Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଭାରତର ପ୍ରଥମ କରୋନା ଆକ୍ରାନ୍ତ ପୁଣି ଥରେ ହେଲେ ସଂକ୍ରମିତ, ରିପୋର୍ଟ ଆସିଲା ପଜେଟିଭ
ଜାତୀୟ ଖବର

ଭାରତର ପ୍ରଥମ କରୋନା ଆକ୍ରାନ୍ତ ପୁଣି ଥରେ ହେଲେ ସଂକ୍ରମିତ, ରିପୋର୍ଟ ଆସିଲା ପଜେଟିଭ

July 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ଗତ ବର୍ଷ ଜାନୁୟାରୀ 29 ତାରିଖରେ ଭାରତର ପ୍ରଥମ କରୋନା ଆକ୍ରାନ୍ତ ବାହାରିବା ପରେ ସାରା ଦେଶରେ ହଇଚଇ ସୃଷ୍ଟି ହୋଇଯାଇଥିଲା। କେରଳର ଜଣେ ଛାତ୍ରୀ ଚୀନର ଉହ୍ୱାନ ସହରରୁ ଫେରିବା ପରେ ତାଙ୍କ ଦେହରେ କରୋନା ଲକ୍ଷଣ ପ୍ରକାଶ ପାଇଥିଲା। ଫଳରେ ସେତେବେଳେ ଟେଷ୍ଟ କରିବା ପରେ କରୋନା ସଂକ୍ରାମିତ ବୋଲି ଜଣାପଡିଥିଲା।

ବର୍ତ୍ତମାନ ଦେଢ ବର୍ଷ ପରେ ପୁଣି ଥରେ ସେହି ଛାତ୍ରୀ କରୋନା ସଂକ୍ରାମିତ ହୋଇଥିବାର ଜଣାପଡିଛି। କେରଳର ତ୍ରିଶୁର ଡାକ୍ତରଖାନାର ଡିଏମଆଇ କେ ଜି ରାନା କହିଛନ୍ତି ଯେ, ସେହି ଯୁବତୀଙ୍କର ପୁଣିଥରେ ପଜେଟିଭ ରିପୋର୍ଟ ଆସିଛି। ହେଲେ ଏଥର ତାଙ୍କ ଦେହରେ କୌଣସି ଲକ୍ଷଣ ଦେଖାଯାଇ ନାହିଁ।

ବର୍ତ୍ତମାନ ତାଙ୍କର ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ରହିଛି। ସେ ହୋମ କ୍ବାରଣ୍ଟାଇନରେ ଅଛନ୍ତି। ତାଙ୍କର ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବା ପାଇଁ ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ଗଠନ କରାଯାଇଛି। ତାଙ୍କ ପରିବାରରେ ଅନ୍ୟ ସଦସ୍ୟଙ୍କ ନମୁନା ପରୀକ୍ଷା ପାଇଁ ପଠାଯାଇଛି। ତାହାର ରିପୋର୍ଟ ଆସିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ଡାକ୍ତର ରାନା କହିଛନ୍ତି।

ତେବେ ଛାତ୍ରୀ ଜଣଙ୍କ ନୂଆଦିଲ୍ଲୀରେ ଉଚ୍ଚତର ଶିକ୍ଷା ପାଇଁ ଆସିବାକୁ ଚାହୁଁଥିଲେ। ସେଥିପାଇଁ କରୋନା ନେଗେଟିଭି ରିପୋର୍ଟ ପାଇଁ ସେ ଆରଟିପିସିଆର ପରୀକ୍ଷା କରିଥିଲେ। ଯାହାର ରିପୋର୍ଟ ପଜେଟିଭ ଆସିଛି। ହେଲେ ଆଣ୍ଟିଜେନ ପରୀକ୍ଷାରେ ତାଙ୍କର ରିପୋର୍ଟ ନେଗେଟିଭି ଆସିଛି ବୋଲି ଡାକ୍ତର କହିଛନ୍ତି।

କରୋନା କେରଳ
Share. Facebook Twitter LinkedIn Email WhatsApp Copy Link

Related Posts

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ଇନ୍ଧନ ଉପରେ ଭାଟ୍ ୧୮% ରୁ ୭% କୁ ହ୍ରାସ, ଜାଣନ୍ତୁ କେଉଁଠି

May 15, 2026

ହାଇଦ୍ରାବାଦ-ଜୟପୁର ସ୍ୱତନ୍ତ୍ର ଟ୍ରେନରେ ନିଆଁ

May 15, 2026
Latest News

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026

ଷ୍ଟ୍ରୋକ୍ ସଚେତନତା ଅଭିଯାନ – ଆଇଏଫଆଇ ଫାଉଣ୍ଡେସନକୁ ଅନ୍ତର୍ଜାତୀୟ ସମ୍ମାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.