Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିନ, ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ
ଜାତୀୟ ଖବର

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିନ, ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ

September 17, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିନ, ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ

ନୂଆଦିଲ୍ଲୀ: ଆଜି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଜନ୍ମ ଦିନ। ଆଜି ମୋଦୀଙ୍କୁ 71 ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ସେ 1950 ମସିହା ସେପ୍ଟେମ୍ବର 17 ତାରିଖରେ ଗୁଜୁରାଟରେ ଜନ୍ମ ଗ୍ରହଣ କରିଥିଲେ। ପିଲାଟି ଦିନରୁ ତାଙ୍କର ଉଦମ୍ୟ ତଥା ପରିଶ୍ରମ ପାଇଁ ଆଜି ସେ ବିଶ୍ବରେ ଜଣେ ପ୍ରତିଷ୍ଠିତ ନେତା ଭାବରେ ପ୍ରତିଷ୍ଠା ହାସଲ କରିଛନ୍ତି।

ତାଙ୍କର ଜନ୍ମଦିନରେ ଦେଶ ବିଦେଶରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ଶତ୍ରୁମିତ୍ର ସମସ୍ତେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଶିବସେନା ନେତା ସଂଜୟ ରାଉତ ତାଙ୍କୁ ଟୁଇଟ ଯୋଗେ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଯେ, “ହାପି ବାର୍ଥ ଡେ ଟୁ ମାଇଁ ଡିଅର ମୋଦିଜୀ।” ଶରଦ ପାୱାର ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରୱାଲା ମଧ୍ୟ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ ଦୀର୍ଘ ନିରାମୟ ଜୀବନ କାମନା କରିଛନ୍ତି।

ସେହିପରି ରାହୁଳ ଗାନ୍ଧୀ ମଧ୍ୟ ତାଙ୍କ ଟୁଇଟରରେ ହାପି ବାର୍ଥ ଡେ ଟୁ ମୋଦୀ ଜୀ ବୋଲି ମଧ୍ୟ ଲେଖିଛନ୍ତି। ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ କରି ତାଙ୍କର ଦୀର୍ଘ ନିରାମୟ ଜୀବନ କାମନା କରିଛନ୍ତି।

କେନ୍ଦ୍ର ମନ୍ତ୍ରୀ ମଣ୍ଡଳର ସମସ୍ତ ସଦସ୍ୟ ଏବଂ ଦଳୀୟ ନେତାମାନେ ମଧ୍ୟ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିନରେ ଶୁଭେଚ୍ଛା ଜଣାଇଛନ୍ତି। ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ମୋଦୀଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇବା ସହିତ ଦୀର୍ଘ ଜୀବନ କାମନା କରିଛନ୍ତି। ସେହିପରି ନିତିନ ଗଡକରୀ, ଅମିତ ସାହା, ରାଜନାଥ ସିଂ ପ୍ରମୁଖ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନ ପାଇଁ ପାର୍ଟି କର୍ମକର୍ତ୍ତମାନେ ପ୍ରାୟ 5 କୋଟି ପୋଷ୍ଟକାର୍ଡ ଶୁଭେଚ୍ଛା ବାର୍ତ୍ତା ଜଣା ତାଙ୍କ ପାଖକୁ ପଠାଇଥିବାର ଜଣାପଡିଛି। ସେହିପରି ବିଭିନ୍ନ ରାଜ୍ୟ ବିଜେପି ତରଫରୁ ରକ୍ତଦାନ ଶିବିର, ମାଗଣା ସ୍ବାସ୍ଥ୍ୟ ସେବା, ରୋଗୀଙ୍କୁ ଫଳ ବଣ୍ଟନ ଏବଂ ପ୍ରଦର୍ଶନୀର ଆୟୋଜନ ମଧ୍ୟ କରିଛନ୍ତି।

PM Birthday ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ମୋଦିଙ୍କ ଜନ୍ମଦିନ
Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026

ବାୟୁ ଶକ୍ତି ଅଭ୍ୟାସ: ନିଜର କ୍ଷମତା ପ୍ରଦର୍ଶନ କରିବ ଭାରତୀୟ ବାୟୁସେନା

February 11, 2026

JioAirFiber: ଫିକ୍ସଡ଼ ୱାୟାରଲେସ୍ କ୍ଷେତ୍ରରେ ହାସଲ କଲା ୭୯ ପ୍ରତିଶତ ବଜାର ଅଂଶ 

February 11, 2026

ଓଡ଼ିଶା ରାଜ୍ୟ ମହିଳା ଆୟୋଗର ୩୩ତମ ପ୍ରତିଷ୍ଠା ଦିବସ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଲେ….

February 11, 2026
Latest News

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.