Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜୀବନ ଶୈଳୀ»ଭୋଜନ ସମୟରେ ଧ୍ୟାନ ରଖନ୍ତୁ ଏହି ସବୁ କଥା, ଜୀବନରେ କେବେ ବି ରହିବନି ଧନର ସମସ୍ୟା
ଜୀବନ ଶୈଳୀ

ଭୋଜନ ସମୟରେ ଧ୍ୟାନ ରଖନ୍ତୁ ଏହି ସବୁ କଥା, ଜୀବନରେ କେବେ ବି ରହିବନି ଧନର ସମସ୍ୟା

July 24, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆମର ଖାଇବା ଶୈଳୀ ଆମର ଆଚରଣକୁ ଦର୍ଶାଇଥାଏ। ଭୋଜନକୁ ସମ୍ମାନ ସହ ଓ ଶ୍ରଦ୍ଧାର ସହ ଗ୍ରହଣ କରିବା ଉଚିତ୍‌। କାରଣ ଶାସ୍ତ୍ରରେ ଅନ୍ନକୁ ଦେବତାଙ୍କ ସ୍ଥାନ ଦିଆଯାଇଛି। ଭୋଜନ ପୂର୍ବରୁ କିଛି ନିୟମ ପାଳନ କରିବା ଅତ୍ୟନ୍ତ ଆବଶ୍ୟକ। ଯେଉଁ ବ୍ୟକ୍ତି ଏହି ସମସ୍ତ ନିୟମର ପାଳନ କରିଥାଏ, ସେ ସର୍ବଦା ସୁସ୍ଥ ରହିବା ସହିତ ତାଙ୍କ ଉପରେ ଦେବତା ପ୍ରସନ୍ନ ରହିଥାନ୍ତି। ହିନ୍ଦୁ ଧର୍ମରେ ଅନ୍ନଙ୍କୁ ଦେବତାଙ୍କର ସ୍ଥାନ ଦିଆଯାଇଛି। ଏବଂ ତାଙ୍କର ଅନାଦାର ଅନସ୍ବୀକାର୍ଯ୍ୟ।

ଯେଉଁ ବ୍ୟକ୍ତି ମୁହଁ – ହାତ ନ ଧୋଇ ତଥା ଅସନା ଜାଗାରେ ବସି କରି ଭୋଜନ କରେ, ସେ ସର୍ବଦା ଖରାପ ଆର୍ଥିକ ସ୍ଥିତିରେ ଗତି କରେ। ତା’ ପାଖେ ସର୍ବଦା ଅନ୍ନର ଅଭାବ ପରିଲକ୍ଷିତ ହେବା ସହିତ ସ୍ବାସ୍ଥ୍ୟ ମଧ୍ୟ ଖରାପ ରହିଥାଏ। ତେଣୁ ସର୍ବଦା ଭୋଜନ ଗ୍ରହଣ ପୂର୍ବରୁ ମୁହଁ ହାତ ଧୋଇ ଭୋଜନ କରିବା ଉଚିତ୍‌। ସେହିପରି ଭୋଜନ ସର୍ବଦା ପରିଷ୍କାରରେ ସ୍ଥାନରେ କରିବା ଉଚିତ୍‌।

ସେହିପରି ଯେଉଁ ବ୍ୟକ୍ତି ସ୍ନାନ ପରେ ଭୋଜନ କରେ, ସେ ସ୍ବାସ୍ଥ୍ୟ ସମସ୍ୟାରୁ ଦୂରରେ ରହିବା ସହିତ ତା’ ସହିତ ସର୍ବଦା ଭଲ ହୋଇଥାଏ।

ବିଛଣାରେ ବା ଚୌକି, ସୋଫାରେ ବସି କରି ଭୋଜନ ଗ୍ରହଣ କରିବାକୁ ଧାର୍ମିକ ଦୃଷ୍ଟିରୁ ଭୁଲ୍‌ ବୋଲି ବିବେଚନା କରାଯାଏ। ଏହି ମୁଦ୍ରାରେ ବସି ଖାଇବା ଦ୍ବାରା ଆମର ଭୋଜନ ଭଲ ରୂପେ ପାଚନ ହୋଇପାରେ ନାହିଁ। ଏହାର ପୋଷକ ତତ୍ତ୍ବ ଆମ ଶରୀରକୁ ମିଳିପାରିନଥାଏ। ତଳେ ବସି ଆରାମରେ ଚକା ପକାଇ ଭୋଜନ ଗ୍ରହଣ କରିବା ଦ୍ବାରା ଏହା ଶୀଘ୍ର ହଜମ ହୋଇଥାଏ, ଏବଂ ଏହା ଦ୍ବାରା ଆମର ସ୍ବାସ୍ଥ୍ୟବସ୍ଥା ଠିକ୍‌ ରହିଥାଏ।

Can eating rice prevent obesity? | Philstar.com

ସେହିପରି କେଉଁ ଦିଗକୁ ମୁହଁ କରି ଭୋଜନ ଗ୍ରହଣ କରିବା, ତାହା ସମ୍ପର୍କରେ ମଧ୍ୟ ଆମ ଶାସ୍ତ୍ରରେସୂଚନା ଦିଆଯାଇଛି। ଭୋଜନ ସର୍ବଦା ପୂର୍ବ କିମ୍ବା ଉତ୍ତର ଦିଗକୁ ମୁହଁ କରି ଖାଇବା ଉଚିତ୍‌। ଏହା ଦ୍ବାରା ମନୁଷ୍ୟର ଆୟୁ ଓ ଧନ ବଢିଥାଏ। ତେବେ ଦକ୍ଷିଣ ଦିଗକୁ ମୁହଁ କରି ଖାଇବା ଦ୍ବାରା ପ୍ରେତତ୍ବ ପ୍ରାପ୍ତି ହୋଇଥାଏ। ପଶ୍ଚିମ ଆଡକୁ ମୁହଁ କରି ଖାଇଲେ ମନୁଷ୍ୟ ସର୍ବଦା ରୋଗୀ ରହିଥାଏ।

ଖାଇବା ଶୈଳୀ ଜୀବନ ଶୈଳୀ ଧନର ସମସ୍ୟା ଭୋଜନ ହିନ୍ଦୁ ଧର୍ମ
Share. Facebook Twitter LinkedIn Email WhatsApp Copy Link

Related Posts

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

୨୦୨୬ -୨୭ ଆର୍ଥିକ ବର୍ଷ ପାଇଁ ୧୨.୨ ଲକ୍ଷ କୋଟି  ଟଙ୍କା ସାର୍ବଜନୀନ ପୁଞ୍ଜି ବ୍ୟୟ ପ୍ରସ୍ତାବିତ

February 1, 2026

କେନ୍ଦ୍ର ବଜେଟ୍ 2026-27 ର ମୁଖ୍ୟାଂଶ

February 1, 2026
Latest News

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.