Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଖୋର୍ଦ୍ଧା ଜିଲ୍ଲାରେ କରୋନା ସଂକ୍ରାମଣ ନିୟନ୍ତ୍ରଣ ହେଉଛି, ତଥାପି ରାଜ୍ୟରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ
ବିଶେଷ ଖବର

ଖୋର୍ଦ୍ଧା ଜିଲ୍ଲାରେ କରୋନା ସଂକ୍ରାମଣ ନିୟନ୍ତ୍ରଣ ହେଉଛି, ତଥାପି ରାଜ୍ୟରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ

September 7, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଗୋଟିଏ ଗୋଟିଏ ଦିନରେ ହଜାର ହଜାର ଆକ୍ରାନ୍ତ ଚିହ୍ନଟ ହେଉଥିବା ଖୋର୍ଦ୍ଧା ଜିଲ୍ଲା ନିୟନ୍ତ୍ରଣକୁ ଆସୁଛି। ହେଲେ ରାଜ୍ୟର ସର୍ବାଧିକ ଆକ୍ରାନ୍ତ ଚିହ୍ନଟରେ ଏହି ଜିଲ୍ଲା ପ୍ରଥମ ହୋଇ ରହିଛି। ସେହିପରି ପୂର୍ବରୁ କଟକ ଜିଲ୍ଲାରେ ମଧ୍ୟ ସର୍ବାଧିକ ଆକ୍ରାନ୍ତ ପରିଲକ୍ଷିତ ହେଉଥିଲେ। ତେବେ ବର୍ତ୍ତମାନ ଏହି ଜିଲ୍ଲାର ସଂଖ୍ୟା ଶହେ ତଳକୁ ଖସି ୬୬ରେ ପହଁଚିଛି।

ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ମିଳିଥିବା ତଥ୍ୟ ଅନୁସାରେ ଖୋର୍ଦ୍ଧାରୁ ୨୪୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନ୍ୟ ଜିଲ୍ଲାର ସଂଖ୍ୟା ହେଲା

୧- ଅନୁଗୁଳ ଜିଲ୍ଲାରୁ – ୧୭
୨- ବାଲେଶ୍ୱର ଜିଲ୍ଲାରୁ – ୩୩
୩- ବରଗଡ଼ ଜିଲ୍ଲାରୁ – ୭
୪- ଭଦ୍ରକ ଜିଲ୍ଲାରୁ – ୧୪
୫- ବଲାଙ୍ଗୀର ଜିଲ୍ଲାରୁ – ୨
୬- ବୌଦ୍ଦ ଜିଲ୍ଲାରୁ – ୧
୭- କଟକ ଜିଲ୍ଲାରୁ – ୬୬
୮- ଦେବଗଡ଼ ଜିଲ୍ଲାରୁ – ୩
୯- ଢେଙ୍କାନାଳ ଜିଲ୍ଲାରୁ – ୯
୧୦- ଗଜପତି ଜିଲ୍ଲାରୁ – ୯
୧୧- ଗଞ୍ଜାମ ଜିଲ୍ଲାରୁ – ୪
୧୨- ଜଗତସିଂହପୁର ଜିଲ୍ଲାରୁ – ୨୨
୧୩- ଯାଜପୁର ଜିଲ୍ଲାରୁ – ୩୨
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୨
୧୫- କଳାହାଣ୍ଡି ଜିଲ୍ଲାରୁ – ୨
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୫
୧୭- କେନ୍ଦୁଝର ଜିଲ୍ଲାରୁ – ୧୪
୧୮- ଖୋର୍ଦ୍ଧାରୁ : ୨୪୫
୧୯- କୋରାପୁଟ ଜିଲ୍ଲାରୁ – ୩
୨୦- ମାଲକାନଗିରି : ୫
୨୧- ମୟୁରଭଞ୍ଜ ଜିଲ୍ଲାରୁ – ୨୨
୨୨- ନବରଙ୍ଗପୁର ଜିଲ୍ଲାରେ: ୪
୨୩- ନୟାଗଡ଼ ଜିଲ୍ଲାରୁ – ୨
୨୪- ପୁରୀ ଜିଲ୍ଲାରୁ – ୧୮
୨୫- ରାୟଗଡ଼ା ଜିଲ୍ଲାରୁ – ୪
୨୬- ସମ୍ବଲପୁର ଜିଲ୍ଲାରୁ – ୧୪
୨୭- ସୋନପୁର ଜିଲ୍ଲାରୁ – ୨
୨୮- ସୁନ୍ଦରଗଡ଼ ଜିଲ୍ଲାରୁ – ୧୫
୨୯- State Pool: ୫୨

corona ଓଡିଶା କରୋନା ଅପଡେଟ କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026
Latest News

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.