Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଘୋଷଣା ହେଲା ପ୍ରଦେଶ କଂଗ୍ରେସର ମିଡିଆ କମିଟ, ଜାଣନ୍ତୁ କେଉଁମାନଙ୍କୁ ଦିଆଗଲା ଦାୟିତ୍ବ
ବିଶେଷ ଖବର

ଘୋଷଣା ହେଲା ପ୍ରଦେଶ କଂଗ୍ରେସର ମିଡିଆ କମିଟ, ଜାଣନ୍ତୁ କେଉଁମାନଙ୍କୁ ଦିଆଗଲା ଦାୟିତ୍ବ

July 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଘୋଷଣା ହେଲା ପ୍ରଦେଶ କଂଗ୍ରେସର ମିଡିଆ କମିଟ, ଜାଣନ୍ତୁ କେଉଁମାନଙ୍କୁ ଦିଆଗଲା ଦାୟିତ୍ବ

ଭୁବନେଶ୍ୱର, ଏଆଇସିସି ପକ୍ଷରୁ ଆଜି ପ୍ରଦେଶ ଗଣମାଧ୍ୟମ ବିଭାଗର କମିଟି ଘୋଷଣା ହୋଇଛି। କମିଟିର ଅଧ୍ୟକ୍ଷ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ରହିଥିବା ବେଳେ ସତ୍ୟ ପ୍ରକାଶ ନାୟକଙ୍କୁ ଆବାହକ ଏବଂ ଉକ୍ତ କମିଟିରେ ବରିଷ୍ଠ ବିଧାୟକ ତାରାପ୍ରସାଦ ବାହିନୀପତି ଏବଂ ସୁରେଶ କୁମାର ରାଉତରାୟଙ୍କ ସମେତ ୨୦ ଜଣ ସଦସ୍ୟ ଅଛନ୍ତି। ସେହିପରି ସାମ୍ୱାଦିକ ଦୀପକ କୁମାର ମହାପାତ୍ରଙ୍କୁ ଗଣମାଧ୍ୟମ ସଂଯୋଜକ ଭାବେ ଦାଇତ୍ୱ ମିଳିଛି।

୨୦୧୯ ନିର୍ବାଚନ ପରେ ଆଜି ପୁନର୍ବାର ନୂତନ ଗଣମାଧ୍ୟମ ଓ ଯୋଗାଯୋଗ କମିଟି ଗଠିତ ହୋଇଛି। ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ଙ୍କ ପ୍ରସ୍ତାବ କ୍ରମେ ଅଖିଳ ଭାରତ କଂଗ୍ରେସ କମିଟି ଅଧକ୍ଷା ଶ୍ରୀମତୀ ସୋନିଆ ଗାନ୍ଧୀ ମୋହର ମାରିବା ପରେ ଆଜି ଏ ନେଇ ଏଆଇସିସି ପକ୍ଷରୁ ଏଆଇସିସି ସାଧାରଣ ସମ୍ପାଦକ ତଥା ସାଂସଦ କେ ସି ଭେନୁଗୋପାଲଙ୍କ ଦସ୍ତଖତ ରେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଏହି କମିଟିରେ ଅନ୍ୟ ମାନଙ୍କ ମଧ୍ୟରେ ବିଧାୟକ ଅଧିରାଜ ପାଣିଗ୍ରାହୀ, ପୂର୍ବତନ ମନ୍ତ୍ରୀ ବିଜୟଲକ୍ଷ୍ମୀ ସାହୁ,ମନୋରଂଜନ ଦାଶ, ଦେବାଶିଷ ପଟ୍ଟନାୟକ, ଅମୀୟ ପାଣ୍ଡବ, ଆର‌୍ୟ୍ୟ କୁମାର ଜ୍ଞାନେନ୍ଦ୍ର, ମନୋଜ ମହାପାତ୍ର, ଜ୍ଞାନଦେବ ବେଉରା, ପ୍ରଶାନ୍ତ ଶତପଥି, ସୁଦର୍ଶନ ଦାସ, ବିନାୟକ ଦାସମହାପାତ୍ର, ଡକ୍ଟର ହମିଦ ହୁସେନ୍, ସସ୍ମିତା ବେହେରା, ଡକ୍ଟର ଗୋବିନ୍ଦ ଚନ୍ଦ୍ର ଭୁଇଁଆ, ପଦ୍ମାକର ଗୁରୁ, ଶୁଭଶ୍ରୀ ପଣ୍ଡା, ରଜନୀ ମହାନ୍ତି, ନିଶିକାନ୍ତ ମିଶ୍ର ସଦସ୍ୟ ରହିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରସାମ୍ୟ ହରାଇ ବିଲ ଭିତରକୁ ପଶିଗଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ

September 10, 2026

କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମେଡିକାଲ କଲେଜରେ ସ୍ନାତକତା ଦିବସ

September 10, 2026

ଲଘୁଚାପ କ୍ଷେତ୍ର ସୃଷ୍ଟି : ମୟୂରଭଞ୍ଜରେ ସମସ୍ତ ସ୍କୁଲ ଛୁଟି

September 10, 2026

ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ପରେ ଶେଷ ହେବ ଇରାନ ଯୁଦ୍ଧ, କମିବ ତେଲ ଦର: ଟ୍ରମ୍ପ

September 10, 2026
Latest News

ମହିଳା ଏସିଆ କପ୍: ଆଜି ଭାରତ-ବାଂଲାଦେଶ ପ୍ରଥମ ସେମିଫାଇନାଲ

September 10, 2026

ଭାରସାମ୍ୟ ହରାଇ ବିଲ ଭିତରକୁ ପଶିଗଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ

September 10, 2026

କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମେଡିକାଲ କଲେଜରେ ସ୍ନାତକତା ଦିବସ

September 10, 2026

ଲଘୁଚାପ କ୍ଷେତ୍ର ସୃଷ୍ଟି : ମୟୂରଭଞ୍ଜରେ ସମସ୍ତ ସ୍କୁଲ ଛୁଟି

September 10, 2026

ମଧୁ ଗୌଡ଼ ୟାସ୍ଖୀଙ୍କୁ ବଡ଼ ଦାୟିତ୍ୱ, ଅଲ୍ ଇଣ୍ଡିଆ ପ୍ରଫେସନାଲ୍ସ କଂଗ୍ରେସର ଅଧ୍ୟକ୍ଷ ନିଯୁକ୍ତ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.