Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନବକଳେବର ହେବ ବିଜେଡି କାର୍ଯ୍ୟାଳୟ, ରଥଯାତ୍ରାରେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ନବୀନ ପଟ୍ଟନାୟକ
ବିଶେଷ ଖବର

ନବକଳେବର ହେବ ବିଜେଡି କାର୍ଯ୍ୟାଳୟ, ରଥଯାତ୍ରାରେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ନବୀନ ପଟ୍ଟନାୟକ

July 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବକଳେବର ହେବ ବିଜେଡି କାର୍ଯ୍ୟାଳୟ, ରଥଯାତ୍ରାରେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର, ଆଜି ପବିତ୍ର ରଥଯାତ୍ରାରେ ବିଜୁ ଜନତା ଦଳ ତାହାର ନୂଆ କାର୍ଯ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ କରିଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି କାର୍ଯ୍ୟାଳୟରେ ଏହି ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,

‘ପବିତ୍ର ରଥଯାତ୍ରା ଅବସରରେ ଦଳର ନୂତନ କାର୍ଯ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛି। ଏହା ଓଡ଼ିଶାର ଲୋକଙ୍କ ପାଇଁ ସେବା ଓ ସମର୍ପଣର ପ୍ରତୀକ ହେବା ସହ ଓଡ଼ିଆ ସ୍ବାଭିମାନର ଜାଗ୍ରତ ପ୍ରହରୀ ଭାବରେ କାର୍ଯ୍ୟ କରିବ। ଓଡ଼ିଶାବାସୀଙ୍କ ସେବା ପାଇଁ ଏଠାରେ ରକ୍ତଦାନ ଏବଂ ଅନ୍ୟାନ୍ୟ ସାମାଜିକ କଲ୍ୟାଣ କାର୍ଯ୍ୟକ୍ରମ ଜାରି ରହିବ।’

ବର୍ତ୍ତମାନ କ୍ୟାପିଟଲ ହସପିଟାଲ ପଛପଟେ ଥିବା ବିଜେଡି କାର୍ଯ୍ୟାଳୟକୁ ନବେକଳେବର କରାଯିବ। ଏହି ଏକ ମହଲା ବିଶିଷ୍ଠ କାର୍ଯ୍ୟାଳୟକୁ 4 ମହଲା ବିଶିଷ୍ଠ କରାଯିବ ବୋଲି ଜଣାପଡିଛି। ଏକ କର୍ରପୋରେଟ ଅଫିସ ଢାଞ୍ଚାରେ ଏହାକୁ ନିର୍ମାଣ କରାଯିବ। ସେଥିପାଇଁ ଏକ ଡିଜାଇନକୁ ମନୋନିତ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।

ଏହି କାର୍ଯ୍ୟାଳୟରେ ଏକ ବଡ କନଫ୍ରେନସ ରୁମ ରହିବ, ମିଡିଆ ସେଣ୍ଟର ରହିବ ଏଥିସହିତ ବିଭିନ୍ନ କାର୍ଯ୍ୟକର୍ତ୍ତାଙ୍କର ଚ୍ୟାମ୍ବର ମଧ୍ୟ କରାଯିବ। ବିଜେଡି ସୁପ୍ରିମୋଙ୍କ ମଧ୍ୟ ଏକ ସ୍ବତନ୍ତ୍ର ଚ୍ୟାମ୍ପର କରାଯିବାକୁ ନିଷ୍ପତି କରାଯାଇଛି। ବର୍ତ୍ତମାନ ଥିବା ଅଫିସକୁ ହଠାତ ନ ଭାଙ୍ଗି ପଛପଟେ ଥିବା ଖାଲିସ୍ଥାନରେ ଏହାର କାମ ଆରମ୍ଭ କରାଯିବ ବୋଲି ଦଳ ନିଷ୍ପତି କରିଛି।

ନବୀନ ପଟ୍ଟନାୟକ ବିଜେଡି କାର୍ଯ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026
Latest News

ରାମ ନବମୀରେ ପ୍ରଭୃ ଶ୍ରୀରାମଙ୍କୁ ଅର୍ପଣ କରନ୍ତୁ ଏହି ପାରଂପାରିକ ଭୋଗ

March 26, 2026

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.