୍ବରୁ ନିଜ ସ୍ୱାସ୍ଥ୍ୟ ସୂଚନା ଦେଲେ ଅଭିଷେକ ଶର୍ମା

February 13, 2026

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ

February 13, 2026

ଆଜି କେତେ କମିଲା ସୁନା ଦର: ଜାଣନ୍ତୁ ରୂପା ମୂଲ୍ୟ

February 13, 2026

ପାକିସ୍ତାନକୁ ଝଟକା: ରୁଷ ସହ ୧୦,୦୦୦ କୋଟିର ଚୁକ୍ତି, ୨୮୮ଟି କ୍ଷେପଣାସ୍ତ୍ର କିଣିବ ଭାରତ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.