Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»Cyclone Breaking: ଆସନ୍ତା କାଲି ୧୧ଟି ଜିଲ୍ଲାର ସବୁ ସ୍କୁଲ କଲେଜ ବନ୍ଦ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ବିଶେଷ ଖବର

Cyclone Breaking: ଆସନ୍ତା କାଲି ୧୧ଟି ଜିଲ୍ଲାର ସବୁ ସ୍କୁଲ କଲେଜ ବନ୍ଦ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

September 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
Cyclone Breaking: ଆସନ୍ତା କାଲି ୧୧ ଗୋଟି ଜିଲ୍ଲାର ସବୁ ସ୍କୁଲ କଲେଜ ବନ୍ଦ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା କାଲି ପ୍ରଭାବିତ ସମସ୍ତ ୧୧ଟି ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିର୍ଦ୍ଦେଶ ଦେଇଛନ୍ତି । ପରବର୍ତ୍ତୀ ସମୟରେ ଜିଲ୍ଲାପାଳମାନେ ସ୍ଥାନୀୟ ପରିସ୍ଥିତିକୁ ବିଚାରକୁ ନେଇ ସ୍କୁଲ ଖୋଲିବା ସଂପର୍କରେ ନିଷ୍ପତ୍ତି ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଯେଉଁ ଜିଲ୍ଲାଗୁଡିକ ବାତ୍ୟା ପ୍ରଭାବିତ ସମ୍ଭାବନା ରହିଛି ସେଗୁଡିକ ହେଲା ଖୋର୍ଦ୍ଧା, କଟକ, ନୟାଗଡ଼, ଗଂଜାମ , ଗଜପତି, ବାଲେଶ୍ବର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, ରାୟଗଡା ଏବଂ କୋରାପୁଟ।

ଆଜି ଭିଡିଓ କନଫ୍ରେସିଂ ମାଧ୍ୟମରେ ଆସନ୍ନ ବାତ୍ୟା ମୁକାବିଲା ଉପରେ ସମୀକ୍ଷା ବୈଠକ କରି ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଥିଲେ ଏବଂ ଏହା ସୁନିଶ୍ଚିତ କରିବା ପାଇଁ ଆବଶ୍ୟକାତା ଠାରୁ ଅଧିକ ଆଗକୁ ଯାଇ କାମ କରିବା ପାଇଁ ପରାମର୍ଶ ଦେଇଥିଲେ ।

ଆଜି ଅପରାହ୍ନ ସୁଦ୍ଧା ଗୁଲ୍‌ଆବ ପ୍ରଭାବିତ ଜିଲ୍ଲା ମାନଙ୍କର ତଳିଆ ତଥା ବନ୍ୟାପ୍ରବଣ ସ୍ଥାନ ମାନଙ୍କରୁ ଏବଂ କଚ୍ଚା ଘର ମାନଙ୍କରୁ ଲୋକମାନଙ୍କୁ ସ୍ଥାନାନ୍ତର କରିଯିବ ସହିତ ଭୂସ୍ଖଳନ ସଂଭାବନା ଥିବା ଅଞ୍ଚଳ ମାନଙ୍କରେ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କାର‌୍ୟ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

୬୨ତମ ଆଇଏଚଜିଏଫ୍ ଦିଲ୍ଲୀ ଅଟମ୍ ଫେୟାରରେ ‘ଓଡ଼ିଶା ମଣ୍ଡପ’ ଉଦଘାଟିତ

October 14, 2026

ମୁକ୍ତ ବାଣିଜ୍ୟ ରାଜିନାମା ମାଧ୍ୟମରେ ବିଶ୍ୱ ବଜାରରେ ସୁଯୋଗ ଖୋଜୁଛି ଓଡ଼ିଶା

October 14, 2026

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026

ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ଦ୍ଵିତୀୟ ରନର୍ସ ଅପ୍ ବିଜୟିନୀ ମୁକୁଟ ପିନ୍ଧିଲେ କ୍ଷୀରାବ୍ଦୀ ପଟ୍ଟନାୟକ

October 13, 2026
Latest News

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀରକୁ ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

October 14, 2026

ପ୍ରଥମ ବିମଷ୍ଟେକ୍ ଗୃହମନ୍ତ୍ରୀସ୍ତରୀୟ ବୈଠକରେ ଅଧ୍ୟକ୍ଷତା କଲେ ଗୃହମନ୍ତ୍ରୀ

October 14, 2026

୬୨ତମ ଆଇଏଚଜିଏଫ୍ ଦିଲ୍ଲୀ ଅଟମ୍ ଫେୟାରରେ ‘ଓଡ଼ିଶା ମଣ୍ଡପ’ ଉଦଘାଟିତ

October 14, 2026

ମୁକ୍ତ ବାଣିଜ୍ୟ ରାଜିନାମା ମାଧ୍ୟମରେ ବିଶ୍ୱ ବଜାରରେ ସୁଯୋଗ ଖୋଜୁଛି ଓଡ଼ିଶା

October 14, 2026

ଅକ୍ଟୋବର ୧୪ ତାରିଖ ରାଶିଫଳ: ଆପଣ ଜାଣନ୍ତୁ ଆଜିର ଭାଗ୍ୟ ଓ ଭବିଷ୍ୟତ

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.