Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଶିକ୍ଷା କ୍ଷେତ୍ରରେ ବହୁମୁଖୀ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଜାତୀୟ ଖବର

ଶିକ୍ଷା କ୍ଷେତ୍ରରେ ବହୁମୁଖୀ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

September 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶିକ୍ଷା କ୍ଷେତ୍ରରେ ବହୁମୁଖୀ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା  ୭ତାରିଖ ଦିନ ଶିକ୍ଷକ ପର୍ବର ଉଦ୍‌ଘାଟନୀ ଆଲୋଚନା ଚକ୍ରରେ ପୂର୍ବାହ୍ନ ୧୧ଟା ବେଳେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉଦ୍‌ବୋଧନ ଦେବେ । ଏହି ଅବସରରେ ସେ ଶିକ୍ଷା କ୍ଷେତ୍ରରେ କେତେକ କାର୍ଯ୍ୟକ୍ରମ ଶୁଭାରରମ୍ଭ ମଧ୍ୟ କରିବେ ।

ପ୍ରଧାନମନ୍ତ୍ରୀ ଭାରତୀୟ ଭାଷା ଶବ୍ଦ କୋଷ ଯାହା ଉଭୟ ଶ୍ରାବ୍ୟ ଓ ପୁସ୍ତକ ଆକାର ପ୍ରକାଶିତ ତାହା ଦିବ୍ୟାଙ୍କ ମାନଙ୍କ ନିମନ୍ତେ ଉନମୋଚନ କରିବେ। ଦୃଷ୍ଟିହୀନଙ୍କ ପାଇଁ କଥା ପୁସ୍ତକ,  ସିବିଏସଇ, ଏନଆଇଏସଏଚଟିଏଚଏ ଶିକ୍ଷକ ତାଲିମ କାର୍ଯ୍ୟକ୍ରମ, ବିଦ୍ୟାଳୟ ଗୁଣାତ୍ମକ ପ୍ରତିଶ୍ରୁତି, ଆକଳନ ପଦ୍ଧତି ଓ ଶିକ୍ଷା ସେବା ଇତ୍ୟାଦି ନିମନ୍ତେ ବିଦ୍ୟାଞ୍ଜଳି ପୋର୍ଟାଲର ଶୁଭାରମ୍ଭ କରିବେ ।

ଶିକ୍ଷକ ପର୍ବ-୨୦୨୧ ହେଉଛି “ଭାରତରେ ଗୁଣାତ୍ମକ ଓ ନିରନ୍ତର ବିଦ୍ୟାଳୟ ଶିକ୍ଷା ଲାଭ, ଉଦ୍‌ଭାବନାତ୍ମକ ଅଭ୍ୟାସକୁ ପ୍ରୋତ୍ସାହିତ କରିବା ଓ ପ୍ରତ୍ୟେକ ସ୍ତରରେ ନିରନ୍ତରତା ଶିକ୍ଷାର ଓ ଗୁଣାତ୍ମକମାନ ବିକାଶ ଦେଶବ୍ୟାପୀ ବଜାୟ ରଖିବା ପାଇଁ ଏହା କରାଯାଇଛି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଓ ରାଜ୍ୟ ଶିକ୍ଷାମନ୍ତ୍ରୀମାନେ ଉପସ୍ଥିତ ରହିବେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶିକ୍ଷା ଶିକ୍ଷା ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଉଡ଼ାଣ ପୂର୍ବରୁ ଆଖି ବୁଜିଲେ ପାଇଲଟ: ଦିଲ୍ଲୀ ହୋଟେଲରୁ ମୃତଦେହ ଉଦ୍ଧାର

September 12, 2026

ଭାରତ ପାଇଁ ବଡ଼ କୂଟନୈତିକ ବିଜୟ: ବ୍ରିକ୍ସ ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା

September 12, 2026

‘ଔରଙ୍ଗଜେବଙ୍କ ଭଳି ମାନସିକତା’: ଅଖିଳେଶ ଯାଦବଙ୍କ ଉପରେ ସଙ୍ଗୀତ ସୋମଙ୍କ କଡ଼ା ଆକ୍ରମଣ

September 12, 2026

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026
Latest News

ବିକାଶର ବାସ୍ତବ ଚିତ୍ର: ଗର୍ଭବତୀଙ୍କ ପାଇଁ ଆମ୍ବୁଲାନ୍ସ ନୁହେଁ, ଭରସା ଖଟିଆ

September 12, 2026

ଉଡ଼ାଣ ପୂର୍ବରୁ ଆଖି ବୁଜିଲେ ପାଇଲଟ: ଦିଲ୍ଲୀ ହୋଟେଲରୁ ମୃତଦେହ ଉଦ୍ଧାର

September 12, 2026

କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କା, ଯୁବକଙ୍କ ମୃତ୍ୟୁ

September 12, 2026

ମାଛ ଧରା ଜାଲରେ ଛନ୍ଦି ହେଲା କୁମ୍ଭୀର

September 12, 2026

ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ “ଝିଲମିଲ୍ ରାତି” ଅଷ୍ଟ୍ରେଲିଆରେ ଦର୍ଶକଙ୍କୁ କଲା ବିଭୋର

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.