Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସୁନ୍ଦରଗଡ ଜିଲ୍ଲାରେ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ବିଶେଷ ଖବର

ସୁନ୍ଦରଗଡ ଜିଲ୍ଲାରେ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

September 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁନ୍ଦରଗଡ ଜିଲ୍ଲାରେ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଉରକେଲା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁନ୍ଦରଗଡ ଜିଲ୍ଲା ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟକାର୍ଡର ଶୁଭାରମ୍ଭ କରିଛନ୍ତି। ରାଉରକେଲାସ୍ଥିତ ଆଇଜିଏଚ ସୁପରସ୍ପେଶାଲିଟ ହସପିଟାଲ କନଫ୍ରେନସ ହଲରେ ଏହାର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶାର ବିକାଶ ପାଇଁ ସୁନ୍ଦରଗଡ ଜିଲ୍ଲାର ଭୂମିକା ରହିଛି। ଏହି ଜିଲ୍ଲାର ହକି ଖେଳ ଆଜି ସାରା ବିଶ୍ବରେ ବେଶ ପ୍ରସଂଶା ଆଣିଦେଇଛି। ଏହି ଜିଲ୍ଲା ଖଣିଖାଦନ ପାଇଁ ମଧ୍ୟ ବେଶ ପରିଚିତ। ଏହି ଜିଲ୍ଲା ବର୍ତ୍ତମାନ ଅଲମ୍ପିକ ପଦକ ଜିଲ୍ଲା ହୋଇପାରିଛି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମାଲାକାନାଗିରି ପରେ ସୁନ୍ଦରଗଡ ଜିଲ୍ଲା ହେଉଛି ଦ୍ବିତୀୟ ଯିଏ କି ଏହା କାର୍ଡର ଶୁଭାରମ୍ଭ କରାଯାଇଛି। ବର୍ତ୍ତମାନ ଏହି କାର୍ଡ ମାଧ୍ୟମରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ସୁବିଧା ପାଇପାରିବେ ।

ଏହି କାର୍ଡ ମାଧ୍ୟମରେ ରାଜ୍ୟ ଓ ଦେଶ ବାହାରର ପ୍ରାୟ ୨୦୦ରୁ ଅଧିକ ହସ୍ପିଟାଲରେ ଉନ୍ନତମାନର ଚିକିତ୍ସା ପାଇପାରିବେ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ପୁରୁଷଙ୍କ ପାଇଁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ଉପଲବ୍ଧ ହେଉଛି । ଏହି କାର୍ଡ ଥିଲେ ହସପିଟାଲରେ କୌଣସି କାଗଜପତ୍ର ଦେଖାଇବାର ଆବଶ୍ୟକତା ନାହିଁ।

ଏହି ଅବସରରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ, ବିଧାୟକ ସାରାଦା ନାୟକ, ବିଧାୟକ ସୁବ୍ରତ ତରାଇ ଏହି ସମାରୋହରେ ଯୋଗଦେଇଥିଲେ। ଏହି ଜିଲ୍ଲାର ବିଭିନ୍ନ ସ୍ଥାନରେ ପୃଥକ ସଭାରେ ମନ୍ତ୍ରୀମାନେ କାର୍ଡ ବାଣ୍ଟିଛନ୍ତି।

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲା ସୁନ୍ଦରଗଡ଼ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026

ପୋଲିସ ଡିଜି ଙ୍କ ଉପସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୧୧ ମାଓବାଦୀ

March 16, 2026
Latest News

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026

ପୋଲିସ ଡିଜି ଙ୍କ ଉପସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୧୧ ମାଓବାଦୀ

March 16, 2026

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.